Monthly Archives

August 2022

ବିଙ୍ଗ ହ୍ୟୁମାନ ଫାଉଣ୍ଡେସନର ତ୍ରିରଙ୍ଗା ଶୋଭାଯାତ୍ରା

ବଲାଙ୍ଗିର, (କେପିଏନ୍‌ଏସ୍‌) : ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ତରଫରୁ ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ସ୍ୱାଧୀନତା ଦିବସ ଦିନ ଏକ ବିଶାଳ ତ୍ରିରଙ୍ଗା ବାଇକ ଶୋଭାଯାତ୍ରା ଆୟୋଜିତ କରାଯାଇଥିଲା । ଏହି ଶୋଭାଯାତ୍ରାଟି ପୁଇଁତଲା ବ୍ଲକ ସମ୍ମୁଖରୁ ବାହାରି ବଲାଙ୍ଗିର ସହରରେ
Read More...

ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ଛତ୍ରପୁର ଶାଖାରେ ୭୬ତମ ସ୍ଵାଧୀନତା ଦିବସ ପାଳନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଛତ୍ରପୁର ଶାଖାରେ ୭୬ତମ ସ୍ଵାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ କନିଷ୍ଠ ବିଭାଗର ଅଧ୍ୟକ୍ଷ କିଶୋର କୁମାର ବେହେରା ମୁଖ୍ୟଅତିଥି
Read More...

ଅମୃତ କଳସ ସୁନା ଦୋକାନରେ ଡକାୟତି ଘଟଣା : ୪ ଡକାୟତଙ୍କୁ କୋର୍ଟ ଚାଲାଣ, ମାଷ୍ଟର ମାଇଣ୍ଡ ସ‌ହ ୩ ଫେରାର

ପାଟଣାଗଡ଼, (ଗୋରେଖନାଥ ବରିହା) : ଗତ ଅଗଷ୍ଟ ୫ ତାରିଖ ପାଟଣାଗଡ଼ ସହର ମଧ୍ୟସ୍ଥଳୀରେ ଥିବା ଅମୃତ କଳସ ସୁନା ଦୋକାନରୁ ୬ ଜଣ ବନ୍ଧୁକଧାରୀ ଡକାୟତ ସ୍ପଷ୍ଟ ଦିବାଲୋକରେ ଦୋକାନ ମାଲିକ ମୁକେଶ ଜୈନଙ୍କୁ ଗନ ପଏଣ୍ଟରେ ରଖି ପାଖାପାଖି ୨ କେଜି ସୁନା ଓ ୫୦ ହଜାର ଟଙ୍କା ଲୁଟି ନେଇଥିଲେ । ଦିନ
Read More...

ସ୍ୱାଧୀନତାର ଅମୃତ ମହୋତ୍ସବରେ ମୋ ସ୍କୁଲ ଅଭିଯାନକୁ କୃତି ଛାତ୍ରୀଙ୍କ ଏକ ବର୍ଷର ବୃତ୍ତି ରାଶି ଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ୱାଧିନତାର ଅମୃତ ମହୋତ୍ସବ ପାଳନ ଅବସରରେ ପାଇକମାଲ ବ୍ଲକ ମାଣ୍ଡୋସିଲ ଗ୍ରାମ ପଞ୍ଚାୟତ ଡୁମ୍ବେରବାହାଲ ଗ୍ରାମର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଜଣେ ମେଧାବୀ ଛାତ୍ରୀ ୨୦୨୦-୨୧ ଶିକ୍ଷା ବର୍ଷର ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାରେ ପ୍ରଥମ ସ୍ଥାନ
Read More...

ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଏଲ୍‌ଆଇସି କ୍ରିକେଟ ପକ୍ଷରୁ ଆଜାଦୀ କା ଅମୃତ ମହୋତ୍ସବ ପାଳନ ସହ ୭୬ତମ…

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଏଲ୍‌ସି କ୍ରିକେଟ କ୍ଲବ ପକ୍ଷରୁ ସ୍ଵାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଆଜାଦୀ କା ଅମୃତ ମହୋତ୍ସବ ପାଳନ କରାଯାଇଛି । ଉକ୍ତ କାର୍ଯ୍ୟକ୍ରମରେ କ୍ଲବର ସଦସ୍ୟମାନେ ଉକ୍ତ ବଙ୍ଗଳା ପରିସର ୭୬ତମ ସ୍ଵାଧୀନତା ଦିବସ ପାଳନ କରାଯାଇଥିଲା ଦେଶ ମାତୃକାର
Read More...

ତମିଆଁ ବ୍ରିଜ ଉପରୁ ୨୮୦ ବୋତଲ କଫ ସିରଫ ଜବତ : ଜଣେ ଗିରଫ

ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡ ବ୍ଲକ ଲରମ୍ଭା ଥାନା ଅନ୍ତର୍ଗତ ତମିଆଁ ବ୍ରିଜଠାରେ ଅବକାରୀ ବିଭାଗ ପକ୍ଷରୁ ଜଣେ ୧୯ ବର୍ଷିଆ ଯୁବକଙ୍କଠାରୁ ୨୮୦ ବୋତଲ ବେଆଇଅନ କଫ ସରିଫ ଜବତ କରିବା ସହ ଯୁବକକୁ ଗିରଫ କରିଛି । ଗରିଫ ହୋଇଥିବା ଯୁବକ ଜଣକ ହେଲେ ବରଗଡ ଜିଲ୍ଲା ଭେଡେନ ଥାନା ଅନ୍ତର୍ଗତ
Read More...

ହରଗୌରୀ ସୌନ୍ଦର୍ଯ୍ୟକରଣ ସ୍ୱେଚ୍ଛାସେବୀ ସଂଗଠନ ତରଫରୁ ଅମୃତ ମହୋତ୍ସବ ପାଳନ

ଶିବତଲା, (କେପିଏନ୍‌ଏସ୍‌) : ଭାରତର ସ୍ୱାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ଶିବତଲା ହରଗୌରୀ ସୌନ୍ଦର୍ଯ୍ୟକରଣ ସ୍ୱେଚ୍ଛାସେବୀ ସଂଗଠନ ଦ୍ୱାରା ମହାସମାରୋହରେ ଶିବତଲା ମୁଖ୍ୟ ବସଷ୍ଟାଣ୍ଡ ସ୍ଥିତ ଶହିଦ୍ କିଶୋର ମଲ୍ଲିକ ସମାଧି ପୀଠ ପରିସରରେ ଆଜାଦୀ କା ଅମୃତ ମହୋତ୍ସବ ପାଳିତ ହୋଇଯାଇଛି ।
Read More...

ସ୍ୱାଧୀନତାର ଅମୃତ ମହୋତ୍ସବ ପ୍ରସଙ୍ଗରେ ସାହିତ୍ୟ ଆସର

ଜାତୀୟତା ପ୍ରାଣରେ ଉଦବୁଦ୍ଧ ହୋଇ ବ୍ରିଟିଶ ବିରୁଦ୍ଧରେ ଲଢ଼ିଥିବା ଅବିଭକ୍ତ ଗଞ୍ଜାମ ଜିଲ୍ଲାର ମୁକ୍ତିସଂଗ୍ରାମ ଅଦ୍ୱିତୀୟ : ବିଭିନ୍ନ ବକ୍ତାଙ୍କ ମତପ୍ରକାଶ ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଓଡ଼ିଶା ସାହିତ୍ୟ ଏକାଡେମୀ ଏବଂ ଛତ୍ରପୁର ସାହିତ୍ୟ ସଂସଦର ମିଳିତ ଆନୁକୂଲ୍ୟରେ
Read More...

ଷଣ୍ଢମୂଳ ପ୍ରାଥମିକ ସେବା ସମବାୟ ସମିତିରେ ୭୬ତମ ସ୍ୱାଧୀନତା ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ଷଣ୍ଢମୂଳ ପ୍ରାଥମିକ ସେବା ସମବାୟ ସମିତି ପରିସରରେ ୭୬ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ ସମିତିର ସଭାପତି ରବି ନାରାୟଣ ପଣ୍ଡା ଯୋଗଦେଇ ଆନୁଷ୍ଠାନିକ ଜାତୀୟ ପତାକା
Read More...

କୋକସରାରେ ୭୬ତମ ସ୍ୱାଧୀନତା ଦିବସ ଅବସରରେ ପତାକା ଉତ୍ତୋଳନ

କୋକସରା, (କେପିଏନ୍‌ଏସ୍‌) : ଦେଶର ୭୬ତମ ସ୍ୱାଧୀନତା ଦିବସ ଅବସରରେ କଳାହାଣ୍ଡି ଜିଲ୍ଳାର କୋକସରା ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଦ୍ୟଳୟରେ ଜାତୀୟ ପତାକା ଉତ୍ତୋଳନ ହୋଇଯାଇଛି । ଚଳିତ ବର୍ଷ ଦେଶର ସ୍ୱାଧୀନତାକୁ ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ସମଗ୍ର ଦେଶରେ ସ୍ୱାଧୀନତା ଦିବସ ମହାସମାରୋହରେ
Read More...