Monthly Archives

August 2022

ରକ୍ଷା ବନ୍ଧନକୁ ନିଆରା ଢଙ୍ଗରେ ପାଳନ କଲା ଗାଇସିଲେଟ କୋଶଲ ଯୁବଶକ୍ତି

ଗାଇସିଲେଟ, (ଦିଲ୍ଲିପ କୁମାର ସରାପ) : ରକ୍ଷା ବନ୍ଧନକୁ ନିଆରା ଢଙ୍ଗରେ ପାଳନ କଲା ଗାଇସିଲେଟ କୋଶଲ ଯୁବଶକ୍ତି । ପରିବାର ଠାରୁ ଦୂରରେ ରହୁଥିବା ତଥା ଅନାଥ ଏବଂ ଦିବ୍ୟାଙ୍ଗ ଛାତ୍ରଛାତ୍ରୀମାନଙ୍କୁ ସମାଜର ମୁଖ୍ୟ ସ୍ରୋତରେ ଯୋଡିବା ତଥା ସେମାନଙ୍କର ମଧ୍ୟ ପରିବାର ଥିବା ଭଳି ଅନୁଭବ କରାଇବାର
Read More...

ବାଙ୍କେଲ ଭାରପ୍ରାପ୍ତ ଆର୍‌ଆଇ ତଥା ଏଆର୍‌ଆଇ ଜିଲୁ ବିଶ୍ୱାଳଙ୍କୁ ସସ୍‌ପେଣ୍ଡ କଲେ ଜିଲ୍ଲାପାଳ

କଂଟାବାଂଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ତହସିଲ ବାଙ୍କେଲ ସର୍କଲ ଅନ୍ତର୍ଗତ ତେନ୍ତୁଲିଖୁଣ୍ଟି ପଂଚାୟତ ଖଜୁରପଡା ଗାଁରେ ମୃତ ବ୍ୟକ୍ତିଙ୍କ ନାଁରେ ଜମି ଜାଲିଆତି ଘଟଣାରେ ବଲାଙ୍ଗିର ଜିଲ୍ଲାପାଳ ଚିଠି.୨୧/୬୦ ତା. ୦୬/୦୮/୨୨ରିଖରେ ବାଙ୍କେଲ ଭାରପ୍ରାପ୍ତ ଆର୍‌ଆଇ ତଥା
Read More...

ଗଛରେ ରାକ୍ଷୀ ବାନ୍ଧିଲେ ପରିବେଶବିତ ଶୁଭ୍ରାଂଶୁ ଶତପଥୀ

ଢେଙ୍କାନାଳ, (କେପିଏନ୍‌ଏସ୍‌) : ସବୁଜ ପୃଥିବୀର ଗଠନରେ ଆଉ ଏକ ପାଦ । ଜନସଂଖ୍ୟା ବୃଦ୍ଧି ସାଙ୍ଗକୁ ଲୋକଙ୍କ ଚାହିଦା ଏବଂ ଆବଶ୍ୟକ ପୂରଣ ନେଇ ଜଙ୍ଗଲ କ୍ରମଶଃ ହ୍ରାସ ପାଇବାକୁ ବସିଲାଣି । ତେବେ ଏଭଳି ସମୟରେ ସବୁଜ ବିକଳ୍ପ ପାଇଁ ବିଭିନ୍ନ ପ୍ରୟାସ ଜାରି ରଖିଛନ୍ତି ଜାତିସଂଘ ପୁରସ୍କାରପ୍ରାପ୍ତ
Read More...

ସ୍ୱାମୀ ବିବେକାନନ୍ଦ ସ୍କୁଲରେ ରକ୍ଷା ବନ୍ଧନ ଉତ୍ସବ

ଆଠଗଡ଼ : ଆଠଗଡ଼ ସହରରେ ନୂତନ ଭାବେ ପ୍ରତିଷ୍ଠିତ ଅଶୋକନଗରସ୍ଥିତ ସ୍ୱାମୀ ବିବେକାନନ୍ଦ ଆଡଭାନ୍ସ ଇଂଲିଶ ମିଡିୟମ ସ୍କୁଲରେ ପ୍ରଥମ ରକ୍ଷା ବନ୍ଧନ ଉତ୍ସବ ଗୁରୁବାର ପାଳିତ ହୋଇଯାଇଛି । ପରିଚାଳନା କମିଟିର ସଭାପତି ଅଶୋକ କୁମାର ମହାନ୍ତିଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ରକ୍ଷାବନ୍ଧନ ଉତ୍ସବରେ
Read More...

ଶ୍ରୀମନ୍ଦିରରେ ବଡ଼ ଠାକୁର ଶ୍ରୀବଳଭଦ୍ରଙ୍କ ଜନ୍ମୋତ୍ସବ : ଦୁଇ ଭାଇଙ୍କୁ ରାକ୍ଷୀ ବାନ୍ଧିବେ ଭଉଣୀ ସୁଭଦ୍ରା

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଆଜି ପବିତ୍ର ଗହ୍ମା ପୂର୍ଣ୍ଣିମା । ଶ୍ରୀମନ୍ଦିରରେ ବଡ଼ ଠାକୁର ଶ୍ରୀବଳଭଦ୍ରଙ୍କ ଜନ୍ମୋତ୍ସବ । ଏଥିପାଇଁ ମନ୍ଦିରରେ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ହୋଇଛି । ଦୁଇ ଭାଇ ବଳଭଦ୍ର ଓ ଜଗନ୍ନାଥଙ୍କ ହାତରେ ରାକ୍ଷୀ ବାନ୍ଧିବେ ମାଆ ସୁଭଦ୍ରା । ଏଥିପାଇଁ ପାଟରା
Read More...

ବାଇକ୍‌ ଲୁଟେରା ଗ୍ୟାଙ୍ଗକୁ ଧରିଲା ପୋଲିସ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଜଟଣୀ, ଖୋର୍ଦ୍ଧା, ପୁରୀ, ଟାଙ୍ଗୀ ଓ ଭୁବନେଶ୍ୱର ଆଦି ସ୍ଥାନରୁ ଛିନ୍‌ତାଇ ଓ ଲୁଟ୍‌ କରୁଥିବା ଏକ ଗ୍ୟାଙ୍ଗର ପର୍ଦ୍ଦାଫାଶ କରିଛି କମିଶନରେଟ୍‌ ପୋଲିସ । ଏକ ନମ୍ବରବିହୀନ ଗାଡ଼ିରେ ଯାଇ ଲୋକଙ୍କଠାରୁ ମୋବାଇଲ, ଭ୍ୟାନିଟ୍‌, ଟଙ୍କା ଆଦି ଲୁଟ୍‌ ଓ ବାଇକ୍‌ ଚୋରି
Read More...

ଜଳାଭିଷେକ ଅନ୍ତିମ ଦିବସ ଉପଲକ୍ଷେ କାଉଡିଆଙ୍କ ହୋମ ଶେଷ

ପାତ୍ରପୁର : ପାତ୍ରପୁର ବ୍ଲକ ତୁରିବୁଡି ଚନ୍ଦ୍ରଶେଖର ବୋଲବମ୍‌ ସଂଘ କାଉଡ଼ିଆଙ୍କ ପକ୍ଷରୁ ଚଳିତ ମାସରେ ଅନୁଷ୍ଠିତ ଜଳାଭିଷେକ ଅନ୍ତିମ ଦିବସରେ ଉପଲକ୍ଷେ ହୋମ ଶେଷ ହୋଇଛି । ବୋଲବମ୍‌ ସଂଘ ପକ୍ଷରୁ ଶ୍ରାବଣ ମାସର ପ୍ରତ୍ୟେକ ସୋମବାର ଦିନ ଅଞ୍ଚଳରେ ଥିବା ବିଭିନ୍ନ ନଦୀରୁ ଜଳ ସଂଗ୍ରହ କରି ଶୈବ
Read More...

ଆଜି ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ସରକାରୀ ଯୋଜନାର ଶୁଭାରମ୍ଭ କରିବା ଲାଗି ଶୁକ୍ରବାର ମୟୂରଭଞ୍ଜ ଜିଲା ଗସ୍ତ କରିବେ । ଏହି ଗସ୍ତ କାଳରେ ସେ ସୁବର୍ଣ୍ଣରେଖା ଅତିରିକ୍ତ ଜଳସେଚନ
Read More...

ଖୋର୍ଦ୍ଧା ସମ୍ବାଦ ସାହିତ୍ୟଘର ପକ୍ଷରୁ ଗହ୍ମା ପୂର୍ଣ୍ଣିମା ଓ ରକ୍ଷା ବନ୍ଧନ ଉତ୍ସବ ପାଳିତ

ଖୋର୍ଦ୍ଧା : ଖୋର୍ଦ୍ଧା ସମ୍ବାଦ ସାହିତ୍ୟ ଘର ପକ୍ଷରୁ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଗହ୍ମା ଉତ୍ସବ ଓ ରକ୍ଷାବନ୍ଧନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ବିଡିଏ କଲୋନି ଗାୟତ୍ରୀ ମନ୍ଦିର ପରିସରରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଖୋର୍ଦ୍ଧା ସାହିତ୍ୟଘରର ସଭାପତି ସତ୍ୟବାଦୀ
Read More...

ଯୁକ୍ତ ୩ ନାମଲେଖା ପାଇଁ ଆବେଦନ ଆରମ୍ଭ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟର ବିଭିନ୍ନ ଡିଗ୍ରୀ କଲେଜ ଓ ବିଶ୍ୱବିଦ୍ୟାଳୟ ସ୍ନାତକ(ୟୁଜି) ପାଠ୍ୟକ୍ରମରେ ୨୦୨୨-୨୩ ବର୍ଷ ଲାଗି ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଛି । ଗୁରୁବାରଠାରୁ ସାମ୍ସ ପୋର୍ଟାଲ ଜରିଆରେ ନାମଲେଖା ପାଇଁ ଆବେଦନ କରାଯାଉଛି । ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ
Read More...