Monthly Archives

August 2022

ମେଗା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ

ଚୌଦ୍ୱାର : ଚାରବାଟିଆ ହାଉସିଂ ବୋର୍ଡ଼ସ୍ଥିତ ଗାୟତ୍ରୀ ମନ୍ଦିର ପରିସରରେ ଏକ ମେଗା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି । ଚଣ୍ଡୀଖୋଲସ୍ଥିତ ସାଇନେତ୍ର ଚକ୍ଷୁ ହସ୍‌ପିଟାଲ ଏବଂ ଚୌଦ୍ୱାର ଆନନ୍ଦମୟ ସଂଗଠନର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି ଶିବିରରେ ୧୭୫ ଜଣଙ୍କର ଚକ୍ଷୁ ପରୀକ୍ଷା
Read More...

କାର୍‌ ସହ ୪୧ କିଲୋ ଗଞ୍ଜେଇ ଜବତ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଗୋଛାପଡା ପୋଲିସ ଲୁଇସିଂ ପଞ୍ଚାୟତ ଭାଟୁଲି ଗ୍ରାମ ନିକଟ ସୁଟାଣି ଘାଟିରେ ଗୋଟିଏ କାର୍‌ ସହିତ ୪୧ କିଲୋ ଗଞ୍ଜେଇ ଜବତ ହୋଇଛି । ଅପରପକ୍ଷରେ ଅଭିଯୁକ୍ତମାନେ ଘଟଣା ସ୍ଥଳରୁ ଫେରାର ହେବାରେ ସକ୍ଷମ ହୋଇଛନ୍ତି । ଏନେଇ ଗୋଛାପଡା ଥାନାରେ କେସ୍ ନମ୍ବର ୧୦୨/୨୨ରେ ଏକ
Read More...

ଆଇଜରର ଦ୍ୱିତୀୟ ସମାବର୍ତ୍ତନ ଉତ୍ସବ ପାଳିତ

ଗୋପାଳପୁର : ବିଜ୍ଞାନ ପୁରୀଠାରେ ଆଇଜର ଅସ୍ଥାୟୀ କ୍ୟାମ୍ପସ ପରିସରରେ ଦ୍ୱିତୀୟ ସମାବର୍ତ୍ତନ ଉତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ମାଇଣ୍ଡ ଟ୍ରି ଏବଂ ଓଡିଶା ଦକ୍ଷତା ବିକାଶ ପ୍ରାଧିକରଣର ଅଧ୍ୟକ୍ଷ ସୁବ୍ରୋତ ବାଗଚି, ଅତିଥି ଭାବେ ବୋର୍ଡ ଅଫ୍
Read More...

ଦରଦାମ ବୃଦ୍ଧି ପ୍ରତିବାଦରେ କଂଗ୍ରେସର ପ୍ରତିବାଦ

କଣ୍ଟାମାଳ, (ମମତା ମହାକୁର) : ସାରା ଦେଶରେ ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦର ବୃଦ୍ଧି ପ୍ରତିବାଦରେ ଆଜି କଂଗ୍ରେସ ଦଳ ପକ୍ଷରୁ 'ମେହେଙ୍ଗାଇ ପେ ଚର୍ଚ୍ଚା' କାର୍ଯ୍ୟକ୍ରମ ମାଧ୍ୟମରେ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଯାଇଛି । କଣ୍ଟାମାଲ ଦୈନିକ ବଜାର ପ୍ରାଙ୍ଗଣରେ ଅନୁଷ୍ଠିତ ଏହି ସଭାରେ
Read More...

ଲଗାଣ ବର୍ଷାରେ ଭୁଶୁଡିଲା କାନ୍ଥ : ଅଳ୍ପକେ ବର୍ତ୍ତିଲେ ଯୁବକ

ପାଟଣା : କେନ୍ଦୁଝର ଜିଲ୍ଲା ସାହାରପଡା ବ୍ଲକ ଅଧିନସ୍ଥ ଶଙ୍ଖୁଆ ପଞ୍ଚାୟତ ପ୍ରଧାନପଡ଼ା ଗ୍ରାମର ଜୟ ଦେହୁରୀଙ୍କ ଘର କାନ୍ଥ ଭୁଶୁଡି ପଡ଼ିଥିବା ଜଣାପଡିଛି । ସୂଚନା ଅନୁସାରେ ଜୟ ଦେହୁରୀଙ୍କ ପୁଅ ରବିବାର ବିଳମ୍ବିତ ରାତିରେ ଶୋଇଥିବା ବେଳେ ତାଙ୍କ ଘରର କାନ୍ଥ ଭୁଶୁଡ଼ି ପଡ଼ିଛି । ହେଲେ ସେ
Read More...

ସିଡନୀଠାରେ ବିଭିନ୍ନ ସ୍କୁଲ୍, ଉଚ୍ଚ ଶିକ୍ଷା ସଂସ୍ଥାନ ଏବଂ କୌଶଳ ପ୍ରଶିକ୍ଷଣ ସଂସ୍ଥା ଗୁଡିକୁ ପରିଦର୍ଶନ କଲେ…

ପ୍ରାଥମିକ ଶିକ୍ଷା ଏବଂ ଡିଜିଟାଲ୍ ଶିକ୍ଷା କ୍ଷେତ୍ରରେ ଅଷ୍ଟ୍ରେଲିଆର ସର୍ବୋତମ ପ୍ରଥା ଏବଂ ସକାରାତ୍ମକ ଅନୁଭବ ଗୁଡିକୁ ଭାରତରେ ଅନୁସରଣ କରାଯାଇ ପାରିବ : ଧର୍ମେନ୍ଦ୍ର ପ୍ରଧାନ ଦିଲ୍ଲୀ, (ପିଆଇବି) : କେନ୍ଦ୍ର ଶିକ୍ଷା ଏବଂ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି
Read More...

କାନ୍ଥ ଭୁଶୁଡ଼ି ୨ ଶିଶୁ ମୃତ

ମୟୂରଭଞ୍ଜ : ଉଦଳା ନିକଟସ୍ଥ ରାଇଡିହି ଗାଁରେ ଏକ ଅଘଟଣ ଘଟିଛି । ଗୋଟିଏ କଚ୍ଚାଘର କାନ୍ଥ ଭୁଶୁଡ଼ି ପଡ଼ିବା ଫଳରେ ଭାଇଭଉଣୀଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଉଭୟ ମୃତ ଭାଇଭଉଣୀ ନାବାଳକ ବୋଲି ଜଣାପଡ଼ିଛି । ଭାଇର ବୟସ ୬ ବର୍ଷ ହୋଇଥିବା ବେଳେ ଭଉଣୀର ବୟସ ୧୦ ବର୍ଷ ହୋଇଥିବା ସୂଚନା ମିଳିଛି
Read More...

ମରୁଡି ସହାୟତା ରାଶି ପ୍ରଦାନ ପାଇଁ ଜିଲ୍ଲାପାଳଙ୍କ ମିଳିତ ଯୁଗ୍ମ ଜନ ଅଭିଯୋଗ ଶୁଣାଣିରେ ଅଭିଯୋଗ ପତ୍ର ଦେଲେ ଖପ୍ରାଖୋଲ…

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ ଉପଖଣ୍ଡ ଖପ୍ରାଖୋଲ ପଞ୍ଚାୟତର ଚାଷୀମାନେ ଜିଲ୍ଲାପାଳଙ୍କ ଜନ ଯୁଗ୍ମ ଶୁଣାଣୀରେ ୨୦୨୧ ମସିହାର ମରୁଡି ସହଜାତ ରାଶି ପ୍ରଦାନ ବିଷୟରେ ସୋମବାର ଦିନ ଅଭିଯୋଗ କରିଛନ୍ତି । ଖପ୍ରାଖୋଲ ପଞ୍ଚାୟତ ଚାଷୀ ନେତା ତାପସ ରଞ୍ଜନ ବେହେରା ଓ ସୂର୍ଯ୍ୟକାନ୍ତ
Read More...

ଇସ୍ପାତ ସାହିତ୍ୟ ସଂସଦ ଆନୁକୂଲ୍ୟରେ ଗଙ୍ଗାଧର ମେହେର ଜୟନ୍ତୀ ଓ ମୌସୁମୀ ସାହିତ୍ୟ ଆସର

ଗଙ୍ଗାଧର ମେହେରଙ୍କ ସାହିତ୍ୟରେ ଜାତୀୟ ଚେତନା ନବଜୀବନକୁ ପ୍ରଭାବିତ କରିଥାଏ ରାଉରକେଲା, (ସସ୍‌ସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ଇସ୍ପାତ ସାହିତ୍ୟ ସଂସଦ ଆନୁକୂଲ୍ୟରେ ସେକ୍ଟର ୭ କାର୍ଯ୍ୟାଳୟଠାରେ ଗଙ୍ଗାଧର ମେହେରଙ୍କ ୧୬୧ତମ ଜୟନ୍ତୀ ତଥା ମୌସୁମୀ ସାହିତ୍ୟ ଆସର
Read More...

ନବଜାତ ଶିଶୁର ମୃତଦେହ ଠାବ : ତଦନ୍ତ ଜାରି ରଖିଛନ୍ତି ପୋଲିସ ପ୍ରଶାସନ

ଭବାନୀପାଟଣା, (ପି.କେ. ସାହୁ) : କଳାହାଣ୍ଡି ସଦର ମହକୁମାଠାରୁ ମାତ୍ର ୧୨ କିଲୋମିଟର ଦୂର ଏକ ଗାଁରେ ନବଜାତ ଶିଶୁର ମୃତଦେହ ଠାବ ହୋଇଥିବା ଜଣାପଡିଛି । ସୂଚନା ମୁତାବକ, ଭବାନୀପାଟଣା ବ୍ଲକ ଅନ୍ତର୍ଗତ କରାଟିକିଲି ଗାଁର ମହାବନ୍ଦ ପୋଖରୀ ହୁଡାରେ ଗତକାଲି ଏକ ଜନ୍ମିତ ଶିଶୁର ମୃତଦେହ ପଡ଼ିଥିବା
Read More...