Monthly Archives

August 2022

ଆଇଆଇଏସ୍‌ଇଆର୍‌ କମ୍ପାନୀରେ କାର୍ଯ୍ୟରତ ଦୁଇ କର୍ମଚାରୀଙ୍କୁ କୋର୍ଟ ଚାଲାଣ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଆଇଆଇଏସ୍‌ଇଆର କମ୍ପାନୀରେ କାର୍ଯ୍ୟରତ ଦୁଇ କର୍ମଚାରୀଙ୍କୁ ଗଞ୍ଜାମ ଜିଲ୍ଲା ସୀମାନ୍ତ ଗୋଳନ୍ଥରା ଥାନା ପୋଲିସ ଚୋରି ଅଭିଯୋଗରେ ଗିରଫ କରିଥିଲା । ସେମାନେ ହେଲେ ଗୋଳନ୍ଥରା ଥାନା ଅନ୍ତର୍ଗତ ହୁନ୍ତୁଲୁ ଗ୍ରାମର ଆର. ଦୁର୍ଯ୍ୟୋଧନ ରେଡ୍ଡୀ ଏବଂ
Read More...

ପ୍ରାଦେଶିକ ସ୍ତରୀୟ ପ୍ରାଥମିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘର ଆନୁକୂଲ୍ୟରେ ସମ୍ପାଦକ ହରେକୃଷ୍ଣ ରଥ ଏବଂ ସହ ସମ୍ପାଦକ ଅନୁପମା ପ୍ରହରାଜଙ୍କ ଆବାହନ କ୍ରମେ ସଭାନେତ୍ରୀ ଶାନ୍ତିଲତା ସାହୁଙ୍କ ଅଧ୍ୟକ୍ଷତାରେ ଏକ ପ୍ରାଦେଶିକ ସ୍ତରୀୟ ଶିକ୍ଷକ ସମ୍ମିଳନୀ ବଲାଙ୍ଗିର କଲ୍ୟାଣ ମଣ୍ଡପରେ
Read More...

ମା’, ସଦ୍ୟଜାତ ଓ ଶିଶୁଙ୍କ ପାଇଁ ଗୋଷ୍ଠୀ ଭିତ୍ତିକ ପୋଷଣ ତାଲିମ ଉଦ୍‌ଯାପିତ

କଳାହାଣ୍ଡି, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା ମଦନ ପୁର ରାମପୁର ବ୍ଲକ ମଦନପୁର ସ୍ଥିତ କଲ୍ୟାଣ ମଣ୍ଡପଠାରେ ଇଣ୍ଡୋ ଗ୍ଲୋବାଲ ସୋସିଆଲ ସର୍ଭିସ୍ ସୋସାଇଟି ତରଫରୁ ଶନିବାର ଓ ରବିବାର ଦୁଇ ଦିନ ଧରି ମା', ସଦ୍ୟଜାତ ଓ ଶିଶୁଙ୍କ ପାଇଁ ଗୋଷ୍ଠୀ ଭିତ୍ତିକ ପୋଷଣ ତାଲିମ ଶିବିର ଆୟୋଜିତ
Read More...

ଖାଉଟି ଅଧିକାର ସଚେତନତା କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୩ ଅହିରାବନ୍ଧ ସ୍ଥିତ ଖଡ଼ଗ ଭବନଠାରେ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧିନରେ ରହିଥିବା ସୁନ୍ଦରଗଡ଼ ଜିଲ୍ଲା ବୈଧ ମାପ ବିଜ୍ଞାନ ଓ ରାଜ୍ୟସ୍ତରୀୟ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଉତ୍ସର୍ଗର ମିଳିତ ଆନୁକୂଲ୍ୟରେ ଖାଉଟି ସୁରକ୍ଷା ସଚେତନତା
Read More...

ହୀରା ସିମେଣ୍ଟ କର୍ମଚାରୀ ସମବାୟ ସମିତିର ସାଧାରଣ ସଭା ଅନୁଷ୍ଠିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ସିମେଣ୍ଟ କାରଖାନାର ହୀରା ସିମେଣ୍ଟ କର୍ମଚାରୀ ସମବାୟ ସମିତିର ୪୬ତମ ସାଧାରଣ ପରିଷଦ ବୈଠକ ସ୍ପୋର୍ଟସ କ୍ଲବ ପ୍ରୋକ୍ଷାଳୟରେ ଅନୁଷ୍ଠିତ ହୋଇଯାଇଛି । ସମିତିର ସଭାପତି ମହେନ୍ଦ୍ର କୁମାର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମୁଖ୍ୟ ଅତିଥି ଭାବେ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୦୩ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୦୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୩୧ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୩୬୮ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୯ ଜଣ
Read More...

ବୈତାଳି କ୍ଲଷ୍ଟରରେ ବଜ୍ରପାତରୁ ସତର୍କତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ବୈତାଳି କ୍ଲଷ୍ଟର ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଦିବସ କୁମାର ସାହୁଙ୍କ ନେତୃତ୍ୱ ତଥା ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କ୍ଲଷ୍ଟରର ସମସ୍ତ ବିଦ୍ୟାଳୟରେ 'ବିଦ୍ୟାଳୟ ନିରାପତ୍ତା ଯୋଜନା' ଉପରେ ଏକ ସଚେତନତା
Read More...

ବିଜେପି ଯୁବ ସଂଗଠକ ସୁରଜ କୁମାର ଗୁରୁ ଆଉ ନାହାନ୍ତି

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ବିଜେପି ଦଳର ଜଣେ ପ୍ରଖର ଏବଂ ଟାଣୁଆ ଯୁବ ନେତା ତଥା ପୂର୍ବତନ ମନ୍ତ୍ରୀ ମୁରଲୀ ଗୁରୁଙ୍କ ନାତି ସୁରଜ କୁମାର ଗୁରୁ ବଲାଙ୍ଗିର ବରପାଲିପଡା ବାସିନ୍ଦାଙ୍କ ଆଜି ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଦେହାନ୍ତ ହୋଇଯାଇଥିବା ସୂଚନା ମିଳିଛି ।
Read More...

ଓଡିଶା କୈବର୍ତ୍ତ ମହାସଭାର ସାଧାରଣ ଅଧିବେଶନ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ନିଖିଳ ଓଡ଼ିଶା କୈବର୍ତ୍ତ ମହାସଭାର ୫ମ ସାଧାରଣ ଅଧିବେଶନ ସ୍ଥାନୀୟ କଲ୍ୟାଣ ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଅଛି । ବରଗଡ଼ ଜିଲ୍ଲା କୈବର୍ତ୍ତ ମହାସଭା ଆନୁକୂଲ୍ୟରେ ଆୟୋଜିତ ଏହି ସଭାରେ ମୁଖ୍ୟ ଅତିଥି ଭାବେ ବରଗଡ଼ ସାଂସଦ ସୁରେଶ ପୂଜାରୀ, ଭାଜପା ଜିଲ୍ଲା
Read More...

ମାଗୁରବେଡାରେ ନୂତନ ସାପ୍ତାହିକ ବଜାର ଉଦ୍‌ଘାଟିତ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ବ୍ଲକ ଆଭ୍ୟନ୍ତରୀଣ ମାଗୁରବେଡା ଗ୍ରାମରେ ନୂତନ ସାପ୍ତାହିକ ବଜାର ଉଦ୍‌ଘାଟିତ ହୋଇଯାଇଛି । ସରପଞ୍ଚ ସଞ୍ଜୟ ଗଡତ୍ୟାଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ଉପଜିଲ୍ଲାପାଳ କୁମାର ନାଗଭୂଷଣ ଯୋଗ ଦେଇଥିଲେ ।
Read More...