Monthly Archives

August 2022

ଭାରସାମ୍ୟ ହରାଇ ଓଲଟିଲା ତୀର୍ଥଯାତ୍ରୀ ବସ୍ : ୭ ଗୁରୁତର, ୩୦ରୁ ଅଧିକ ଆହତ

ସୋର : ବାଲେଶ୍ୱର ଜିଲ୍ଲା ୧୬ନଂ ଜାତୀୟ ରାଜପଥ ତଳନଗର ନିକଟରେ ଭାରସାମ୍ୟ ହରାଇ ଏକ ତୀର୍ଥଯାତ୍ରୀ ବସ୍ ଓଲଟିପଡ଼ି ୩୦ରୁ ଅଧିକ ଯାତ୍ରୀ ଆହାତ ହୋଇଥିବା ବେଳେ ୭ଜଣ ଗୁରୁତର ହୋଇଥିବା ଜଣାପଡିଛି । ସମସ୍ତ ଗୁରୁତର ଓ ଆହତଙ୍କୁ ବାଲେଶ୍ୱର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସୂଚନା ମୁତାବକ
Read More...

ଲଗାଣ ବର୍ଷାରେ ଭାଙ୍ଗିଲା ଘର : ଅଳ୍ପକେ ବର୍ତ୍ତିଲେ ପରିବାର

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଭରୁଆମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଚଚରାଭଟା ନିବାସୀ ବିଧବା ମହିଳା ସାବିତ୍ରୀ ବାଗଙ୍କ ଘର ଲଗାଣ ବର୍ଷାରେ ଭାଙ୍ଗି ଭୁଶୁଡି ପଡିଥିବା ଜଣାପଡିଛି । ଘର ଭାଙ୍ଗି ଭୁଶୁଡି ପଡିଥିବା ବେଳେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ପରିବାର ଲୋକେ
Read More...

ସ୍ୱାଧୀନତା ଦିବସ ଉତ୍ସବରେ ସାମିଲ ହେବେ ଛାତ୍ରଛାତ୍ରୀ

ଭୁବନେଶ୍ୱର : ସ୍ୱାଧୀନତା ଦିବସକୁ ନେଇ ବଦଳିଲା ରାଜ୍ୟ ସରକାରଙ୍କ ନିଷ୍ପତ୍ତି । ଚଳିତ ବର୍ଷ ସ୍ୱାଧୀନତା ଦିବସ ଉତ୍ସବରେ ଛାତ୍ରଛାତ୍ରୀମାନେ ସାମିଲ ହୋଇପାରିବେ । ଶିକ୍ଷାନୁଷ୍ଠାନରେ ହେବାକୁ ଥିବା ସ୍ୱାଧୀନତା ଦିବସ ଉତ୍ସବରେ ପିଲାମାନେ ସାମିଲ ହେବା ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ
Read More...

ଲଗାଣ ବର୍ଷାରେ ବେହାଲ ବଲାଙ୍ଗିର ସହର : ସ୍ଥିତି ପରଖିଲେ ପୌରାଧ୍ୟକ୍ଷା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରରେ ଗତ ଦୁଇ ଦିନ ହେବ ଲଗାଣ ବର୍ଷା ଲାଗାତାର ଭାବେ ବର୍ଷା ଲାଗିରହିଥିବା ବେଳେ ସହରର ବିଭିନ୍ନ ସ୍ଥାନରେ ତଥା ବିଭିନ୍ନ ୱାର୍ଡର କିଛି ଘରେ ବର୍ଷା ପାଣି ପଶି ଯାଇଥିବା ଦେଖିବାକୁ ମିଳିଥିଲା । ଏହାକୁ ଆଖି ଆଗରେ ରଖି ପୌରାଞ୍ଚଳର ୱାର୍ଡକୁ ୱାର୍ଡ ବୁଲି
Read More...

ବିଶ୍ୱ ଆଦିବାସୀ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପାଟଣାଗଡ ବ୍ଲକ ଉଲବା ଗ୍ରାମରେ ନିଖିଳ ଉତ୍କଳ କୁଲି ମେହେର ସମାଜ, ଓଡିଶା ପକ୍ଷରୁ ବିଶ୍ୱ ଆଦିବାସୀ ଦିବସ ପାଳିତ ହୋଇଯାଇଛି । ଏହି ଦିବସ ଅବସରରେ ବିଭିନ୍ନ ଜିଲ୍ଲାରୁ ଶତାଧିକ ଆଦିବାସୀ ମହିଳା ଓ ପୁରୁଷ ଯୋଗଦାନ କରିଥିଲେ । ପ୍ରକୃତି
Read More...

ପ୍ରବଳ ବର୍ଷାରେ ପାହାଡରୁ ଖସିଲା ପଥର, ଯାତାୟାତ ବନ୍ଦ

ସମ୍ବଲପୁର : ସମ୍ବଲପୁର ଜିଲ୍ଲାକୁ ବର୍ଷା ପାଇଁ ରେଡ ଆଲର୍ଟ ଦିଆଯାଇଥିବା ବେଳେ ଗତକାଲି ପ୍ରବଳ ବର୍ଷା ହୋଇଥିଲା । ଫଳରେ ସମ୍ବଲପୁର ବରଗଡ ମଝିରେ ଥିବା କୋଲକତା ମୁମ୍ବାଇ ଜାତୀୟ ରାଜପଥ ଲକ୍ଷ୍ମୀ ଡୁଙ୍ଗୁରି ପାହାଡରୁ ପଥର ଖସିଥିବା ଦେଖିବାକୁ ମିଳିଛି । ଫଳରେ ରାସ୍ତାର ଗୋଟିଏ ପାର୍ଶ୍ୱରେ
Read More...

ବିପୁଳ ପରିମାଣର ନକଲି ବିଦେଶୀ ମଦ ସହ ୫୩ ଲିଟର ମହୁଲି ମଦ ଜବତ : ୫ ଗିରଫ

ପାଟଣା : ଅବକାରୀ କମିଶନରଙ୍କ ନିର୍ଦ୍ଦେଶ କ୍ରମେ କେନ୍ଦୁଝର ଜିଲ୍ଲା ଅବକାରୀ ଅଧୀକ୍ଷକ ନାରାୟଣ ମେହେରଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଗତକାଲି ଭ୍ରାମ୍ୟମାଣ ଅବକାରୀ ଦଳର ନିରୀକ୍ଷକ ଚନ୍ଦନ ମଣ୍ଡଳଙ୍କ ନେତୃତ୍ୱରେ ପାଟଣା, ତୁରୁମୁଙ୍ଗା ଓ ଟାଉନ ଥାନା ଅଞ୍ଚଳରେ ଅବକାରୀ ଚଢାଉ କରାଯାଇ ବିପୁଳ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୬୫୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୬୫୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୧୨୮ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୨୧୩ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ
Read More...

କପା ଫସଲରେ ସମନ୍ୱିତ ରୋଗ ପୋକ ପରିଚାଳନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କପା ଫସଲରେ ରୋଗ ଓ ପୋକ ଚାଷୀମାନଙ୍କର ଏକ ପ୍ରମୁଖ ସମସ୍ୟା । ଏହାର ନିରାକରଣ ପାଇଁ ସମନ୍ୱିତ ରୋଗ ପୋକ ପରିଚାଳନା ସହ ରାଜ୍ୟ ସରକାରଙ୍କ ମୋବାଇଲ ଭିତ୍ତିକ ମାଗଣା ପରାମର୍ଶ ସେବା “ଆମକୃଷି”କୁ ଯୋଗାଯୋଗ କରନ୍ତୁ । ଆମ କୃଷି ସେବା ପାଇବା ପାଇଁ ନିଶୁକ୍ଳ ନମ୍ବର
Read More...

ଭୁବନେଶ୍ଵର ୟୁନିଟ୍-୩ ପ୍ରଦର୍ଶନୀ ପଡିଆରେ ଅନୁଷ୍ଠିତ ହେବ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଗାମୀ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଭୁବନେଶ୍ଵର ୟୁନିଟ୍-୩ ପ୍ରଦର୍ଶନୀ ପଡିଆରେ ଅନୁଷ୍ଠିତ ହେବ । ରାଜ୍ୟ ସଚନା ଓ ଲୋକ ସମ୍ପର୍କ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ ବିଭାଗୀୟ ପ୍ରସ୍ତୁତି ସମ୍ପର୍କରେ କ୍ଷେତ୍ରସ୍ତରୀୟ ତଦାରଖ କରିଛନ୍ତି
Read More...