Monthly Archives

August 2022

ପିପିଲିରେ ଜାତୀୟ କ୍ରୀଡ଼ା ଦିବସ ପାଳିତ

ପିପିଲି : ହକିର ଯାଦୁଗର ମେଜର ଧ୍ୟାନଚାନ୍ଦଙ୍କ ଜୟନ୍ତୀ ଅବସରରେ ପିପିଲି ସାଂସ୍କୃତିକ ପରିଷଦ ପକ୍ଷରୁ ସୋମବାର ପିପିଲିରେ ଜାତୀୟ କ୍ରୀଡ଼ା ଦିବସ ସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ସକାଳ ୭ଟାରେ ପିପିଲି ନୋଡାଲ ହାଇସ୍କୁଲ ଖେଳପଡ଼ିଆରୁ ଏକ ବିଶାଳ କ୍ରୀଡା ଶୋଭାଯାତ୍ରା ବାହାରି
Read More...

ତ୍ରିଲୋଚନପୁର ଗ୍ରାମ ପଞ୍ଚାୟତରେ ଜନ ଅଭିଯୋଗ ଶୁଣାଣି ଶିବିର

ଲାଞ୍ଜିଗଡ଼ : ମହାମାରୀ କୋଭିଡ ପରିସ୍ଥିତି ପରେ କଳାହାଣ୍ଡି ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭିନ୍ନ ବ୍ଲକରେ ଜନ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର ଆରମ୍ଭ ହୋଇଥିବା ବେଳେ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ପରେ ଏବେ ପ୍ରତି ସୋମବାର ଦିନ ବ୍ଲକ ପ୍ରଶାସନ ପକ୍ଷରୁ ବିଭିନ୍ନ ଗ୍ରାମ ପଞ୍ଚାୟତରେ ଜନ ଅଭିଯୋଗ
Read More...

ଶଗଡାଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ବ୍ଲକର ଶଗଡା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟଠାରେ ସୋମବାର ଦିନ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସତ୍ୟରଞ୍ଜନ ସାହୁ ଓ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ
Read More...

ସଚେତନ ହେମା ଅନୁଷ୍ଠାନ ତରଫରୁ ଅହିଂସା ରଥକୁ ସ୍ୱାଗତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଢୋଲବନ୍ଧ ଗ୍ରାମରେ ଥିବା ସଚେତନ ହେମା ନାଟ୍ୟ ଅନୁଷ୍ଠାନ ତରଫରୁ ସର୍ଗିବାହାଲ ଛକଠାରେ ଅହିଂସା ରଥକୁ ଭବ୍ୟ ସମ୍ବର୍ଦ୍ଧନା ଓ ସ୍ୱାଗତ କରାଯାଇଛି । ଅହିଂସା ଓ ଭାରତ ମାତାର ଜୟ ଗାନ କରାଯାଇ ରଥକୁ ପୂଜା କରାଯାଇଥିଲା । ମୁଖ୍ୟ ଅତିଥି ଭାବରେ
Read More...

ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ କାର୍ଯ୍ୟାଳୟ ସଭାଗୃହଠାରେ କନ୍ଧମାଳ ଜିଲ୍ଲାପାଳ ଆଶିଷ ଇଶ୍ୱର ପାଟିଲଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି । ଫିରିଙ୍ଗିଆ ଗୋଷ୍ଠୀ ଉନ୍ନୟନ ଅଧିକାରୀ ରଶ୍ମିରଞ୍ଜନ ମହନ୍ତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଏହି
Read More...

ନାକୁରୁଣ୍ଡିଠାରେ ବ୍ଲକସ୍ତରୀୟ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

କଲମପୁର : ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ଗ୍ରାମ ପଞ୍ଚାୟତରେ ବ୍ଲକ ସ୍ତରୀୟ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲାର ପ୍ରତ୍ୟେକ ଗ୍ରାମ ପଞ୍ଚାୟତ ଗୁଡିକରେ ଜନଶୁଣାଣି କାର୍ଯ୍ୟକ୍ରମ କରିବାକୁ
Read More...

ପିଜି ନାମଲେଖା ପ୍ରକ୍ରିୟା : ସରିଲା ମାର୍କ ଅପଡେଟ୍‌, ୫ରେ ମେଧା ତାଲିକା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ ସ୍ନାତକୋତ୍ତର (ପିଜି)ରେ ନାମଲେଖା ପ୍ରକ୍ରିୟା ଜାରି ରହିଛି । ରବିବାର ଦିନ ଛାତ୍ରଛାତ୍ରୀମାନେ ସାମ୍ସରେ ସେମାନଙ୍କ ଯୁକ୍ତ ତିନି ମାର୍କ ଅପଡେଟ୍‌ କରିଛନ୍ତି । ଅପଡେଟ୍‌ ପ୍ରକ୍ରିୟା ଶେଷ ହୋଇଥିବା ବେଳେ
Read More...

ମହାନଦୀରେ ଭାସୁଛି ଅଜଣା ମୃତଦେହ

ବୌଦ୍ଧ, (ବଂଶୀଧର ମାଝୀ) : ମହାନଦୀରେ ଭାସୁଛି ଅଜଣା ମୃତଦେହ । ବୌଦ୍ଧ ସହର ମର୍ଯାକୁଦ ପୋଲ ନିକଟରେ ଏକ ଅଜଣା ମୃତଦେହ ଭାସୁଥିବା ସ୍ଥାନୀୟ ଲୋକେ ଦେଖି ପୋଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି । ସୂଚନାନୁଯାୟୀ, ମଙ୍ଗଳବାର ସକାଳ
Read More...

ଅଧରାତିରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ : ୩ ଭାଇଙ୍କ ସମେତ ୪ ଗିରଫ

ଭୁବନେଶ୍ୱର : ଅଧରାତିରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଥିବା ଜଣାପଡିଛି । ଠେଙ୍ଗା ଓ ବାଡ଼ିରେ ପିଟି ହତ୍ୟା ଉଦ୍ୟମ କରାଯାଇଛି । ଅଭିଯୋଗ ପାଇ ଖାରବେଳନଗର ଥାନା ପୁଲିସ ୩ ଭାଇଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି । ସେମାନେ ହେଲେ ଖାରବେଳନଗର ଥାନା ପଛ କଳିଙ୍ଗହାଟ ହରିଜନ ସାହିରେ
Read More...

ବାଇକ୍ ଚୋରି କରି ଧରାପଡିଲେ ୪ ଜଣ, ୨ ବାଇକ୍ ଓ ୪ ମୋବାଇଲ ଜବତ

ବୌଦ୍ଧ, (କେପିଏନ୍‌ଏସ୍‌) : ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଦେଉଳି ଗ୍ରାମରୁ ଗତ ୨୩ ତାରିଖରେ ବାଇକ୍ ଓ ମୋବାଇଲ୍ ଚୋରି ହୋଇଥିବା ଘଟଣାରେ ପୋଲିସ ହାତରେ ୪ ଜଣ ଧରାପଡିଛନ୍ତି । ଏଥିସହ ଜଣେ ନାବାଳକ ଅଟକ ରହିଛି । ସୂଚନା ଅନୁସାରେ ଗତ ୨୩ ତାରିଖ ରାତିରେ ଦେଉଳି ଗ୍ରାମର ସାହୁ କଲୋନୀରୁ
Read More...