ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଆଜି ଖସାପଡ଼ା ନୀତି : ଅପରାହ୍ନରେ ୪ ଘଣ୍ଟା ଦର୍ଶନ ବନ୍ଦ
ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି । ଏଥିଲାଗି ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଖସାପଡ଼ା ନୀତି ଠାକୁରଙ୍କ ଏକ ଗୁପ୍ତ ସେବା । ଏହି ସେବା ସମୟରେ ଠାକୁରଙ୍କ ସାଧାରଣ ଦର୍ଶନ ବନ୍ଦ ଥାଏ । ଖସାପଡ଼ା!-->…
Read More...
Read More...