ଓଜନ ଏବଂ ମାପନ ଉପକରଣ ନିର୍ମାତା/ରପ୍ତାନିକାରୀଙ୍କୁ କେନ୍ଦ୍ର ସରକାରଙ୍କ କାରଣ ଦର୍ଶାଅ ନୋଟିସ : ମାଗିଲେ ଅନୁପାଳନ…
ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର ସରକାର ବୈଧ ମାପ ବିଜ୍ଞାନ ବିଭାଗ ଜରିଆରେ ଓଜନ ଓ ମାପନ ଉପକରଣ ନିର୍ମାତା ଓ ରପ୍ତାନିକାରୀ ମାନଙ୍କୁ ୬୩ଟି କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି । ଏସବୁ ନୋଟିସ ଜରିଆରେ ସେମାନଙ୍କ ଠାରୁ ଅନୁପାଳନ ବିବରଣୀ ମଗାଯାଇଛି । ବିଶେଷ କରି ଇ-କମର୍ସ ପ୍ଲାଟଫର୍ମରେ!-->…
Read More...
Read More...