Monthly Archives

August 2022

ବିଦ୍ୟାଳୟରେ ପୋଷାକ ବଣ୍ଟନ

କଳାହାଣ୍ଡି, (ନରୋତ୍ତମ ସେଲମା) : ମ.ରାମପୁର ବ୍ଲକ ଗୋଚ୍ଛାଡେଙ୍ଗେନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରଦୀପ କୁମାର ଜେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଅଛି । ମ.ରାମପୁର ବ୍ଲକ ଉପାଧ୍ୟକ୍ଷ ଶମ୍ଭୁ ଭୂଷଣ ପଧାନ ମୁଖ୍ୟ ଅତିଥି,
Read More...

ଓଏଭିଏସରେ ବିଶ୍ୱ ସଂସ୍କୃତ ଦିବସ ପାଳିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରପାଲି ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟଠାରେ ବିଶ୍ଵ ସଂସ୍କୃତ ଦିବସ ପାଳିତ ହୋଇଯାଇଛି । ଏଥିରେ ବରଗଡ଼ ରାଣା ପ୍ରତାପ ଉଚ୍ଚ ବିଦ୍ୟାଳୟର ସଂସ୍କୃତ ଶିକ୍ଷକ ଗୋପବନ୍ଧୁ ପୁରୋହିତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ସେହିପରି ସଂସ୍କୃତ ଭାରତୀ ସଂସ୍ଥାର
Read More...

ବିଶ୍ୱ ହିନ୍ଦୁ ପରିଷଦର ପ୍ରତିଷ୍ଠା ଦିବସ ଓ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଶ୍ରଦ୍ଧାଞ୍ଜଳି ସଭା

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଫୁଲବାଣୀ ସଭାଗୃହଠାରେ ବିଶ୍ୱ ହିନ୍ଦୁ ପରିଷଦର ପ୍ରତିଷ୍ଠା ଦିବସ ତଥା ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ୧୪ତମ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ସକାଳେ ଏକ ବାଇକ ରାଲି ଅନୁଷ୍ଠିତ ହୋଇଯାିଛି । ଏହି
Read More...

ଲଉଡିଦର୍ହାରେ ଓଡ଼ିଶା ମୋ ପରିବାର ଓ ବିନ୍ଧ୍ୟଗିରି ବିଂଝାଲ ସମାଜ ପକ୍ଷରୁ ରକ୍ତଦାନ ଶିବିର : ୨୦ ୟୁନିଟ ରକ୍ତ ସଂଗ୍ରହ

ପଦ୍ମପୁର, (ନିରେଜ କୁମାର ପାଣୀ) : ଓଡ଼ିଶା ମୋ ପରିବାର ଓ ବିନ୍ଧ୍ୟଗିରିବାସୀ ବିଂଝାଲ ସମାଜର ମିଳିତ ଆନୁକୂଲ୍ୟରେ ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ଲଉଡିଦର୍ହା ପଞ୍ଚାୟତ କାର୍ଯ୍ୟାଳୟ ପରିସରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ ରକ୍ତଦାନ ଶିବିରରେ ମୋ ପରିବାର ବରଗଡ଼ ଜିଲ୍ଲା
Read More...

ଆଜାଦୀ କା ଅମୃତ ମହୋତ୍ସବ ଉପଲକ୍ଷେ ବିଦ୍ୟାଳୟରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତା ପାଇଁ ପୁରସ୍କାର ବିତରଣ ଉତ୍ସବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜାଦୀ କା ଅମୃତ ମହୋତ୍ସବ ଉପଲକ୍ଷେ ସ୍ଥାନୀୟ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ପଦବୀ ମଣ୍ଡନ କରିଥିବା ପ୍ରଧାନ
Read More...

ସ୍କଟଲାଣ୍ଡରେ ପିଏଚ୍‌ଡି କରିବାକୁ ରିଷିଡାର ପରେଶ ରଣା ମନୋନୀତ

କଳାହାଣ୍ଡି, (ନରୋତ୍ତମ ସେଲମା) : ଯୁକ୍ତରାଜ୍ୟ (ୟୁ.କେ) ସ୍ଥିତ ସ୍କଟଲାଣ୍ଡର ଇଡିନବର୍ଗ ବିଶ୍ୱବିଦ୍ୟାଳୟରେ ପିଏଚ୍‌ଡି କରିବାକୁ ପରେଶ କୁମାର ରଣା ମନୋନୀତ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକର ରିଷିଡା ନିବାସୀ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରହଲ୍ଲାଦ ରଣା ଓ
Read More...

ଘରୋଇ କଳିର କୁପରିଣତି : ସ୍ଵାମୀର ଟାଙ୍ଗିଆ ଫସାରେ ସ୍ତ୍ରୀ ମୃତ, ବେକରେ ରଶି ଲଗାଇ ସ୍ୱାମୀଙ୍କ ଆତ୍ମହତ୍ୟା

ପାଟଣାଗଡ଼, (ଗୋରେଖନାଥ ବରିହା) : ସ୍ୱାମୀଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀର ମୃତ ହୋଇଥିବା ବେଳେ ବେକରେ ରଶି ଲଗାଇ ସ୍ୱାମୀ ଆତ୍ମହତ୍ୟା କରିଥିବା ଭଳି ଅଭାବନୀୟ ଘଟଣା ପାଟଣାଗଡ ଉପଖଣ୍ଡ ବେଲପଡା ଥାନା ଡେବ୍ରିପାଲି ଗାଁରେ ଘଟିଥିବା ଜଣାପଡିଛି । ମିଳିଥିବା ସୂଚନା ଅନୁସାରେ ଆଜି ସକାଳେ ଗାଁର
Read More...

ରେଙ୍ଗାଲି ଡ୍ୟାମର ଖୋଲିଲା ଗୋଟିଏ ଗେଟ୍

ଅନୁଗୁଳ : ଅନୁଗୁଳ ରେଙ୍ଗାଲି ଡ୍ୟାମରୁ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ । ଡ୍ୟାମର ଗୋଟିଏ ଗେଟ ଖୋଲା ଯାଇଥିବା ଜଣାପଡିଛି । ୮ ନମ୍ବର ଗେଟ ଦେଇ ବନ୍ୟାଜଳ ତଳ ମୁଣ୍ଡକୁ ଛଡା ଯାଉଛି । ବର୍ତ୍ତମାନ ଡ୍ୟାମର ଜଳସ୍ତର ୧୨୧. ୯୫ ମିଟର ରହିଛି । କିନ୍ତୁ ଡ୍ୟାମର ଜଳ ଧାରଣା କ୍ଷମତା ୧୨୩.୫୦
Read More...

ବିପୁଳ ପରିମାଣର ବ୍ରାଉନସୁଗାର ଜବତ : ଜଣେ ଗିରଫ

କାକଟପୁର : ପୁରୀ ଜିଲ୍ଲା କାକଟପୁର ଅଞ୍ଚଳରୁ ୧୧ ଲକ୍ଷ ୫୦ ହଜାର ଟଙ୍କାର ବ୍ରାଉନସୁଗାର ଜବତ କରି ଜଣେ ଅଭିଯୁକ୍ତଙ୍କୁ ଅବକାରୀ ବିଭାଗ ଗିରଫ କରିଥିବା ଜଣାପଡିଛି । ଗିରଫ ହୋଇଥିବା ଅଭିଯୁକ୍ତ ଜଣଙ୍କ ହେଲେ କାକଟପୁର ଥାନା ଅଧୀନ ବାଉରି ପୋଖରୀ ଗ୍ରାମର ଉପେନ୍ଦ୍ର ଦାସ । ସୂଚନାନୁଯାୟୀ, ପୁରୀ
Read More...

ମହିଳା ସ୍ନାତକ ମହାବିଦ୍ୟାଳୟରେ ଭୋଟର ସଚେତନତା କାର୍ଯ୍ୟକ୍ରମ

ନବରଙ୍ଗପୁର : ମହିଳା ସ୍ନାତକ ମହାବିଦ୍ୟାଳୟରେ ଜିଲ୍ଲା ପ୍ରଶାସନ ତଥା ନବରଙ୍ଗପୁର ମହିଳା ସ୍ନାତକ ମହାବିଦ୍ୟାଳୟର ଯୁବ ରେଡକ୍ରସ ଓ ଜାତୀୟ ସେବା ଯୋଜନାର ମିଳିତ ଆନୁକୂଲ୍ୟରେ ଭୋଟର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମହାବିଦ୍ୟାଳୟର ଯୁବ ରେଡକ୍ରସ ସଂଯୋଜିକା ଡ. ସଂଯୁକ୍ତା
Read More...