Monthly Archives

August 2022

ପାଟଣାଗଡରେ କୃଷକ ପଞ୍ଜିକରଣ ପାଇଁ ସଚେତନତା କାର୍ଯ୍ୟକ୍ରମ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ କୃଷି ବିଭାଗ କାର୍ଯ୍ୟାଳୟଠାରେ ଗତକାଲି ମୋ ସେବାକେନ୍ଦ୍ର ବଲାଙ୍ଗିରର ସହାୟତାରେ କୃଷକ ପଞ୍ଜିକରଣ ପାଇଁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସଭାରେ ବଲାଙ୍ଗିର ଜିଲ୍ଲା ମୋ ସେବାକେନ୍ଦ୍ରର ସଂଯୋଜକ କ୍ରିଷ୍ଣା କୁଅଁର, ପାଟଣାଗଡ଼ ମୋ
Read More...

ଛତ୍ରପୁର ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ସେମିନାର ଅନୁଷ୍ଠିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶନାମା ଅନୁସାରେ ମୋ କଲେଜ ଅଭିଯାନ ଆନୁକୂଲ୍ୟରେ ଏକ ସେମିନାର ସ୍ୱାଧିନତା ସଂଗ୍ରାମରେ ଓଡିଶାର ଅବଦାନ ଏବଂ ମହାତ୍ମା ଗାନ୍ଧୀଙ୍କ ପ୍ରଭାବ ବିଷୟରେ ଅନୁଷ୍ଠିତ ହୋଇଯାଇଛି ।
Read More...

ପୂର୍ବତନ ରାଜ୍ୟସଭା ସାଂସଦ ସ୍ୱର୍ଗତ କମ୍ରେଡ ଲକ୍ଷ୍ମଣ ମହାପାତ୍ରଙ୍କ ୩୯ତମ ଶ୍ରାଦ୍ଧ ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପୂର୍ବତନ ରାଜ୍ୟସଭା ସାଂସଦ ତଥା ବରିଷ୍ଠ ସିପିଆଇ ନେତା ସ୍ୱର୍ଗତ କମ୍ରେଡ଼ ଲକ୍ଷ୍ମଣ ମହାପାତ୍ରଙ୍କ ୩୯ତମ ଶ୍ରାଦ୍ଧ ବାର୍ଷିକୀ ଭାରତୀୟ କମ୍ୟୁନିଷ୍ଟ ପାର୍ଟି ଛତ୍ରପୁର ଶାଖା ପକ୍ଷରୁ ପାଳିତ ହୋଇଯାଇଛି । ଶନିବାର ଛତ୍ରପୁର ସ୍ଥିତ ଲକ୍ଷ୍ମଣ ଭବନଠାରେ
Read More...

ସେପ୍ଟେମ୍ୱର ପ୍ରଥମ ସପ୍ତାହରେ ସୁପ୍ରିୟା ମେମୋରିଆଲ ଜିଲ୍ଲା ଫୁଟବଲ୍ ପ୍ରତିଯୋଗିତା

ବରଗଡ, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ ଜିଲ୍ଲା କ୍ରୀଡା ସଂସଦ ଆନୁକୁଲ୍ୟରେ ଅନୁଷ୍ଠିତ ହେଉଥିବା ଜିଲ୍ଲା ସୁପ୍ରିୟା ମେମୋରିଆଲ ଫୁଟବଲ୍ ପ୍ରତିଯୋଗିତା ଆସନ୍ତା ସେପ୍ଟେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହେବାକୁ ଯାଉଅଛି । ଏଥିରେ ଅଂଶଗ୍ରହଣ କରିବାକୁ ଇଚ୍ଛୁକ ଥିବା ଜିଲ୍ଲା କ୍ରୀଡା ସଂସଦର
Read More...

ମହିୟସୀ ମହିଳାଙ୍କ ପରଲୋକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକ ପଲସଦା ଗ୍ରାମର ସ୍ଵର୍ଗତଃ ଜଗନ୍ନାଥ ପାଣିଗ୍ରାହୀଙ୍କ ଧର୍ମପତ୍ନୀ ଭଗବତୀ ପାଣିଗ୍ରାହୀଙ୍କ ଦେହାନ୍ତ ହୋଇଯାଇଛି । ଜଣେ ପରୋପକାରୀ ତଥା ଧର୍ମ ପରାୟଣା ମହିଳା ଭାବରେ ସେ ଅଞ୍ଚଳରେ ବେଶ ଜଣାଶୁଣା ଥିଲେ । ଜୈଷ୍ଠ ପୁତ୍ର ସେବାରାମ ପାଣିଗ୍ରାହୀ
Read More...

ଇମ୍ପରିୟଲ କଲେଜର ପ୍ରତିଷ୍ଠା ଦିବସ ପାଳିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଇମ୍ପରିୟଲ କଲେଜର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ୨୦୦୮ରେ ଆରମ୍ଭ ହୋଇଥିବା ସମ୍ବଲପୁର ବିଶ୍ୱବିଦ୍ୟାଳୟର ଏହି ପ୍ରଥମ ସେଲଫ୍ ଫାଇନାନ୍ସ ଡିଗ୍ରୀ ମହାବିଦ୍ୟାଳୟ ୧୪ ବର୍ଷ ସଂପୂର୍ଣ୍ଣ କରିଛି । ଏହି ଅବସରରେ କଲେଜ ପରିସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ
Read More...

ସଂକୁଳସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଉଦ୍‌ଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର, ପଦ୍ମପୁର ସଂକୁଳର ସଂକୁଳସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଆଜି ସଭାପତି ପୃଥିରାଜ ସାହୁ ଦୀପ ପ୍ରଜ୍ୱଳନ ପୂର୍ବକ ଉଦ୍‌ଘାଟନ କରି ଉପସ୍ଥିତ ଶିଶୁମାନଙ୍କୁ ବୈଜ୍ଞାନିକ ଚିନ୍ତାଧାରା ପାଇଁ ପ୍ରେରଣା ଯୋଗାଇ ଥିଲେ ।
Read More...

ମହିଳା ଏସ୍‌ସିଏସ୍‌ଓଙ୍କୁ ଯୌନ ନିର୍ଯାତନା ଘଟଣା : ପିଡ଼ିତାଙ୍କୁ ଭେଟି ଆଲୋଚନା କଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଜିଲ୍ଲା ଯୋଗାଣ ବିଭାଗର ମହିଳା ଅଧିକାରୀଙ୍କୁ ଯୌନ ନିର୍ୟାତନା ଘଟଣା ଦିନକୁ ଦିନ ନୂଆ ମୋଡ଼ ନେଉଛି । ଆଜି ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରୀ ସଭାନେତ୍ରୀ ବଂଲତ ମାଝୀଙ୍କ ନେତୃତ୍ୱରେ ଏକ ଦଳ ପିଡ଼ିତାଙ୍କୁ ଦେଖା କରି ସହଯୋଗର ହାତ ବଢ଼ାଇଛି ।
Read More...

ରୁଗୁଡିପଡା ଦୁର୍ଗାପୂଜା ପାଇଁ ମୃତ୍ତିକା ଅନୁକୂଳ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ରୁଗୁଡିପଡା ଶାରଦୀୟ ଦୁର୍ଗାପୂଜା ପାଇଁ ମୃତ୍ତିକା ଅନୁକୂଳ ପର୍ବ ଅନୁଷ୍ଠିତ ହୋଇଯାଇଛି । ମା'ଙ୍କ ମୃଣ୍ମୟୀ ମୂର୍ତ୍ତି ନିର୍ମାଣ ପାଇଁ ବୈଦିକ ରୀତିନୀତି ଅନୁସାରେ ଶନିବାର ଭାଦ୍ରବ ଶୁକ୍ଳ ନବମୀ ତିଥିରେ ବିଲ୍ୱବୃକ୍ଷ ମୂଳରୁ ମୃତ୍ତିକା ସଂଗ୍ରହ କରାଯାଇଛି ।
Read More...

ଜିଲ୍ଲାରେ କ୍ରୀଡାର ବିକାଶ ନିମନ୍ତେ ଜିଲ୍ଲା ପ୍ରଶାସନର ସମନ୍ଵୟ ବୈଠକ

ସୁବର୍ଣ୍ଣପୁର, (ସର୍ଜନ ବାରିକ) : ସୁବର୍ଣ୍ଣପୁର ଜିଲ୍ଲାରେ ତୃଣମୂଳ ସ୍ତରରୁ ଜିଲ୍ଲାସ୍ତର ପର୍ଯ୍ୟନ୍ତ ବିଭିନ୍ନ କ୍ରୀଡାର ବିକାଶ ସହ ଲୋକାଭିମୁଖୀ କରିବା ଉଦ୍ଦେଶ୍ୟରେ ପ୍ରଶାସନ ତରଫରୁ ଏକ ସମନ୍ଵୟ ବୈଠକ ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସମ୍ମିଳନୀ
Read More...