Daily Archives

ନାକୁରୁଣ୍ଡିଠାରେ ବ୍ଲକସ୍ତରୀୟ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

କଲମପୁର : ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ଗ୍ରାମ ପଞ୍ଚାୟତରେ ବ୍ଲକ ସ୍ତରୀୟ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲାର ପ୍ରତ୍ୟେକ ଗ୍ରାମ ପଞ୍ଚାୟତ ଗୁଡିକରେ ଜନଶୁଣାଣି କାର୍ଯ୍ୟକ୍ରମ କରିବାକୁ
Read More...

ପିଜି ନାମଲେଖା ପ୍ରକ୍ରିୟା : ସରିଲା ମାର୍କ ଅପଡେଟ୍‌, ୫ରେ ମେଧା ତାଲିକା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ ସ୍ନାତକୋତ୍ତର (ପିଜି)ରେ ନାମଲେଖା ପ୍ରକ୍ରିୟା ଜାରି ରହିଛି । ରବିବାର ଦିନ ଛାତ୍ରଛାତ୍ରୀମାନେ ସାମ୍ସରେ ସେମାନଙ୍କ ଯୁକ୍ତ ତିନି ମାର୍କ ଅପଡେଟ୍‌ କରିଛନ୍ତି । ଅପଡେଟ୍‌ ପ୍ରକ୍ରିୟା ଶେଷ ହୋଇଥିବା ବେଳେ
Read More...

ମହାନଦୀରେ ଭାସୁଛି ଅଜଣା ମୃତଦେହ

ବୌଦ୍ଧ, (ବଂଶୀଧର ମାଝୀ) : ମହାନଦୀରେ ଭାସୁଛି ଅଜଣା ମୃତଦେହ । ବୌଦ୍ଧ ସହର ମର୍ଯାକୁଦ ପୋଲ ନିକଟରେ ଏକ ଅଜଣା ମୃତଦେହ ଭାସୁଥିବା ସ୍ଥାନୀୟ ଲୋକେ ଦେଖି ପୋଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି । ସୂଚନାନୁଯାୟୀ, ମଙ୍ଗଳବାର ସକାଳ
Read More...

ଅଧରାତିରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ : ୩ ଭାଇଙ୍କ ସମେତ ୪ ଗିରଫ

ଭୁବନେଶ୍ୱର : ଅଧରାତିରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଥିବା ଜଣାପଡିଛି । ଠେଙ୍ଗା ଓ ବାଡ଼ିରେ ପିଟି ହତ୍ୟା ଉଦ୍ୟମ କରାଯାଇଛି । ଅଭିଯୋଗ ପାଇ ଖାରବେଳନଗର ଥାନା ପୁଲିସ ୩ ଭାଇଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି । ସେମାନେ ହେଲେ ଖାରବେଳନଗର ଥାନା ପଛ କଳିଙ୍ଗହାଟ ହରିଜନ ସାହିରେ
Read More...

ବାଇକ୍ ଚୋରି କରି ଧରାପଡିଲେ ୪ ଜଣ, ୨ ବାଇକ୍ ଓ ୪ ମୋବାଇଲ ଜବତ

ବୌଦ୍ଧ, (କେପିଏନ୍‌ଏସ୍‌) : ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଦେଉଳି ଗ୍ରାମରୁ ଗତ ୨୩ ତାରିଖରେ ବାଇକ୍ ଓ ମୋବାଇଲ୍ ଚୋରି ହୋଇଥିବା ଘଟଣାରେ ପୋଲିସ ହାତରେ ୪ ଜଣ ଧରାପଡିଛନ୍ତି । ଏଥିସହ ଜଣେ ନାବାଳକ ଅଟକ ରହିଛି । ସୂଚନା ଅନୁସାରେ ଗତ ୨୩ ତାରିଖ ରାତିରେ ଦେଉଳି ଗ୍ରାମର ସାହୁ କଲୋନୀରୁ
Read More...

ଧର୍ମଗଡଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଅଧ୍ୟକ୍ଷତାରେ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ

କଳାହାଣ୍ଡି, (ପି.କେ. ସାହୁ) : ଧର୍ମଗଡ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜିଙ୍କ ଯୁଗ୍ମ ଅଧକ୍ଷତାରେ ଗତକାଲି ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲା ଉନ୍ନୟନ ଅଧିକାରୀ ତଥା ନିର୍ବାହୀ
Read More...

ଭାରସାମ୍ୟ ହରାଇ ଓଲଟିଲା ଅଟୋ, ୧୫ ଯାତ୍ରୀ ଆହତ

ଦାରିଙ୍ଗବାଡ଼ି : କନ୍ଧମାଳ ଜିଲ୍ଲା ବୁଡାଗୁଡ଼ା ନେଡିପାଙ୍ଗା ନିକଟରେ ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଏହି ଦୁର୍ଘଟଣାରେ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ, ୧୫ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ଏକ ଅଟୋ ହଠାତ୍‌ ବୁଡାଗୁଡ଼ା
Read More...

ଜାତୀୟ କ୍ରୀଡ଼ା ଦିବସରେ କ୍ରୀଡ଼ା ସାମଗ୍ରୀ ପ୍ରଦାନ କଲେ ସମାଜସେବୀ ଦିଲ୍ଲୀପ ଧାଉଡିଆ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : କ୍ରୀଡାର ଗୁରୁତ୍ୱ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ପ୍ରତିବର୍ଷ ଅଗଷ୍ଟ-୨୯ ତାରିଖକୁ ଜାତୀୟ କ୍ରୀଡ଼ା ଦିବସ ଭାବେ ପାଳନ କରାଯାଏ । ହକିର ଯାଦୁଗର ତଥା ମହାନ ଅଲମ୍ପିଆନ ଓ ସର୍ବକାଳୀନ ସର୍ବଶ୍ରେଷ୍ଠ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ
Read More...

ଆସନ୍ତା ସେପ୍ଟେମ୍ବର ୩ ତାରିଖରୁ ୬ ତାରିଖ ପର୍ଯ୍ୟନ୍ତ କଳାହାଣ୍ଡି ଜିଲ୍ଲାରେ ପରିକ୍ରମା କରିବ ଅହିଂସା ରଥ

କଳାହାଣ୍ଡି, (ପି.କେ. ସାହୁ) : ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ତଥା ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ଗତ ୧୫ ତାରିଖରୁ ଭୁବନେଶ୍ୱରରୁ ଅହିଂସା ରଥ ବିଭିନ୍ନ ଜିଲ୍ଲା ପରିକ୍ରମା କରି ଆସନ୍ତା ତା୦୩.୦୯.୨୦୨୨ରିଖ ଦିନ କଳାହାଣ୍ଡି ଜିଲ୍ଲାରେ ପ୍ରବେଶ କରିବ । ନୂଆପଡ଼ା ଜିଲ୍ଲା ସିନାପାଲି
Read More...

ବିଶିଷ୍ଟ ଚିତ୍ରଶିଳ୍ପୀ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ : ସରକାରୀ ସହାୟତା ଜରୁରୀ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସହରର ଜଣେ ଖ୍ୟାତି ଅର୍ଜନ କରିଥିବା ଚିତ୍ରଶିଳ୍ପୀ ତଥା ଚିତ୍ରକଳାରେ ପାରଦର୍ଶିତା ଅର୍ଜନ କରିଥିବା ପୂର୍ଣ୍ଣଚନ୍ଦ୍ର ସେଠୀଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଛି । ତାଙ୍କର ଡାହାଣ ଗୋଡ଼ରେ ପୂର୍ବେ ଗୋଟିଏ କଣ୍ଟା ଗଳି ପଡ଼ିଥିଲା । ସେ
Read More...