Monthly Archives

August 2022

ହାଟପଦାପଡା ଶ୍ମଶାନରେ ବିଶୁଦ୍ଧ ଥଣ୍ଡା ପାନୀୟ ଜଳର ବ୍ୟବସ୍ଥା ହେବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ହାଟପଦାପଡ଼ା ମୁଖ୍ୟ ଶ୍ମଶାନରେ ବିଶୁଦ୍ଧ ଥଣ୍ଡା ପାନୀୟ ଜଳ ଉପଲବ୍ଧ କରିବା ପାଇଁ ଆବଶ୍ୟକୀୟ ଯନ୍ତ୍ରାଂଶ ସାରଞ୍ଜାମ ରାଜ୍ୟ ପର୍ଯ୍ୟଟନ ନିଗମର ଉଦ୍ୟମ କ୍ରମେ ଋଚି କମ୍ପାନୀ ପ୍ରଦାନ କରିଥିବା ଜଣାଯାଇଛି । ଗତ ମଇ ୯ରେ ବଲାଙ୍ଗିର ଯାଦବ ସମାଜ ପକ୍ଷରୁ ପ୍ରଶାନ୍ତ
Read More...

ବ୍ଲକସ୍ତରୀୟ ଡେଙ୍ଗୁ ସଚେତନତା ମାସ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ମଣ୍ଡଳସ୍ତରୀୟ ଡେଙ୍ଗୁ ସଚେତନତା ମାସ ପାଳନ ଅବସରରେ ଏକ ସଭା ଡେଲାଙ୍ଗ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ପକ୍ଷରୁ ସ୍ୱାସ୍ଥ୍ୟକେନ୍ଦ୍ର ସଭା ଗୃହରେ ସୋମବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି । ବ୍ଲକ ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କ ସଭାପତିତ୍ଵରେ
Read More...

ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୬ତମ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୬ତମ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ସ୍ଥାନୀୟ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଉପଜିଲ୍ଲାପାଳ ଦୁଃଖବନ୍ଧୁ ନାୟକଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ
Read More...

ଏକ୍ସନ ମୋଡରେ ଅବକାରୀ ବିଭାଗ : ବାଇକ୍ ସହ ମଦ ଜବତ, ଜଣେ ଗିରଫ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ବେଲପଡା, ଖପ୍ରାଖୋଲ, ପାଟଣାଗଡ଼ ଆଦି ବ୍ଲକରେ ପ୍ରଚୁର ପରିମାଣରେ ବେଆଇନ ନିଶା କାରବାର ବୃଦ୍ଧି ପାଉଥିବା ବେଳେ ଏକ୍ସନ ମୋଡରେ ଆସିଛନ୍ତି ପାଟଣାଗଡ଼ ନୂତନ ଭାବେ ଯୋଗଦେଇ ଥିବା ଅବକାରୀ ବିଭାଗ ଅଧିକାରୀ ସତ୍ୟ ନାରାୟଣ ଦାସ । ସୂଚନା
Read More...

ବିଦ୍ୟାଳୟରେ ଛାତ୍ରଙ୍କ ଆତ୍ମହତ୍ୟା ଉଦ୍ୟମ : କାରଣ ଅସ୍ପଷ୍ଟ, ମୁହଁ ଖୋଲୁନାହାନ୍ତି ପ୍ରଧାନ ଶିକ୍ଷକ, ତଦନ୍ତ ଦାବୀ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ୍ ଅନ୍ତର୍ଗତ ରୁତୁଙ୍ଗିଆ ଗ୍ରାମ ପଞ୍ଚାୟତର କଟ୍ରିକିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଜଣେ ପଞ୍ଚମ ଶ୍ରେଣୀ ଆଦିବାସୀ ଛାତ୍ରଙ୍କ ଆତ୍ମହତ୍ୟା ଉଦ୍ୟମ ଏବେ ସାରା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି । ଘଟଣା ପରେ
Read More...

ବିଶ୍ୱ ସ୍ତନ୍ୟପାନ ସପ୍ତାହ-୨୦୨୨ ପାଳିତ

ଆଗଲପୁର, (କେପିଏନ୍‌ଏସ୍‌) : ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ପଲ୍ଲୀ ଆଲୋକ ପାଠାଗାର ନଅଗାଁ (ଖ) ତଥା ଏଏସ୍‌ଡବ୍ଲୁ ତରଫରୁ ଆଗଲପୁର ବ୍ଲକ ଭରସୁଜା ପଂଚାୟତର ଗଣ୍ଡପାଲି ଗ୍ରାମରେ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ ହୋଇଯାଇଛି । ନବଜାତ ଶିଶୁ କଷକ୍ଷୀର ନ ପିଇବାର କୁପ୍ରଭାବ ଉଭୟ ମା' ଓ ଶିଶୁ
Read More...

ହରଗୌରୀ ସୌନ୍ଦର୍ଯ୍ୟକରଣ ସ୍ୱେଚ୍ଛାସେବୀ ସଂଗଠନ ଦ୍ୱାରା ସମ୍ବଲପୁରୀ ଦିନ ପାଳିତ

ଶିବତଲା, (କେପିଏନ୍‌ଏସ୍‌) : ଶିବତଲା ହରଗୌରୀ ସୌନ୍ଦର୍ଯ୍ୟକରଣ ସ୍ୱେଚ୍ଛାସେବୀ ସଂଗଠନ ପକ୍ଷରୁ ସମ୍ବଲପୁରୀ ଦିନ ପାଳିତ ହୋଇଯାଇଛି । ଏହି ଅବସରରେ ସମ୍ବଲପୁରୀ ସଂସ୍କୃତି, ଭାଷା, ଖାଦ୍ୟ, ପୋଷାକକୁ ଜୀବିତ ରଖିବା ପାଇଁ ଏହା ଏକ ପ୍ରୟାସ ବୋଲି ମତ ପ୍ରକାଶ ପାଇଥିଲା । ଛୋଟ ଛୋଟ ଶିଶୁ, ସ୍ଥାନୀୟ
Read More...

ପାଟିମାଲ ଗାଁରେ ଅଭାବନୀୟ ଘଟଣା : ବିଷ ପିଇ ଗୋଟିଏ ପରିବାରର ୨ ମୃତ, ୧ ଗୁରୁତର

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ଥାନା ଧଣ୍ଡାମୁଣ୍ଡା ପଞ୍ଚାୟତ ପାଟିମାଲ ଗାଁରେ ମଙ୍ଗଳବାର ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ବିଷ ପାନ କରି ଗୋଟିଏ ପରିବାରର ମାଆ ଓ ଝିଅଙ୍କ ମୃତ୍ୟୁ ହୋଇଥିବା ବେଳେ ଗୋଟିଏ ଶିଶୁ ଗୁରୁତର ହୋଇ ଡ଼ାକ୍ତରଖାନାରେ
Read More...

ଜେନିଥ ଲାୟନ୍ସ ଗୁରୁକୂଳରେ ସମ୍ବଲପୁରୀ ଦିନ୍‌ ପାଳିତ

ଲୋକାଭିମୂଖୀ ହେଉଛି ସମ୍ବଲପୁରୀ ସାହିତ୍ୟ ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ବ୍ଲକ ଝାଁକରପାଲିଠାରେ ଥିବା ଜେଲିଥ ଲାୟନ୍ସ ଗୁରୁକୂଳ ବିଦ୍ୟାଳୟଠାରେ ସମ୍ବଲପୁରୀ ଦିନ ସମାରୋହରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷ ମନୋଜ କୁମାର ପଣ୍ଡାଙ୍କ ପୌରାହିତ୍ୟରେ
Read More...

ପଦ୍ମପୁର ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଚାରା ବଣ୍ଟନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅଧ୍ୟକ୍ଷା ପଦ୍ମିନୀ ଦାଶଙ୍କ ସଭାପତିତ୍ୱରେ ଯୁବ ରେଡକ୍ରସ ତରଫରୁ ଚାରା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପ୍ରକୃତି ବନ୍ଧୁ ମୀନକେତନ ସାହୁ ଯୋଗ ଦେଇ ପରିବେଶ ପ୍ରଦୂଷଣ ପାଇଁ
Read More...