Monthly Archives

August 2022

ମାଣ୍ତିଆଢିପାରେ ପଞ୍ଚାୟତ ସ୍ତରୀୟ କୃଷକ ସଙ୍ଗଠନର ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକ ମାଣ୍ଡିଆଢିପା ଧାନ ମଣ୍ଡିଠାରେ ମାଣ୍ଡିଆଢିପା ପଞ୍ଚାୟତ ସ୍ତରୀୟ ହାଡୁ ସାହୁଙ୍କର ସଭାପତିତ୍ୱରେ ଏକ କୃଷକ ସଂଗଠନର ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାଜବୋଡାସମ୍ବର କୃଷକ ସଂଗଠନ ପାଇକମାଳ ବ୍ଲକ ସଭାପତି ବିଶ୍ୱନାଥ ରଣା,…
Read More...

ବାସନ୍ତୀ ପାଠାଗାରରେ ମାସିକ ସାହିତ୍ୟ ଆସର ଓ କବିତା ପାଠୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର ଓ କବିତା ପାଠୋତ୍ସବ ପାଠାଗାରର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ପାଠାଗାରର ସଭାପତି ପ୍ରଫେସର ଜେ.କେ ରାଓଙ୍କ ସଭାପତିତ୍ୱ ଓ ସାଧାରଣ ସମ୍ପାଦକ ବିକ୍ରମ ଚନ୍ଦ୍ର…
Read More...

ଫସଲ ଅବଶେଷକୁ ଗୋଖାଦ୍ୟ ରୂପେ ବ୍ୟବହାର ପାଇଁ ତାଲିମ ଶିବିର

ପାଟଣାଗଡ଼, (ଗୋରେଖନାଥ ବରିହା) : ସ୍ଥାନୀୟ ବ୍ଲକ୍ ପ୍ରାଣୀ ସମ୍ପଦ ଚିକିତ୍ସା ଅଧିକାରୀ କାର୍ଯ୍ୟାଳୟ ପରିସରର କୃଷିଜାତ ଫସଲର ଅବଶେଷ ପୃଷ୍ଟିସାର ଗୋଖାଦ୍ୟ ପ୍ରସ୍ତୁତ ତାଲିମ ଶିବିର ଗତକାଲି ଅନୁଷ୍ଠିତ ହୋଇଯାଇଛି । ବ୍ଲକ୍ ପ୍ରାଣୀ ସମ୍ପଦ ଅଧିକାରୀ ଡ଼ା ସୁଜିତ କୁମାର ଶତପଥିଙ୍କ ଅଧ୍ୟକ୍ଷତାରେ…
Read More...

ଦିଲ୍ଲୀ, ମୁମ୍ବାଇ, ଚେନ୍ନାଇ, କୋଲକାତାରେ ଦୀପାବଳୀ ଠାରୁ ୫ଜି ସେବା ଆରମ୍ଭ ହେବ, ୨୦୨୩ ସୁଦ୍ଧା ପ୍ରତ୍ୟେକ ଗ୍ରାମରେ…

ନୂଆଦିଲ୍ଲୀ : ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ (ଜିଓ) ର ୪୫ତମ ବାର୍ଷିକ ସାଧାରଣ ସଭା(ଏଜିଏମ୍)ରେ କମ୍ପାନୀର ଚେୟାରମ୍ୟାନ୍ ତଥା ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନୀ ଦୀପାବଳୀଠାରୁ ଦେଶରେ ରିଲାଏନ୍ସ ଜିଓର ୫ଜି ସେବା ଆରମ୍ଭ କରିବାକୁ ଘୋଷଣା କରିଛନ୍ତି । ଏଠାରେ ସୂଚନାଯୋଗ୍ୟ ଯେ,…
Read More...

ଅଗସ୍ତି ନୂଆଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ୧ ମୃତ, ୫ ଆହତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଥାନା ଅଗସ୍ତି ନୂଆଗାଁ ଛକ ୧୬ ନମ୍ବର ଜାତୀୟ ରାଜପଥରେ ସୋମବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି କାର ଦୁର୍ଘଟଣାରେ ଜଣଙ୍କର ଘଟଣା ସ୍ଥଳରେ ଅତି ଶୋଚନୀୟ ଭାବେ ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଆହତ ହୋଇଛନ୍ତି । ମୃତକ ଜଣକ ହେଲେ…
Read More...

ଅବସରପ୍ରାପ୍ତ ସୈନିକ ସଂଘ ପକ୍ଷରୁ ଅହିଂସା ରଥକୁ ଭବ୍ୟ ସ୍ୱାଗତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ବଇଁରାସର ଠାରେ ଅବସରପ୍ରାପ୍ତ ସୈନିକ ସଂଘ ପକ୍ଷରୁ ଅହିଂସା ରଥକୁ ଭବ୍ୟ ସ୍ୱାଗତ କରାଯାଇଛି । ଏହି ସମୟରେ ବହୁ ସଂଖ୍ୟାରେ ଅବସରପ୍ରାପ୍ତ ସୈନିକ ମାନେ ଉପସ୍ଥିତ ଥିଲେ ।
Read More...

ରାସ୍ତା ଉପରେ ନୂଆଁ ଖାଇବେ ଆନ୍ଦୋଳନକାରୀ : ଝାରବନ୍ଧ ବ୍ଲକ ସମ୍ମୁଖରେ ଚାଲିଥିବା ଆନ୍ଦୋଳନ ସପ୍ତମ ଦିନରେ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବିଭିନ୍ନ ପ୍ରକାର ଗୁରୁତର ଅଭିଯୋଗକୁ ନେଇ ବରଗଡ ଜିଲ୍ଲା ଝାରବନ୍ଧ ବ୍ଲକ ସମ୍ମୁଖରେ ଖଟିଖିଆ ସଂଘ ଆହ୍ୱାନରେ ଚାଲିଥିବା ଆନ୍ଦୋଳନ ଆଜି ସପ୍ତମ ଦିନରେ ପହଞ୍ଚିଥିବା ବେଳେ ଦାବୀ ଉପରେ ଜିଲ୍ଲା ପ୍ରଶାସନ କୌଣସି ପ୍ରକାର ପଦକ୍ଷେପ ନେଉ ନଥିବାରୁ ଆସନ୍ତା ୧…
Read More...

ନୂଆଁଖାଇ ପାଇଁ ଛୁଟି ଦାବୀ କଲା ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ୍‌ ୟୁନିଅନ୍‌ସ୍‌

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆସନ୍ତା ସେପ୍ଟେମ୍ବର ୧ ତାରିଖ ଦିନ ମହାନ୍‌ ଗଣପର୍ବ ନୂଆଁଖାଇ ପଶ୍ଚିମ ଓଡ଼ିଶାର ଘରେ ଘରେ ପାଳିତ ହେବ । କିନ୍ତୁ ଦୁଃଖର ବିଷୟ ଯେ, କୋଟି କୋଟି ଲୋକ ପାଳନ କରୁଥିବା ଏହି ଗଣପର୍ବ ନୂଆଁଖାଇ ଅବସରରେ ସରକାର ବ୍ୟାଙ୍କ କର୍ମଚାରୀଙ୍କ ପାଇଁ ଛୁଟି ଘୋଷଣା…
Read More...

ଧାନ ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ, ଡ୍ରାଇଭର୍ ଓ ହେଲପର୍‌ ଆହତ

ଜି. ଉଦୟଗିରି : ଧାନ ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ । ଡ୍ରାଇଭର୍ ଓ ହେଲପର ଆହତ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ରବିବାର ସକାଳେ WB-57D 1472 ନମ୍ବର ବିଶିଷ୍ଟ ପଶ୍ଚିମବଙ୍ଗର ଏକ ଧାନ ବୋଝେଇ ଟ୍ରକ୍ କଳିଙ୍ଗା ଘାଟୀରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ଡ୍ରାଇଭର୍ ଓ…
Read More...

ମଦ ଦୋକାନରେ ନିଆଁ ଲଗାଇ ଦେଲେ ଦୁର୍ବୃତ୍ତ, ୬ ଅଟକ

ସୋର : ବାଲେଶ୍ଵର ଜିଲ୍ଲା ଖନ୍ତାପଡ଼ା ଥାନା ମୌଉଛଣ ଗ୍ରାମରେ ସରକାରୀ ମଦ ଦୋକାନକୁ ଜାଳି ଦେବା ସଙ୍ଗେ ମଦ ଦୋକାନ ମାଲିକଙ୍କ ଏକ ୪ ଚକିଆ ଯାନକୁ ମଧ୍ୟ ଦୁର୍ବୃତ୍ତମାନେ ନିଆଁ ଲଗାଇଦେଇଛନ୍ତି । ଏହି ଘଟଣାରେ ଖନ୍ତାପଡ଼ା ପୋଲିସ ୬ ଜଣଙ୍କୁ ଅଟକ ରଖି ପଚରାଉଚୁରା କରୁଛି । ସୂଚନାନୁଯାୟୀ, ମୌଉଛଣ…
Read More...