Monthly Archives

August 2022

ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ସ୍ୱାଧୀନତା ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଶିଶୁ ମନ୍ଦିର ପରିସରରେ ସ୍ଥାନୀୟ ସମ୍ପାଦକ ଜନକ ଲାଲ ମେହେର ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଦୀପ ପ୍ରଜ୍ୱଳନ କରି ପତାକା ଉତ୍ତୋଳନ କରି ପ୍ୟାରେଡ଼ ଉତ୍ସବ ଅଭିବାଦନ ଗ୍ରହଣ
Read More...

ପାଇକମାଲ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟରେ ୭୬ତମ ସ୍ୱାଧୀନତା ଦିବସ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାତା ତଥା ପଦ୍ମପୁର ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ୭୬ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କରିଛନ୍ତି । ବିଦ୍ୟାଳୟର
Read More...

ପାଟଣାଗଡ଼ ଉପଖଣ୍ଡସ୍ତରୀୟ ୭୬ତମ ସ୍ଵାଧିନତା ଦିବସ ପାଳନ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡସ୍ତରୀୟ ୭୬ତମ ସ୍ଵାଧିନତା ଦିବସ ସ୍ଥାନୀୟ ରମାଇଁ ହାଇସ୍କୁଲ ଖେଳ ପଡିଆଠାରେ ରାଜ୍ୟ ସରକାରଙ୍କ ନିୟମ ଅନୁଯାୟୀ କୋଭିଡ କଟକଣା ଓ ସାମାଜିକ ଦୂରତା ମଧ୍ୟରେ ପାଳିତ ହୋଇଯାଇଛି । ଏହି ଅବସରରେ ପ୍ରତ୍ୟୁଷରୁ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ
Read More...

ବଲାଙ୍ଗିରରେ ଜିଲ୍ଲା ସ୍ତରୀୟ ୭୬ତମ ସ୍ୱାଧୀନତା ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲା ସ୍ତରୀୟ ୭୬ ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । କରୋନା କଟକଣା ଯୋଗୁଁ କୋଭିଡ ନିର୍ଦ୍ଦେଶାବଳୀ ଅନୁସାରେ ଜିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସ ପାଳନ କରାଯାଇଥିଲା । ଏହି ଉପଲକ୍ଷେ ପ୍ରତ୍ୟୁଷରୁ ଜିଲ୍ଲା
Read More...

ରେଙ୍ଗାଲଜୁରୀ ଜୟତରୁଣ ଯୁବକ ସଂଘ ପକ୍ଷରୁ ୭୬ତମ ସ୍ଵାଧୀନତା ଦିବସ ପାଳିତ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ଚଙ୍ଗରିଆ ପଞ୍ଚାୟତ ରେଙ୍ଗାଲଜୁରୀ ଗ୍ରାମର ଜୟତରୁଣ ଯୁବକ ସଂଘ ପକ୍ଷରୁ ଆଜି ପବିତ୍ର ୭୬ତମ ସ୍ୱାଧୀନତା ଦିବସ ସ୍ଥାନୀୟ ଯୁବକ ସଂଘ କାର୍ଯ୍ୟାଳୟ ପରିସରରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳ ୮.୩୦ମି ଘଟିକା ସମୟରେ
Read More...

ଶାନ୍ତି ତପୋବନ ଆଶ୍ରମରେ ସ୍ୱାଧୀନତା ଦିବସ ପାଳିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଚକରକେନ୍ଦ ଛକ ସ୍ଥିତ ଶାନ୍ତି ତପୋବନ ଆଶ୍ରମ, ମାତୃଛାୟା, ବାନପ୍ରସ୍ଥ ପରିସରରେ ୭୬ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ବାନପ୍ରସ୍ଥର ଅନ୍ତେବାସିନୀ ଶ୍ରୀମତୀ ସୁମିତ୍ରା ଶତପଥି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରି ଅଭିବାଦନ
Read More...

ତ୍ରିରଙ୍ଗାରେ ଝଲସୁଛି ଐତିହାସିକ ପୋତାଗଡ଼

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ସାରା ଦେଶରେ ପାଳିତ ହୋଇଛି ୭୬ତମ ସ୍ୱାଧୀନତା ଦିବସ । ପ୍ରଥମ ଥର ପାଇଁ ଐତିହାସିକ ପୋତାଗଡ଼ ତ୍ରିରଙ୍ଗାରେ ଝଲସୁଥିବା ଦେଖିବାକୁ ମିଳିଛି । ତହସିଲଦାର ଅରୁଣ କୁମାର ନାୟକଙ୍କ ନିଜସ୍ୱ ଉଦ୍ୟମରେ ପୋତାଗଡ଼ ଚାରି ପାଖରେ ତ୍ରିରଙ୍ଗା ଉଡୁଥିବା ବେଳେ ପୋତାଗଡ଼
Read More...

କେନ୍ଦ୍ରାପଡା ଜିଲ୍ଲା ଗସ୍ତରେ ଛତ୍ରପୁର ଅଷ୍ଟମ ବାଟାଲିୟନ ଓଡ୍ରାଫ ଟିମ୍‌

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗତ କିଛିଦିନ ହେବ ଲଘୁଚାପ ଜନିତ ଲଗାଣ ବର୍ଷାରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଏଥିପାଇଁ ସରକାର ଏବଂ ଜିଲ୍ଲା ପ୍ରଶାସନ ନଈକୂଳିଆ ଲୋକଙ୍କୁ ସ୍ଥାନାନ୍ତର କରିଥିବା ବେଳେ ବନ୍ୟା ସ୍ଥିତି ଅଞ୍ଚଳଗୁଡିକ ପ୍ରତି ସତର୍କତା
Read More...

ମଣ୍ଟେଶ୍ୱରୀ ପବ୍ଲିକ ସ୍କୁଲରେ ୭୬ତମ ସ୍ୱାଧୀନତା ଦିବସ ପାଳିତ : ଯୋଗ ଦେଲେ ପୌରାଧ୍ୟକ୍ଷା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ମାଲପଡା ସ୍ଥିତ ମଣ୍ଟେଶ୍ୱରୀ ପବ୍ଲିକ ସ୍କୁଲରେ ୭୬ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ପୌର ପରିଷଦର ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ପତାକା ଉତ୍ତୋଳନ କରିଥିଲେ ।
Read More...

ବଲାଙ୍ଗିର ମନୋହରପୁର ସ୍ଥିତ ରିଜର୍ଭ ପୋଲିସ ପଡିଆରେ ଜାତୀୟ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ପ୍ରଦୀପ କୁମାର ଅମାତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ମନୋହରପୁର ସ୍ଥିତ ରିଜର୍ଭ ପୋଲିସ ପଡିଆରେ ୭୬ତମ ସ୍ୱାଧୀନତା ଦିବସ ପାଳିତ ଅବସରରେ ମୁଖ୍ୟ ଅତିଥି ଭାବେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଂଚାୟତିରାଜ ଓ ପାନୀୟ ଜଳ ଏବଂ ସୂଚନା ଓ ଲୋକ ସଂପର୍କ ମନ୍ତ୍ରୀ
Read More...