Monthly Archives

August 2022

ଖରିଫ ଧାନ ସଂଗ୍ରହ ପାଇଁ ଚାଷୀ ପଞ୍ଜିକରଣ ଉପରେ ସଚେତନତା ବୈଠକ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ହରିଶଙ୍କରଠାରେ ଯୋଗାଣ ବିଭାଗ ତରଫରୁ ଖରିଫ ଧାନ ସଂଗ୍ରହ ଓ ଚାଷୀ ପଞ୍ଜିକରଣ ସମ୍ପର୍କିତ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି । ପାଟଣାଗଡ ଉପଖଣ୍ଡ ଯୋଗାଣ ଅଧିକାରୀ ମାୟାଧର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ
Read More...

ବଲାଙ୍ଗିରରେ ନୂତନ ସର୍କିଟ୍ ହାଉସର କାମ ୧୨ ମାସ ମଧ୍ୟରେ ଶେଷ ହେବ ବୋଲି ଜିଲ୍ଲାପାଳଙ୍କ ସୂଚନା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରରେ ହେବ ନୂତନ ସର୍କିଟ୍ ହାଉସ ଏବଂ ଏହାର କାମ ୧୨ ମାସ ମଧ୍ୟରେ ଶେଷ ହେବ ବୋଲି ଜିଲ୍ଲାପାଳ ଚଂଚଳ ରାଣା ଏନେଇ ସୂଚନା ଦେଇଛନ୍ତି । ତେବେ ଏହି ସାର୍କିଟ ହାଉସ ପାଇଁ ଲେଆଉଟ୍‌ ଦିଆଯାଇଥିବା ବେଳେ ଏଥିପାଇଁ ଜିଲ୍ଲାରେ ଖୁସିର ଲହରୀ ଖେଳି ଯାଇଥିବା
Read More...

ବୃକ୍ଷ ରୋପଣ ଓ ଦାୟିତ୍ୱ ଗ୍ରହଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପବିତ୍ର ସମ୍ବଲପୁରୀ ଦିବସ ଉପଲକ୍ଷେ ପଲସଦା ଗ୍ରାମରେ କୁନାଲ ସିଂ ବରିହାଙ୍କ ପରିଚାଳନାରେ ଏକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସରପଞ୍ଚ ପଙ୍କଜ କୁମାର ସାହୁ, ସମିତି ସଭ୍ୟ ମହେନ୍ଦ୍ର କୁମାର ବରିହା, ପଲସଦା
Read More...

ନୂତନ ବସ୍ ଟର୍ମିନାଲକୁ ପରିଦର୍ଶନ କଲେ ଜିଲ୍ଲାପାଳ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗତ ଜୁଲାଇ ୧ ତାରିଖରେ ବଲାଙ୍ଗିର ନୂତନ ବସ୍ ଟର୍ମିନାଲକୁ ଜିଲ୍ଲା ଘରୋଇ ବସ୍‌ ମାଲିକ ସଂଘର ସମସ୍ତ ବସ୍ ସ୍ଥାନାନ୍ତର ହେବା ଠିକ୍ ମାସକ ପରେ ଜିଲ୍ଲାପାଳ ଚଞ୍ଚଳ ରାଣା ବସ୍‌ଷ୍ଟାଣ୍ଡ ପରିଦର୍ଶନ କରିଛନ୍ତି । ବଲାଙ୍ଗିରର ସମସ୍ତ ଘରୋଇ ଓ ସରକାରୀ ବସ୍
Read More...

ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରି ୭୩ ଲିଟର ଦେଶୀ ରନ୍ଧା ମଦ ଜବତ : ୩ ଗିରଫ ସହ କୋର୍ଟ ଚାଲାଣ

ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ଡଙ୍ଗିଆବାହାଲ ଓ ଇଲାପାଲି ଗାଁରୁ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରି ବେଆଇନ ଭାବେ ଦେଶୀ ମଦ ରନ୍ଧା ଯାଉଥିବା ଖବର ପାଇବା ପରେ ପାଟଣାଗଡ଼ ଅବକାରୀ ବିଭାଗର ଅଧିକାରୀ ସତ୍ୟନାରାୟଣ ଦାସଙ୍କ ନେତୃତ୍ୱରେ ସ୍ଥାନୀୟ
Read More...

ପଶ୍ଚିମ ଓଡ଼ିଶା ଯୁବା ମଞ୍ଚ ପକ୍ଷରୁ ସମ୍ବଲପୁରୀ ଦିନ ପାଳିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଅଗଷ୍ଟ ମାସ ୧ ତାରିଖରେ କବି ଗୁରୁ ସତ୍ୟନାରାୟଣ ବହିଦାରଙ୍କ ଜୟନ୍ତୀକୁ ପଶ୍ଚିମ ଓଡ଼ିଶାରେ ପ୍ରତିବର୍ଷ ସମ୍ବଲପୁରୀ ଦିନ ଭାବେ ପାଳନ କରାଯାଏ । ସେ ଥିଲେ ଏକାଧାରରେ ଜଣେ କବି, ସମାଜସେବୀ ଏବଂ ଶିକ୍ଷାବିତ । ସମ୍ବଲପୁରୀ ଭାଷା ସଂସ୍କୃତି ପ୍ରତି ତାଙ୍କ
Read More...

ବଲାଙ୍ଗିର ଜିଲ୍ଲାରେ ଭୋଟର ତାଲିକାରେ ସଂଶୋଧିତ ରୂପାନ୍ତରିତ ପଞ୍ଜିକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଭୋଟର ତାଲିକା ସଂଶୋଧିତ ରୂପାନ୍ତରିତ ପଞ୍ଜିକରଣ କାର୍ଯ୍ୟକ୍ରମ ଆଜିଠାରୁ ଆରମ୍ଭ କରାଯାଇଛି । ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ରାଜନୈତିକ ଦଳର ପ୍ରତିନିଧି ଓ ଗଣମାଧ୍ୟମର ପ୍ରତିନିଧିଙ୍କ ଉପସ୍ଥିତିରେ
Read More...

ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ : କୋଭିଡ କଟକଣା ଅନୁଯାୟୀ ପାଳନ ହେବ ସ୍ୱାଧୀନତା…

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସଦର ମହକୁମାଠାରେ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଆଜି ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ସରକାରଙ୍କ
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୬୬ ଅଭିଯୋଗ ଦରଖାସ୍ତ ଗ୍ରହଣତୁରନ୍ତ ସମାଧାନ ହେଲା ୪୫ ଅଭିଯୋଗ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡୁଙ୍ଗୁରିପାଲି ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ
Read More...

ଅତାବିରାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଅତାବିରା ବ୍ଲକ ସମ୍ମିଳନୀ କକ୍ଷରେ ବ୍ଲକସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ମନୀଷା ବାନାର୍ଜୀ ଓ ଜିଲ୍ଲା ଏସ୍‌ପି ପର୍ମାର ସ୍ମିତ ପୁରୁଷୋତ୍ତମ ଦାଶଙ୍କ ଉପସ୍ଥିତିରେ ବ୍ଲକ
Read More...