Monthly Archives

August 2022

ଗ୍ରାମ୍ୟ ଜଳ ଯୋଗାଣ ପକ୍ଷରୁ ଜଳ ପରୀକ୍ଷା ତାଲିମ ଶିବିର

ପାଟଣା : ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ସଂସ୍ଥା ପକ୍ଷରୁ ପାଟଣା ବ୍ଲକ ସଭାଗୃହରେ ପଞ୍ଚାୟତ ସ୍ତରରେ କାର୍ଯ୍ୟରତ ୨୦ ଜଣ ଏମ୍‌ବିକେମାନଙ୍କୁ ପାନୀୟ ଜଳର ଗୁଣବତ୍ତା ପରୀକ୍ଷା ପାଇଁ ତାଲିମ ପ୍ରଦାନ କରାଯାଇଛି । ବିଭାଗର କନିଷ୍ଠ ଯନ୍ତ୍ରୀ ଇଂ ସସ୍ମିତା ନାୟକଙ୍କ ସହ ବିଭାଗୀୟ ରସାୟନବିତ ପ୍ରକାଶ
Read More...

୫ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ବ୍ରାଉନ ସୁଗାର ଜବତ, ମହିଳା ଗିରଫ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଅବକାରୀ ଅଧିକ୍ଷକ ଜଗଦୀଶ ଚନ୍ଦ୍ର ସାମଲଙ୍କ ନିର୍ଦେଶ କ୍ରମେ ପିପିଲି ଅବକାରୀ ଥାନା ଉପନିରୀକ୍ଷକ ରଙ୍କନିଧି ମଲ୍ଲିକଙ୍କ ନେତୃତ୍ୱରେ ଏକ ଟିମ୍‌ ପିପିଲି ଓ ଜଟଣୀ ରାସ୍ତାରେ ଥିବା ପିପିଲି ଥାନା ଅଧୀନ ବନସରା ଛକରେ ଚଢ଼ାଉ କରି ସୁଲୋଚନା ପଲେଇ
Read More...

କରୁଆମୁଣ୍ଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବିଭିନ୍ନ ଗାଁକୁ ଯୋଗ କରୁଥିବା ରାସ୍ତା ଅବସ୍ଥା ଶୋଚନୀୟ

ତୁରେକେଲା, (କୈଳାଶ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ କରୁଆମୁଣ୍ଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବିଭିନ୍ନ ଗାଁକୁ ଯୋଗ କରୁଥିବା ରାସ୍ତା ଶୋଚନୀୟ ଅବସ୍ଥାରେ ପଡିରହିଛି । ଏହି ରାସ୍ତା କଣ୍ଟାବାଞ୍ଜି କର୍ଲାବାହାଲି ଛକଠାରୁ ମାକରଚୁଆ, ବିର୍ଣ୍ଣା, ଖଗସା, କୁଲିଆଦର୍ହ,
Read More...

ମର୍ଯ୍ୟାକୁଦ ମହାନଦୀ ସେତୁ ତଳ ପାଣିରେ ଭାଷୁଛି ଅଜଣା ଶବ

ବୌଦ୍ଧ : ବୌଦ୍ଧ ସହରର ନିକଟରେ ନୂତନ ଭାବେ ନିର୍ମାଣ ହୋଇଥିବା ମର୍ଯ୍ୟାକୁଦ ସେତୁ ତଳେ ଏକ ଅଜଣା ଶବ ମଙ୍ଗଳବାର ଦିନ ଭାସୁ ଥିବାର ଦେଖିବାକୁ ମିଳିଛି । ମିଳିଥିବା ତଥ୍ୟ ଅନୁଯାୟୀ ସକାଳୁ କିଛି ବ୍ୟକ୍ତି ପ୍ରାତଃ ଭ୍ରମଣରେ ମର୍ଯ୍ୟାକୁଦ ସେୁତକୁ ଯାଇଥିବା ବେଳେ ଏକ ଶବ ସେତୁ ତଳ ପାଣିରେ
Read More...

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଡିଏସ୍‌ପି

ଢେଙ୍କାନାଳ : ଢେଙ୍କାନାଳ ସଦର ଥାନା ଇନସ୍ପେକ୍ଟରରୁ ଡିଏସ୍‌ପିକୁ ପଦୋନ୍ନତି ହୋଇଥିବା ଅଭିନବ ଡାଳୁଆ ମଙ୍ଗଳବାର ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଥିବା ଜଣାପଡିଛି । ସୂଚନା ଅନୁସାରେ ଡିଏସ୍‌ପି ପ୍ରଦ୍ୟୁମ୍ନ କୁମାର ଦ୍ୱିବେଦୀଙ୍କ ନେତୃତ୍ୱରେ ୧୧ ଜଣିଆ ଦଳ
Read More...

ଆଜି ପବିତ୍ର ଗଣେଶ ପୂଜା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପବିତ୍ର ଗଣେଶ ପୂଜା । ପ୍ରତି ବର୍ଷ ଭାଦ୍ରବ ମାସ ଶୁକ୍ଳ ପକ୍ଷ ଚତୁର୍ଥୀ ତିଥିରେ ମହାଆଡମ୍ବରରେ ଗଣେଶ ପୂଜା ଗାଁ ଠାରୁ ସହର ପର୍ଯ୍ୟନ୍ତ ସମସ୍ତେ ପାଳନ କରିଥାନ୍ତି । ‘ଓଁ ଗଣେଶ ବିଘ୍ନେଶ ଗିରିଜାନନ୍ଦନ ପ୍ରଭୋ, ମମ ବିଘ୍ନ ବିନାଶାୟ ଗଣାଧିପତୟେ ନମଃ’ ଏହି
Read More...

ବଲାଙ୍ଗିର ଜିଲ୍ଲାର ବିଭିନ୍ନ ସ୍ଥାନରେ ପରିକ୍ରମା କଲା ଅହିଂସା ରଥ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଗତକାଲି ଦେଓଗାଁ, ସଇଁତଲା, ଆଗଲପୁର ବ୍ଲକ ଏବଂ ଟିଟିଲାଗଡ ବ୍ଲକ ଓ ପୌରାଞ୍ଚଳରେ ଅହିଂସା ରଥ ପରିକ୍ରମା କରିଛି । ଏହି ଅବସରରେ ଜିଲ୍ଲାର ଏହି ସବୁ ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ଆୟୋଜିତ ହୋଇଯାଇଛି ବିଶାଳ ଶୋଭାଯାତ୍ରା ସହିତ
Read More...

ଟିଟିଲାଗଡରେ ଅହିଂସା ରଥକୁ ସ୍ୱାଗତ ସମ୍ବର୍ଦ୍ଧନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ଜଳସମ୍ପଦ ତଥା ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନୀ ସାହୁ ଟିଟିଲାଗଡରେ ଅନୁଷ୍ଠିତ ଅହିଂସା ରଥକୁ ସ୍ୱାଗତ କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ । ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀଙ୍କ ବିକାଶମୂଳକ ଚିନ୍ତାଧାରାକୁ ରାଜ୍ୟର କୋଣ ଅନୁକୋଣରେ
Read More...

ଓଡିଶା ଆଦର୍ଶ ବିଦ୍ୟାଳୟରେ ଅହିଂସା ରଥକୁ ସ୍ୱାଗତ ସମ୍ବର୍ଦ୍ଧନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପାଟଣାଗଡ ବ୍ଲକର ଭଇଁଷା ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଅନୁଷ୍ଠିତ ଅହିଂସା ରଥକୁ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ପାଟଣାଗଡ ବିଧାୟକ ସରୋଜ କୁମାର ମେହେର ଯୋଗ ଦେଇଥିଲେ । ସେହିପରି ସଇଁତଳା ବ୍ଲକରେ ମଧ୍ୟ ବିଶାଳ ସ୍ୱାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ
Read More...

ଜିଏସ୍‌ଟି କମିଶନର ଭାବେ ସଞ୍ଜୟ କୁମାର ସିଂଙ୍କ ଦାୟିତ୍ୱ ଗ୍ରହଣ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ ବାଣିଜ୍ୟ କର ତଥା ଜିଏସ୍‌ଟି କମିଶନର ଭାବେ ଗତକାଲି କଟକ ସ୍ଥିତ ମୁଖ୍ୟ କାର୍ଯ୍ୟାଳୟରେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି । ବିଭାଗୀୟ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ସହ ଏହାର ସୁଫଳ
Read More...
error: Content is protected !!