Daily Archives

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୭୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୭୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୪୫ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୯୫୪ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ
Read More...

ଶ୍ରୀକ୍ଷେତ୍ରରେ ବାଲି ତୃତୀୟା ପାଳିତ

ପୁରୀ, (ଦେବାଶିଷ ମିଶ୍ର) : ଭାଦ୍ରବ ଶୁକ୍ଳ ତୃତୀୟା ତିଥିରେ ମଙ୍ଗଳବାର ଶ୍ରୀକ୍ଷେତ୍ରରେ ବାଲି ତୃତୀୟା (ଗୌରୀ ବ୍ରତ) ପାଳିତ ହୋଇଯାଇଛି । ଗଣେଶ ପୂଜାର ପୂର୍ବ ଦିନ ଏହି ବ୍ରତ ପାଳନ କରାଯାଇଥାଏ । ବିଭିନ୍ନ ନଦୀ ଓ ପୁଷ୍କରିଣୀ କୂଳରେ ମହିଳା ଏବଂ ଯୁବତୀମାନେ ବାଲୁକାରେ ଶକ୍ତି ସହିତ
Read More...

ପାଇକମାଲରେ ଅହିଂସା ରଥକୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା

ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟ ସାଧାରଣ ସଭାରେ ସ୍ୱାଧୀନତା ସଂଗ୍ରାମୀ ଦାୟଦଙ୍କୁ ସମ୍ମାନିତ ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ଓଡ଼ିଶା ପରିଭ୍ରମଣ କରୁଥିବା 'ଅହିଂସା ରଥ'କୁ ପଦ୍ମପୁର ଉପଖଣ୍ଡରେ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ
Read More...

‘ଶକ୍ତି ସଂରକ୍ଷଣ କ୍ଲବ’ ତରଫରୁ ଆଲୋଚନାଚକ୍ର

ପୁଇଁତଲା, (କେପିଏନ୍‌ଏସ୍‌) : ପୁଇଁତଲା ବ୍ଲକ ଅନ୍ତର୍ଗତ ପଂଚାୟତ ଉଚ୍ଚ ବିଦ୍ୟାଳୟ, ବାନ୍ଧପଡାଠାରେ ଶକ୍ତି ସଂରକ୍ଷଣ କ୍ଲବ ଆନୁକୂଲ୍ୟରେ ଭାରତ ସରକାରଙ୍କ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ଅନ୍ତର୍ଗତ ପେଟ୍ରୋଲିୟମ ସଂରକ୍ଷଣ ଅନୁସନ୍ଧାନ ସଂଘ (PCRA)ର ଶକ୍ତି ସଂରକ୍ଷଣ
Read More...

ମୁନୁସିପେଣ୍ଠ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ନବୀକରଣର ଲୋକାର୍ପଣ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ଛତ୍ରପୁର ବ୍ଲକ ଅନ୍ତର୍ଗତ ମୁନୁସିପେଣ୍ଠ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ନବୀକରଣ କରାଯାଇଛି । ରାଜ୍ୟ ସରକାରଙ୍କ ଦ୍ଵାରା ଏକ ସ୍ୱତନ୍ତ୍ର ମଞ୍ଜୁର ହୋଇଥିବା ୯୦ ଲକ୍ଷ ୧୫ ହଜାର ୩ ଶହ ୩୧ଟଙ୍କା ବ୍ୟୟରେ ପୂର୍ତ୍ତ ବିଭାଗ ଦ୍ଵାରା
Read More...