Monthly Archives

August 2022

ବନ୍ୟା ପ୍ରଭାବିତ ଲୋକଙ୍କ ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ଶାସନ ସଚିବ, ଜଗତସିଂହପୁର ଜିଲ୍ଲାପାଳ ଏବଂ ପାରାଦୀପ ବିଧାୟକ ପ୍ରମୁଖ କୁଜଙ୍ଗ ବ୍ଲକର ବିଭିନ୍ନ ବନ୍ୟାଞ୍ଚଳ ପରିଦର୍ଶନ କରି ପ୍ରଭାବିତ ଲୋକଙ୍କ ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିଛନ୍ତି । ଏନେଇ ରାଜ୍ୟ
Read More...

ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ଲୋକଙ୍କ ସହ ଆଲୋଚନା କଲେ ଅନୁଗୋଳ ଜିଲ୍ଲାପାଳ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଅନୁଗୋଳ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଜିଲ୍ଲାର ବିଭିନ୍ନ ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ଲୋକଙ୍କ ସହ ଆଲୋଚନା କରିଛନ୍ତି । ତଳିଆ ଅଞ୍ଚଳର ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର କରାଯାଇ ରନ୍ଧା ଖାଦ୍ୟ ପ୍ରଦାନ କରାଯାଉଛି । ଏନେଇ ରାଜ୍ୟ ସୂଚନା ଓ
Read More...

ଗାନ୍ଧିଜୀଙ୍କ ଦର୍ଶନ ପାଇଁ ଥିଲା ଅହେତୁକ ଉତ୍କଣ୍ଠା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗାନ୍ଧିଜୀଙ୍କ ପ୍ରଥମ ଓଡ଼ିଶା ଗସ୍ତ ସମୟରେ ତାଙ୍କର ଝଲକ ଟିକେ ପାଇବା ପାଇଁ ଲୋକମାନଙ୍କ ମଧ୍ୟରେ ଦେଖା ଦେଇଥିଲା ଅହେତୁକ ଉତ୍କଣ୍ଠା । ସୁଦୂର ଗାଁ ଗଣ୍ଡାରୁ ଲୋକମାନେ ନିଜ ପରିବାରକୁ ଧରି ଛୁଟିଥିଲେ କଟକକୁ । ଭୋକ ଉପାସରେ ଅପେକ୍ଷା କରି ରହିଥିଲେ କେବଳ
Read More...

ଆକାଶ ମାର୍ଗରୁ କେନ୍ଦ୍ରାପଡା ଜିଲ୍ଲାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ଆକାଶ ମାର୍ଗରୁ କେନ୍ଦ୍ରାପଡା ଜିଲ୍ଲାର ଲୁଣା, ଚିତ୍ରୋତ୍ପଳା ନଦୀର ଦ୍ୱୀପାଞ୍ଚଳ, ପାଇକା ନଦୀ ଦ୍ୱୀପାଞ୍ଚଳ, ଜଗତସିଂହପୁର ଜିଲ୍ଲା କୁଜଙ୍ଗ, ନାଉଗାଁ ଓ ପୁରୀ ଜିଲ୍ଲାର ଗୋପ, ନିମାପଡା, ଅସ୍ତରଙ୍ଗ, ଡେଲାଙ୍ଗ,
Read More...

ଏଏସ୍‌ଓ ଲିଖିତ ପରୀକ୍ଷା ଅନ୍ୟାଦେଶ ପର୍ଯ୍ୟନ୍ତ ସ୍ଥଗିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଉପୁଜିଥିବା ଜଟିଳ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଗାମୀ ୨୧ ଅଗଷ୍ଟ, ୨୦୨୨ରେ ହେବାକୁ ଥିବା 'ଏଏସ୍‌ଓ ଲିଖିତ ପରୀକ୍ଷା' ଅନ୍ୟାଦେଶ ପର୍ଯ୍ୟନ୍ତ ସ୍ଥଗିତ ରଖାଗଲା । ପରୀକ୍ଷାର ପରବର୍ତ୍ତୀ କାର୍ଯ୍ୟସୂଚୀ ବିଜ୍ଞପ୍ତି ମାଧ୍ୟମରେ ଜଣାଇ ଦିଆଯିବ ।
Read More...

ପଖାନମୁଣ୍ଡା ଗାଁରୁ ମାନ୍ଦଲା ଗାଁକୁ ଯିବା ରାସ୍ତା ଅବସ୍ଥା ଶୋଚନୀୟ

ତୁରେକେଲା, (କୈଳାଶ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ କମେଇମୁଣ୍ଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ପଖାନମୁଣ୍ଡା ଗାଁରୁ ମାନ୍ଦଲା ଗାଁକୁ ଯିବା ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଥିବା ଅଭିଯୋଗ ହୋଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ ନିମ୍ନ ମାନର କାର୍ଯ୍ୟ ଯୋଗୁଁ ମାନଦଲା ଗାଁରୁ
Read More...

ବରଗଡ ଜିଲ୍ଲାର ବିଭିନ୍ନ ସ୍ଥାନରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ପାଳିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ଆନନ୍ଦ ଉଲ୍ଲାସର ସହିତ ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ପାଳନ ହୋଇଯାଇଛି । ଦୁଇଦିନ ପାଳିତ ହୋଇଥିବା ଏହି ଉତ୍ସବରେ ପ୍ରତ୍ୟେକ ପୂଜାସ୍ଥଳୀ ଓ ମନ୍ଦିରରେ ଭକ୍ତଙ୍କ ପ୍ରବଳ ସମାଗମ ପରିଲକ୍ଷିତ ହୋଇଥିଲା । ଏହି
Read More...

ସପ୍ତାହ ବ୍ୟାପୀ କଳା ବ୍ୟାଚ୍‌ ପରିଧାନରେ ଓଡିଶା ସରକାରୀ ଚୁକ୍ତି ଭିତ୍ତିକ କର୍ମଚାରୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡିଶା ସରକାରୀ ଚୁକ୍ତି ଭିତ୍ତିକ କର୍ମଚାରୀ ମହାସଂଘ ବଲାଙ୍ଗିର ଜିଲ୍ଲା ଶାଖା ପକ୍ଷରୁ ଅଗଷ୍ଟ ୧୬ରୁ ଅଗଷ୍ଟ ୨୨ ପର୍ଯ୍ୟନ୍ତ ସପ୍ତାହ ବ୍ୟାପୀ କଳା ବ୍ୟାଚ ପରିଧାନ ଜାରି ରହିଛି । ଓଡିଶା ସରକାରଙ୍କ ପାଖରେ ବିଭିନ୍ନ ଦାବୀ ରଖି ମହାସଂଘ ପକ୍ଷରୁ ଏଭଳି ପଦକ୍ଷେପ
Read More...

ଆଇଆଇଟି ଖଡଗପୁର ପକ୍ଷରୁ ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କୁ ‘ୟଙ୍ଗ ଆଲୁମିନି ଆଚିଭର ଆୱାର୍ଡ’

ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : ବୈଦ୍ୟୁତିକ, ସୂଚନା ପ୍ରଯୁକ୍ତି, କ୍ରୀଡ଼ା ଓ ଯୁବସେବା ଏବଂ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କୁ ଗୁରୁବାର ଆଇଆଇଟି ଖଡଗପୁର ପକ୍ଷରୁ 'ୟଙ୍ଗ ଆଲୁମିନି ଆଚିଭର ଆୱାର୍ଡ'ରେ ସମ୍ମାନିତ ହୋଇଛନ୍ତି । ଆଇଆଇଟି ଇନଷ୍ଟିଚ୍ୟୁଟର ୭୨ତମ ପ୍ରତିଷ୍ଠା ଦିବସ ସମାରୋହ ପାଳନ
Read More...

ଫିଲ୍ମ ଷ୍ଟାଇଲ୍‌ରେ ଲୁଟ୍ : ସିବିଆଇ ଅଧିକାରୀ ସାଜି ବ୍ୟାଙ୍କରୁ ୩୫ ଲକ୍ଷ ଟଙ୍କା ଲୁଟି ନେଲେ ଲୁଟେରା

ଜାମସେଦପୁର : ଜାମସେଦପୁରର ମାନ୍‌ଗୋରେ ଅବସ୍ଥିତ ବ୍ୟାଙ୍କ ଅଫ୍ ଇଣ୍ଡିଆରେ ଫିଲ୍ମ ଷ୍ଟାଇଲ୍‌ରେ ଏକ ଡକାୟତି ଘଟଣା ଚାରିପଟେ ଚର୍ଚ୍ଚାର ବିଷୟ ପାଲଟିଛି । ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ବ୍ୟାଙ୍କ କର୍ମଚାରୀଙ୍କ ମୁଣ୍ଡରେ ପିସ୍ତଲ ରଖି ବ୍ୟାଙ୍କରୁ ୩୫ ଲକ୍ଷ ଟଙ୍କା ଲୁଟି ନେଇଥିଲେ । ଘଟଣା
Read More...