Monthly Archives

August 2022

ବିଙ୍ଗ ହ୍ୟୁମାନ ଫାଉଣ୍ଡେସନର ତ୍ରିରଙ୍ଗା ଶୋଭାଯାତ୍ରା

ବଲାଙ୍ଗିର, (କେପିଏନ୍‌ଏସ୍‌) : ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ତରଫରୁ ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ସ୍ୱାଧୀନତା ଦିବସ ଦିନ ଏକ ବିଶାଳ ତ୍ରିରଙ୍ଗା ବାଇକ ଶୋଭାଯାତ୍ରା ଆୟୋଜିତ କରାଯାଇଥିଲା । ଏହି ଶୋଭାଯାତ୍ରାଟି ପୁଇଁତଲା ବ୍ଲକ ସମ୍ମୁଖରୁ ବାହାରି ବଲାଙ୍ଗିର ସହରରେ…
Read More...

ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ଛତ୍ରପୁର ଶାଖାରେ ୭୬ତମ ସ୍ଵାଧୀନତା ଦିବସ ପାଳନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଛତ୍ରପୁର ଶାଖାରେ ୭୬ତମ ସ୍ଵାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ କନିଷ୍ଠ ବିଭାଗର ଅଧ୍ୟକ୍ଷ କିଶୋର କୁମାର ବେହେରା ମୁଖ୍ୟଅତିଥି…
Read More...

ଅମୃତ କଳସ ସୁନା ଦୋକାନରେ ଡକାୟତି ଘଟଣା : ୪ ଡକାୟତଙ୍କୁ କୋର୍ଟ ଚାଲାଣ, ମାଷ୍ଟର ମାଇଣ୍ଡ ସ‌ହ ୩ ଫେରାର

ପାଟଣାଗଡ଼, (ଗୋରେଖନାଥ ବରିହା) : ଗତ ଅଗଷ୍ଟ ୫ ତାରିଖ ପାଟଣାଗଡ଼ ସହର ମଧ୍ୟସ୍ଥଳୀରେ ଥିବା ଅମୃତ କଳସ ସୁନା ଦୋକାନରୁ ୬ ଜଣ ବନ୍ଧୁକଧାରୀ ଡକାୟତ ସ୍ପଷ୍ଟ ଦିବାଲୋକରେ ଦୋକାନ ମାଲିକ ମୁକେଶ ଜୈନଙ୍କୁ ଗନ ପଏଣ୍ଟରେ ରଖି ପାଖାପାଖି ୨ କେଜି ସୁନା ଓ ୫୦ ହଜାର ଟଙ୍କା ଲୁଟି ନେଇଥିଲେ । ଦିନ…
Read More...

ସ୍ୱାଧୀନତାର ଅମୃତ ମହୋତ୍ସବରେ ମୋ ସ୍କୁଲ ଅଭିଯାନକୁ କୃତି ଛାତ୍ରୀଙ୍କ ଏକ ବର୍ଷର ବୃତ୍ତି ରାଶି ଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ୱାଧିନତାର ଅମୃତ ମହୋତ୍ସବ ପାଳନ ଅବସରରେ ପାଇକମାଲ ବ୍ଲକ ମାଣ୍ଡୋସିଲ ଗ୍ରାମ ପଞ୍ଚାୟତ ଡୁମ୍ବେରବାହାଲ ଗ୍ରାମର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଜଣେ ମେଧାବୀ ଛାତ୍ରୀ ୨୦୨୦-୨୧ ଶିକ୍ଷା ବର୍ଷର ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାରେ ପ୍ରଥମ ସ୍ଥାନ…
Read More...

ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଏଲ୍‌ଆଇସି କ୍ରିକେଟ ପକ୍ଷରୁ ଆଜାଦୀ କା ଅମୃତ ମହୋତ୍ସବ ପାଳନ ସହ ୭୬ତମ…

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଏଲ୍‌ସି କ୍ରିକେଟ କ୍ଲବ ପକ୍ଷରୁ ସ୍ଵାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଆଜାଦୀ କା ଅମୃତ ମହୋତ୍ସବ ପାଳନ କରାଯାଇଛି । ଉକ୍ତ କାର୍ଯ୍ୟକ୍ରମରେ କ୍ଲବର ସଦସ୍ୟମାନେ ଉକ୍ତ ବଙ୍ଗଳା ପରିସର ୭୬ତମ ସ୍ଵାଧୀନତା ଦିବସ ପାଳନ କରାଯାଇଥିଲା ଦେଶ ମାତୃକାର…
Read More...

ତମିଆଁ ବ୍ରିଜ ଉପରୁ ୨୮୦ ବୋତଲ କଫ ସିରଫ ଜବତ : ଜଣେ ଗିରଫ

ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡ ବ୍ଲକ ଲରମ୍ଭା ଥାନା ଅନ୍ତର୍ଗତ ତମିଆଁ ବ୍ରିଜଠାରେ ଅବକାରୀ ବିଭାଗ ପକ୍ଷରୁ ଜଣେ ୧୯ ବର୍ଷିଆ ଯୁବକଙ୍କଠାରୁ ୨୮୦ ବୋତଲ ବେଆଇଅନ କଫ ସରିଫ ଜବତ କରିବା ସହ ଯୁବକକୁ ଗିରଫ କରିଛି । ଗରିଫ ହୋଇଥିବା ଯୁବକ ଜଣକ ହେଲେ ବରଗଡ ଜିଲ୍ଲା ଭେଡେନ ଥାନା ଅନ୍ତର୍ଗତ…
Read More...

ହରଗୌରୀ ସୌନ୍ଦର୍ଯ୍ୟକରଣ ସ୍ୱେଚ୍ଛାସେବୀ ସଂଗଠନ ତରଫରୁ ଅମୃତ ମହୋତ୍ସବ ପାଳନ

ଶିବତଲା, (କେପିଏନ୍‌ଏସ୍‌) : ଭାରତର ସ୍ୱାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ଶିବତଲା ହରଗୌରୀ ସୌନ୍ଦର୍ଯ୍ୟକରଣ ସ୍ୱେଚ୍ଛାସେବୀ ସଂଗଠନ ଦ୍ୱାରା ମହାସମାରୋହରେ ଶିବତଲା ମୁଖ୍ୟ ବସଷ୍ଟାଣ୍ଡ ସ୍ଥିତ ଶହିଦ୍ କିଶୋର ମଲ୍ଲିକ ସମାଧି ପୀଠ ପରିସରରେ ଆଜାଦୀ କା ଅମୃତ ମହୋତ୍ସବ ପାଳିତ ହୋଇଯାଇଛି ।…
Read More...

ସ୍ୱାଧୀନତାର ଅମୃତ ମହୋତ୍ସବ ପ୍ରସଙ୍ଗରେ ସାହିତ୍ୟ ଆସର

ଜାତୀୟତା ପ୍ରାଣରେ ଉଦବୁଦ୍ଧ ହୋଇ ବ୍ରିଟିଶ ବିରୁଦ୍ଧରେ ଲଢ଼ିଥିବା ଅବିଭକ୍ତ ଗଞ୍ଜାମ ଜିଲ୍ଲାର ମୁକ୍ତିସଂଗ୍ରାମ ଅଦ୍ୱିତୀୟ : ବିଭିନ୍ନ ବକ୍ତାଙ୍କ ମତପ୍ରକାଶ ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଓଡ଼ିଶା ସାହିତ୍ୟ ଏକାଡେମୀ ଏବଂ ଛତ୍ରପୁର ସାହିତ୍ୟ ସଂସଦର ମିଳିତ ଆନୁକୂଲ୍ୟରେ…
Read More...

ଷଣ୍ଢମୂଳ ପ୍ରାଥମିକ ସେବା ସମବାୟ ସମିତିରେ ୭୬ତମ ସ୍ୱାଧୀନତା ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ଷଣ୍ଢମୂଳ ପ୍ରାଥମିକ ସେବା ସମବାୟ ସମିତି ପରିସରରେ ୭୬ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ ସମିତିର ସଭାପତି ରବି ନାରାୟଣ ପଣ୍ଡା ଯୋଗଦେଇ ଆନୁଷ୍ଠାନିକ ଜାତୀୟ ପତାକା…
Read More...

କୋକସରାରେ ୭୬ତମ ସ୍ୱାଧୀନତା ଦିବସ ଅବସରରେ ପତାକା ଉତ୍ତୋଳନ

କୋକସରା, (କେପିଏନ୍‌ଏସ୍‌) : ଦେଶର ୭୬ତମ ସ୍ୱାଧୀନତା ଦିବସ ଅବସରରେ କଳାହାଣ୍ଡି ଜିଲ୍ଳାର କୋକସରା ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଦ୍ୟଳୟରେ ଜାତୀୟ ପତାକା ଉତ୍ତୋଳନ ହୋଇଯାଇଛି । ଚଳିତ ବର୍ଷ ଦେଶର ସ୍ୱାଧୀନତାକୁ ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ସମଗ୍ର ଦେଶରେ ସ୍ୱାଧୀନତା ଦିବସ ମହାସମାରୋହରେ…
Read More...