Monthly Archives

August 2022

ବିଭିନ୍ନ ସ୍ଥାନରେ ୭୬ତମ ସ୍ୱାଧୀନତା ଦିବସ ପାଳିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ୭୬ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ବ୍ଲକର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ମା' ସାହାଜି ଯୁବକ ସଂଘ କପିଲାଭଟା ପକ୍ଷରୁ ଶିବ ମନ୍ଦିର ପ୍ରାଙ୍ଗଣରେ ସ୍ୱାଧୀନତା ଦିବସ ପାଳିତ
Read More...

ଚୁଲିଫୁଙ୍କା ପଂଚାୟତରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ

ଚୁଲିଫୁଙ୍କା ଗ୍ରାମ ପଂଚାୟତ ଆଗାମୀ ଦିନରେ ବ୍ଲକର ୧ ନମ୍ବର ପଂଚାୟତ ହେବ : ବିଡିଓ ବଙ୍ଗୋମୁଣ୍ଡା (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଚୁଲିଫୁଙ୍କା ପଂଚାୟତ କାର୍ଯ୍ୟାଳୟରେ ଆଜାଦୀ କା ଅମୃତ ମହୋତ୍ସବ ପାଳନ କରାଯାଇଛି । ଚଳିତ ବର୍ଷ ସ୍ୱାଧୀନତାର ୭୫ ବର୍ଷ
Read More...

ପାଟଣାଗଡ଼ ଭାରତ ମାତା କ୍ଲବରେ ଆଜାଦୀ କା ଅମୃତ ମହୋତ୍ସବ ଆନନ୍ଦ ଉଲ୍ଲାସରେ ପାଳିତ

ପାଟଣାଗଡ, (ସଦାଶିବ ସରାଫ) : ସ୍ଵାଧୀନତାର ୭୫ ବର୍ଷ ତଥା ଆଜାଦୀ କା ଅମୃତ ମହୋତ୍ସବ ପାଳନ ଅବସରରେ ଭାରତମାତା କ୍ଲବ ପରିସରରେ ଅଗଷ୍ଟ ୧୫ ତାରିଖ ସନ୍ଧ୍ୟା ସମୟରେ ଅମୃତ ମହୋତ୍ସବ ଧୁମଧାମ୍‌ରେ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ବଲାଙ୍ଗିର ସାଂସଦ ଶ୍ରୀମତୀ ସଂଗୀତା
Read More...

୭୬ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଲାଲକିଲ୍ଲାର ପ୍ରାଚୀରରୁ ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ନୂଆଦିଲ୍ଲୀ, (ପିଆଇବି) :ସ୍ୱାଧୀନତାର ୭୫ ବର୍ଷ ପୂରଣ ହେବା ଅବସରରେ ଦେଶବାସୀଙ୍କୁ ଅନେକ ଅନେକ ଶୁଭକାମନା । ଅନେକ ଅନେକ ଶୁଭେଚ୍ଛା । କେବଳ ଭାରତର ପ୍ରତ୍ୟେକ କୋଣରେ ନୁହେଁ, ବରଂ ବିଶ୍ୱର ପ୍ରତ୍ୟେକ କୋଣ ଅନୁକୋଣରେ ଆଜି କୌଣସି ନା କୌଣସି ପ୍ରକାରରେ ଭାରତୀୟମାନଙ୍କ ଦ୍ୱାରା କିମ୍ବା ଭାରତକୁ
Read More...

ନରସିଂହଙ୍କ ନୂତନ ବସ୍‌ ଟର୍ମିନାଲ ପରିଦର୍ଶନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିରରେ ବିକାଶର ଧାରା ଜାରି ରହିବ ବୋଲି ବିଧାୟକ ନରସିଂହ ମିଶ୍ର ନୂତନ ବସ୍‌ ଟର୍ମିନାଲକୁ ପରିଦର୍ଶନ କରି ମତପ୍ରକାଶ କରିଥିଲେ । ବସ୍‌ଷ୍ଟାଣ୍ଡ ପରିସରର ସ୍ୱଚ୍ଛତାକୁ ବଜାୟ ରଖିବା ପାଇଁ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ । ବିଧାୟକ ଶ୍ରୀ ମିଶ୍ର ବସ୍‌
Read More...

ରମ୍ଭା ବଣିକ ସଂଘର ୭୬ତମ ସ୍ୱାଧୀନତା ଦିବସ ପାଳିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ରମ୍ଭାବଜାର ବଣିକ ସଂଘ ତରଫରୁ ୭୬ତମ ସ୍ୱାଧୀନତା ଦିବସ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ଟି. କେଦାରନାଥ ସୁବୁଦ୍ଧିଙ୍କ ନେତୃତ୍ୱରେ ସମାଜସେବୀ ସୁବାଷଚନ୍ଦ୍ର ପଣ୍ଡା ଜାତୀୟ ପତକା ଉତ୍ତୋଳନ କରି ଜାତୀୟ ସଙ୍ଗୀତ ଗାନ କରିବା ସହ
Read More...

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ବୁଦ୍ଧିଜୀବୀ ସମ୍ମିଳନୀ ଆୟୋଜିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର ମଧ୍ୟରେ ବିଦ୍ୟାଳୟର ସଭାପତି ଉପେନ୍ଦ୍ର ମହାନ୍ତିଙ୍କ ଅଧ୍ୟକ୍ଷତାରେ ସ୍ୱାଧୀନତାର ଅମୃତ ମହୋତ୍ସବ ଅବସରରେ ସ୍ଥାନୀୟ ଅଞ୍ଚଳର ବୁଦ୍ଧିଜୀବୀମାନଙ୍କୁ ନେଇ ଏକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଉକ୍ତ
Read More...

ଓଡିଶା କେନ୍ଦୁପତ୍ର ସଂସ୍ଥାରେ କାର୍ଯ୍ୟରତ ଲକ୍ଷ ଲକ୍ଷ କେନ୍ଦୁପତ୍ର ତୋଳାଳି, ବନ୍ଧେଇ ଶ୍ରମିକ, ସିଜିନାଲ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡିଶା କେନ୍ଦୁପତ୍ର ସଂସ୍ଥାରେ କାର୍ଯ୍ୟରତ ୧୩ ଲକ୍ଷ କେନ୍ଦୁପତ୍ର ତୋଳାଳି, ବନ୍ଧେଇ ଶ୍ରମିକ, ସିଜିନାଲ କର୍ମଚାରୀମାନଙ୍କୁ ରାଜ୍ୟ ସରକାର ବାରମ୍ବାର ପ୍ରତାରିତ କରୁଥିବା ପ୍ରତିବାଦରେ ଏକ ଦୁର୍ବାର ଆନ୍ଦୋଳନ କରିବା ପାଇଁ ଓଡିଶା କେନ୍ଦୁପତ୍ର କର୍ମଚାରୀ ସଂଘର
Read More...

ଦେଶର ୭୬ତମ ସ୍ୱାଧୀନତା ଦିବସ ଉପଲକ୍ଷେ ପର୍ବତ ପାଦ ଦେଶରେ ବୃକ୍ଷ ରୋପଣ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ୱାଧୀନତା ଦିବସ ଉପଲକ୍ଷେ ବଲାଙ୍ଗିର ସହରର ବିଶିଷ୍ଟ ସମାଜସେବୀ ଓ ବରିଷ୍ଠ ନାଗରିକ ରମେଶ ଚନ୍ଦ୍ର ପ୍ରଧାନ, ମୋହନ ଗୋପାଳ ପଣ୍ଡା ଗନ୍ଧରେଲ ଡେମ୍‌ ପାଖରେ ଥିବା ଉଚ୍ଚ ପାହାଡର ପାଦ ଦେଶରେ ବୃକ୍ଷ ରୋପଣ କରିଥିଲେ ଏବଂ ଏଥିରେ ସ୍ଥାନୀୟ ଯୁବ ଗୋଷ୍ଠୀ ଯଥା
Read More...

ଗାନ୍ଧୀ ପାଠାଗାରରେ ୭୬ତମ ସ୍ୱାଧୀନତା ଦିବସ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସହର ଟିକ୍ରାପଡା ଗାନ୍ଧୀ ପାଠାଗାରରେ ତିନିଦିନ ଧରି ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ ହୋଇଯାଇଛି । ଭାରତ ସ୍ୱାଧୀନତାରେ ମହାତ୍ମା ଗାନ୍ଧୀଙ୍କ ଉତ୍ସର୍ଗୀକୃତ ଅବଦାନ ବିଷୟରେ ବକ୍ତୃତା ଆୟୋଜନ କରିବା ସହ ସୁବାଷ ବୋଷ, ପଣ୍ଡିତ ଜବାହରଲାଲ ନେହେରୁ
Read More...