Monthly Archives

August 2022

ମାଣ୍ତିଆଢିପାରେ ପଞ୍ଚାୟତ ସ୍ତରୀୟ କୃଷକ ସଙ୍ଗଠନର ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକ ମାଣ୍ଡିଆଢିପା ଧାନ ମଣ୍ଡିଠାରେ ମାଣ୍ଡିଆଢିପା ପଞ୍ଚାୟତ ସ୍ତରୀୟ ହାଡୁ ସାହୁଙ୍କର ସଭାପତିତ୍ୱରେ ଏକ କୃଷକ ସଂଗଠନର ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାଜବୋଡାସମ୍ବର କୃଷକ ସଂଗଠନ ପାଇକମାଳ ବ୍ଲକ ସଭାପତି ବିଶ୍ୱନାଥ ରଣା,
Read More...

ବାସନ୍ତୀ ପାଠାଗାରରେ ମାସିକ ସାହିତ୍ୟ ଆସର ଓ କବିତା ପାଠୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର ଓ କବିତା ପାଠୋତ୍ସବ ପାଠାଗାରର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ପାଠାଗାରର ସଭାପତି ପ୍ରଫେସର ଜେ.କେ ରାଓଙ୍କ ସଭାପତିତ୍ୱ ଓ ସାଧାରଣ ସମ୍ପାଦକ ବିକ୍ରମ ଚନ୍ଦ୍ର
Read More...

ଫସଲ ଅବଶେଷକୁ ଗୋଖାଦ୍ୟ ରୂପେ ବ୍ୟବହାର ପାଇଁ ତାଲିମ ଶିବିର

ପାଟଣାଗଡ଼, (ଗୋରେଖନାଥ ବରିହା) : ସ୍ଥାନୀୟ ବ୍ଲକ୍ ପ୍ରାଣୀ ସମ୍ପଦ ଚିକିତ୍ସା ଅଧିକାରୀ କାର୍ଯ୍ୟାଳୟ ପରିସରର କୃଷିଜାତ ଫସଲର ଅବଶେଷ ପୃଷ୍ଟିସାର ଗୋଖାଦ୍ୟ ପ୍ରସ୍ତୁତ ତାଲିମ ଶିବିର ଗତକାଲି ଅନୁଷ୍ଠିତ ହୋଇଯାଇଛି । ବ୍ଲକ୍ ପ୍ରାଣୀ ସମ୍ପଦ ଅଧିକାରୀ ଡ଼ା ସୁଜିତ କୁମାର ଶତପଥିଙ୍କ ଅଧ୍ୟକ୍ଷତାରେ
Read More...

ଦିଲ୍ଲୀ, ମୁମ୍ବାଇ, ଚେନ୍ନାଇ, କୋଲକାତାରେ ଦୀପାବଳୀ ଠାରୁ ୫ଜି ସେବା ଆରମ୍ଭ ହେବ, ୨୦୨୩ ସୁଦ୍ଧା ପ୍ରତ୍ୟେକ ଗ୍ରାମରେ…

ନୂଆଦିଲ୍ଲୀ : ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ (ଜିଓ) ର ୪୫ତମ ବାର୍ଷିକ ସାଧାରଣ ସଭା(ଏଜିଏମ୍)ରେ କମ୍ପାନୀର ଚେୟାରମ୍ୟାନ୍ ତଥା ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନୀ ଦୀପାବଳୀଠାରୁ ଦେଶରେ ରିଲାଏନ୍ସ ଜିଓର ୫ଜି ସେବା ଆରମ୍ଭ କରିବାକୁ ଘୋଷଣା କରିଛନ୍ତି । ଏଠାରେ ସୂଚନାଯୋଗ୍ୟ ଯେ,
Read More...

ଅଗସ୍ତି ନୂଆଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ୧ ମୃତ, ୫ ଆହତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଥାନା ଅଗସ୍ତି ନୂଆଗାଁ ଛକ ୧୬ ନମ୍ବର ଜାତୀୟ ରାଜପଥରେ ସୋମବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି କାର ଦୁର୍ଘଟଣାରେ ଜଣଙ୍କର ଘଟଣା ସ୍ଥଳରେ ଅତି ଶୋଚନୀୟ ଭାବେ ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଆହତ ହୋଇଛନ୍ତି । ମୃତକ ଜଣକ ହେଲେ
Read More...

ଅବସରପ୍ରାପ୍ତ ସୈନିକ ସଂଘ ପକ୍ଷରୁ ଅହିଂସା ରଥକୁ ଭବ୍ୟ ସ୍ୱାଗତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ବଇଁରାସର ଠାରେ ଅବସରପ୍ରାପ୍ତ ସୈନିକ ସଂଘ ପକ୍ଷରୁ ଅହିଂସା ରଥକୁ ଭବ୍ୟ ସ୍ୱାଗତ କରାଯାଇଛି । ଏହି ସମୟରେ ବହୁ ସଂଖ୍ୟାରେ ଅବସରପ୍ରାପ୍ତ ସୈନିକ ମାନେ ଉପସ୍ଥିତ ଥିଲେ ।
Read More...

ରାସ୍ତା ଉପରେ ନୂଆଁ ଖାଇବେ ଆନ୍ଦୋଳନକାରୀ : ଝାରବନ୍ଧ ବ୍ଲକ ସମ୍ମୁଖରେ ଚାଲିଥିବା ଆନ୍ଦୋଳନ ସପ୍ତମ ଦିନରେ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବିଭିନ୍ନ ପ୍ରକାର ଗୁରୁତର ଅଭିଯୋଗକୁ ନେଇ ବରଗଡ ଜିଲ୍ଲା ଝାରବନ୍ଧ ବ୍ଲକ ସମ୍ମୁଖରେ ଖଟିଖିଆ ସଂଘ ଆହ୍ୱାନରେ ଚାଲିଥିବା ଆନ୍ଦୋଳନ ଆଜି ସପ୍ତମ ଦିନରେ ପହଞ୍ଚିଥିବା ବେଳେ ଦାବୀ ଉପରେ ଜିଲ୍ଲା ପ୍ରଶାସନ କୌଣସି ପ୍ରକାର ପଦକ୍ଷେପ ନେଉ ନଥିବାରୁ ଆସନ୍ତା ୧
Read More...

ନୂଆଁଖାଇ ପାଇଁ ଛୁଟି ଦାବୀ କଲା ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ୍‌ ୟୁନିଅନ୍‌ସ୍‌

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆସନ୍ତା ସେପ୍ଟେମ୍ବର ୧ ତାରିଖ ଦିନ ମହାନ୍‌ ଗଣପର୍ବ ନୂଆଁଖାଇ ପଶ୍ଚିମ ଓଡ଼ିଶାର ଘରେ ଘରେ ପାଳିତ ହେବ । କିନ୍ତୁ ଦୁଃଖର ବିଷୟ ଯେ, କୋଟି କୋଟି ଲୋକ ପାଳନ କରୁଥିବା ଏହି ଗଣପର୍ବ ନୂଆଁଖାଇ ଅବସରରେ ସରକାର ବ୍ୟାଙ୍କ କର୍ମଚାରୀଙ୍କ ପାଇଁ ଛୁଟି ଘୋଷଣା
Read More...

ଧାନ ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ, ଡ୍ରାଇଭର୍ ଓ ହେଲପର୍‌ ଆହତ

ଜି. ଉଦୟଗିରି : ଧାନ ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ । ଡ୍ରାଇଭର୍ ଓ ହେଲପର ଆହତ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ରବିବାର ସକାଳେ WB-57D 1472 ନମ୍ବର ବିଶିଷ୍ଟ ପଶ୍ଚିମବଙ୍ଗର ଏକ ଧାନ ବୋଝେଇ ଟ୍ରକ୍ କଳିଙ୍ଗା ଘାଟୀରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ଡ୍ରାଇଭର୍ ଓ
Read More...

ମଦ ଦୋକାନରେ ନିଆଁ ଲଗାଇ ଦେଲେ ଦୁର୍ବୃତ୍ତ, ୬ ଅଟକ

ସୋର : ବାଲେଶ୍ଵର ଜିଲ୍ଲା ଖନ୍ତାପଡ଼ା ଥାନା ମୌଉଛଣ ଗ୍ରାମରେ ସରକାରୀ ମଦ ଦୋକାନକୁ ଜାଳି ଦେବା ସଙ୍ଗେ ମଦ ଦୋକାନ ମାଲିକଙ୍କ ଏକ ୪ ଚକିଆ ଯାନକୁ ମଧ୍ୟ ଦୁର୍ବୃତ୍ତମାନେ ନିଆଁ ଲଗାଇଦେଇଛନ୍ତି । ଏହି ଘଟଣାରେ ଖନ୍ତାପଡ଼ା ପୋଲିସ ୬ ଜଣଙ୍କୁ ଅଟକ ରଖି ପଚରାଉଚୁରା କରୁଛି । ସୂଚନାନୁଯାୟୀ, ମୌଉଛଣ
Read More...