Monthly Archives

August 2022

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରଠାରେ ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ପାଳିତ ହୋଇଯାଇଛି ।ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ପୃଥିରାଜ ସାହୁ ସ୍ଥାନୀୟ ସଭାପତି ଯୋଗଦେଇ ଦୀପ ପ୍ରଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ ।…
Read More...

ଆଜି ବନ୍ୟାଞ୍ଚଳ ପରଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବନ୍ୟାଞ୍ଚଳ ପରଦର୍ଶନ କରିବେ ବୋଲି ସୂଚନା ମିଳିଛି । ଅପରାହ୍ନ ସାଢେ ୩ଟାରେ ବନ୍ୟାରେ ପ୍ରଭାବିତ ହୋଇଥିବା ଜିଲ୍ଲା ଗୁଡ଼ିକୁ ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀ ଅନୁଧ୍ୟାନ କରିବେ । ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା…
Read More...

ସମ୍ଭାବ୍ୟ ବନ୍ୟା ପରିସ୍ଥିତିରେ ରାଜ୍ୟ ସରକାରଙ୍କ ପକ୍ଷରୁ ସମ୍ପୂର୍ଣ୍ଣ ସତର୍କତାମୂଳକ ପଦକ୍ଷେପ ଗ୍ରହଣ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସମ୍ଭାବ୍ୟ ବନ୍ୟା ପରିସ୍ଥିତିରେ ରାଜ୍ୟ ସରକାରଙ୍କ ପକ୍ଷରୁ ସମ୍ପୂର୍ଣ୍ଣ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି । ବିଭିନ୍ନ ସମ୍ବେଦନଶୀଳ ସ୍ଥାନ ତଥା ତଳିଆ ଅଞ୍ଚଳରେ ନାଇଟ୍ ପେଟ୍ରୋଲିଙ୍ଗ୍ ଜାରି ରହିଛି । ପୁରୀ, କେନ୍ଦ୍ରାପଡା, ଜଗତସିଂହପୁର, ସମ୍ବଲପୁର…
Read More...

ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ‘ଗାନ୍ଧିଜୀ ଓ ଓଡିଶା’ ଶୀର୍ଷକ ଫଟୋ ପ୍ରଦର୍ଶନୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ 'ଗାନ୍ଧିଜୀ ଓ ଓଡିଶା' ଶୀର୍ଷକ ଫଟୋ ପ୍ରଦର୍ଶନୀ ୟୁନିଟ୍-୩ ପ୍ରଦର୍ଶନୀ ପଡିଆରେ ଆୟୋଜିତ ହୋଇଛି । ଜନସାଧାରଣ, ହାଇସ୍କୁଲ ତଥା କଲେଜ ଛାତ୍ରଛାତ୍ରୀମାନେ ଏହି…
Read More...

ଏକତା କ୍ଲଷ୍ଟର ତରଫରୁ ସ୍ୱାଧୀନତା ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୨୦ ନେହେରୁପଲ୍ଲୀ ସ୍ଥିତ ଏକତା କ୍ଲଷ୍ଟର ତରଫରୁ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । କ୍ଲଷ୍ଟର ସଭାପତି ଲିଲିମା ଜୟସିଂହଙ୍କ ସଭାପତିତ୍ୱ ଓ ସଂପାଦକ ରୀତା ମହାପାତ୍ରଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ରଘୁନାଥପାଲୀ ବିଜେଡି ସଭାପତି…
Read More...

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀଙ୍କ ବନ୍ୟା ପରିସ୍ଥିତିର ସମୀକ୍ଷା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀମତୀ ପ୍ରମିଳା ମଲ୍ଲିକ ରାଜ୍ୟରେ ବନ୍ୟା ପରିସ୍ଥିତିର ସମୀକ୍ଷା କରିଛନ୍ତି । ରାଜୀବ ଭବନରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ SRC Odisha ପ୍ରଦୀପ କୁମାର ଜେନାଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ…
Read More...

ମୌଳିକ ସାକ୍ଷରତା ପ୍ରଶିକ୍ଷଣ ଶିବିର

ଚୌଦ୍ୱାର : କଳିଙ୍ଗ ନୋଡାଲ ବିଦ୍ୟାପୀଠରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ସମ୍ପର୍କିତ ଏକ ଦିବସୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଟାଙ୍ଗୀ-ଚୌଦ୍ୱାର ବ୍ଲକ୍‌ର ୬ ଟିକ୍ଲଷ୍ଟରର ୬୦ଟି ବିଦ୍ୟାଳୟରୁ ୬୦ ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀ ଏହି କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଥିଲେ ।…
Read More...

କୁହୁଡିଠାରେ ଅହିଂସା ରଥକୁ ବିପୁଳ ସ୍ୱାଗତ ଓ ସମ୍ବର୍ଦ୍ଧନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଐତିହାସିକ ଲବଣ ସତ୍ୟାଗ୍ରହର ପୀଠ ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ କୁହୁଡ଼ିଠାରେ ଅହିଂସା ରଥକୁ ବିପୁଳ ସ୍ୱାଗତ ଓ ସମ୍ବର୍ଦ୍ଧନା ଜଣାଇଛନ୍ତି ଅଞ୍ଚଳବାସୀ । ଛାତ୍ରଛାତ୍ରୀମାନେ ହାତରେ ତ୍ରିରଙ୍ଗା ଧରି ସାମିଲ ହୋଇଛନ୍ତି ରାଜ୍ୟ ସରକାରଙ୍କ ଏହି ଅଭିଯାନରେ ।…
Read More...

ମହାତ୍ମାଗାନ୍ଧୀଙ୍କ ଫଟୋ ପ୍ରଦର୍ଶନୀ ଆୟୋଜିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଭୁବନେଶ୍ୱର ଇଡ଼କୋ ପ୍ରଦର୍ଶନୀ ପଡ଼ିଆରେ ମହାତ୍ମାଗାନ୍ଧୀଙ୍କ ଓଡିଶା ଆଗମନ ଏବଂ ମୁକ୍ତି ଆନ୍ଦୋଳନରେ ଓଡ଼ିଶା ସମ୍ପର୍କିତ ଶତାଧିକ ଦୁର୍ଲଭ ଫଟୋ ଓ ଦସ୍ତାବିଜକୁ ନେଇ ଫଟୋ ପ୍ରଦର୍ଶନୀ ଆୟୋଜିତ ହୋଇଛି । ଚଳିତ ମାସ ୧୯…
Read More...

ପୁରୀ ଜିଲ୍ଲାର କାକଟପୁର ଅଞ୍ଚଳରେ ପହଞ୍ଚିଲା ଅହିଂସା ରଥ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଅହିଂସା ରଥ ଗତକାଲି ପୂର୍ବାହ୍ନରେ ପୁରୀ ଜିଲ୍ଲାର କାକଟପୁର ଅଞ୍ଚଳରେ ପହଁଚିଛି । ସ୍ଥାନୀୟ ଜନତା ଏବଂ ଛାତ୍ରଛାତ୍ରୀମାନେ ଉତ୍ସାହ ସହକାରେ ରଥକୁ ସ୍ୱାଗତ କରିଛନ୍ତି । ସେହିପରି ଢେଙ୍କାନାଳ କପିଳାସ ବାଳିକା ଉଚ୍ଚ ବିଦ୍ୟାଳୟ ଏବଂ ବିଶ୍ୱନାଥପୁର ହାଇସ୍କୁଲରେ…
Read More...