‘ନବୀନ’ କାର୍ଯ୍ୟାଳୟରେ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ ଓ ଦେଶାତ୍ମବୋଧକ କବିତା ପାଠ ଅନୁଷ୍ଠିତ
ବ୍ରହ୍ମପୁର, (କେପିଏନ୍ଏସ୍) : ସ୍ଥାନୀୟ 'ନବୀନ' କାର୍ଯ୍ୟାଳୟରେ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ ପରିପ୍ରେକ୍ଷୀରେ ୭୬ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବରରେ ପାଳିତ ହୋଇଯାଇଛି । ଏହି ଅବସରରେ ଦେଶାତ୍ମବୋଧକ କବିତା ପାଠ କରାଯାଇଥିଲା । ଡ଼. ଡ଼ମ୍ବରୁଧର ସାହୁ ମୁଖ୍ୟ ଅତିଥି ଭାବେ!-->…
Read More...
Read More...