Monthly Archives

August 2022

ସ୍ୱାଧୀନତା ଦିବସ ପାଳିତ

ଲୋଇସିଂହା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ ଛକ ସ୍ଥିତ ରାଇଜିଙ୍ଗ ୟୁଥ କ୍ଲବ ଆନୁକୂଲ୍ୟରେ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ପୋଲିସ ଅଧିକାରୀ ହେମସାଗର ନନ୍ଦ ଯୋଗଦେଇ ଆନୁଷ୍ଠାନିକ ଭାବେ ପତାକା ଉତ୍ତୋଳନ କରିଥିଲେ । ସରୋଜ
Read More...

ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଓଡିଶା ପାଳନ କରୁଛି ନାନାବିଧ ସ୍ୱତନ୍ତ୍ର କାର୍ଯ୍ୟକ୍ରମ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭାରତ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ୧୫ ଅଗଷ୍ଟ, ୨୦୨୨ଠାରୁ ଅକ୍ଟୋବର ୨ ଗାନ୍ଧୀଜୟନ୍ତୀ ପର୍ଯ୍ୟନ୍ତ ଓଡ଼ିଶା ପାଳନ କରୁଛି ନାନାବିଧ ସ୍ୱତନ୍ତ୍ର କାର୍ଯ୍ୟକ୍ରମ । ୭୬ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ସ୍ଥଳରୁ ଆରମ୍ଭ ହେବ ଅଂହିସା ରଥ
Read More...

ଶହ ଶହ ଗଙ୍ଗାଧର ପ୍ରେମୀଙ୍କ ଗହଣରେ ଘେଁସରେ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଅଭିମନ୍ୟୁ ସାହିତ୍ୟ ସଂସଦ ଘେଁସ ଓ ଭୂଲିଆ ସମାଜ ମିଳିତ ଆୟୋଜନରେ ବୈଦିକ ଯଜ୍ଞ ମଣ୍ଡପଠାରେ ସ୍ୱଭାବ କବିଙ୍କର ଜୟନ୍ତୀ ପାଳିତ ହୋଇଯାଇଛି । ସାହିତ୍ୟ ସଂସଦର ସଭାପତି ସୁଶାନ୍ତ ମିଶ୍ରଙ୍କ ପୌରୋହିତ୍ୟରେ ଆୟୋଜିତ ଜୟନ୍ତୀ ସଭାରେ ଗଙ୍ଗାଧର ସାହିତ୍ୟର ପ୍ରସିଦ୍ଧ
Read More...

ହୀରାକୁଦ ଜଳଭଣ୍ଡାରର ପଛୁଆ ଜଳରେ ଜଳବନ୍ଦୀ ଗାଁ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲାର ଅମ୍ଭାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି, ଅନ୍ତରାଡି, ଘୁଘୁରାପାଲି ଗାଁରେ ଗତକାଲିଠାରୁ ହୀରାକୁଦ ଜଳଭଣ୍ଡାରର ପଛୁଆ ଜଳ ପ୍ରବେଶ ଯୋଗୁଁ ଗ୍ରାମବାସୀମାନେ ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି । ଜିଲ୍ଲା ପ୍ରଶାସନ ପକ୍ଷରୁ ଅମ୍ଭାଭୋନା ତହସିଲଦାର
Read More...

ଏସ୍‌ପି ଅଫିସରେ ସ୍ୱାଧୀନତା ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଏସ୍‌ପି ଅଫିସ ପରିସରରେ ୭୬ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ବଲାଙ୍ଗିର ଏସ୍‌ପି ନୀତିନ କୁଶଲକର ଜାତୀୟ ପତକାକୁ ଉତ୍ତୋଳନ କରିଥିବା ବେଳେ ଜିଲ୍ଲା ପୋଲିସର ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ ।
Read More...

ଆଜାଦୀ କା ଅମୃତ ମହୋତ୍ସବ ପାଳନ ଅବସରରେ ବିଦ୍ୟାଳୟରେ ପ୍ରତିଯୋଗିତା ଅନୁଷ୍ଠିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ସ୍ୱାଧୀନତାର ୭୫ତମ ପୂର୍ତ୍ତି ଅବସରରେ ଓ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଏବଂ ଆଜାଦୀ କା ଅମୃତ ମହୋତ୍ସବ ପାଳନ ପରିପ୍ରେକ୍ଷୀରେ କଣାସ ବ୍ଲକର ବରଦା ବାଦଲପୁର ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀମାନେ ଜୟଶ୍ରୀ ଦାସ, ପ୍ରତିଭା ପ୍ରଧାନ, ତପନ ବେହେରା,
Read More...

ଉପୁଡିଲା ବିରାଟକାୟ ବରଗଛ : ଏବେ ରାସ୍ତା ଉପରେ ବିପଦ ସଂଙ୍କୁଳ ଅବସ୍ଥାରେ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ବ୍ଲକ ହର୍ଡାଟାଲ ଠାରେ ଏକ ବିରାଟକାୟ ବରଗଛ ଉପୁଡି ଏବେ ମୁଖ୍ୟ ରାସ୍ତା ଉପରେ ବିପଦ ସଂଙ୍କୁଳ ଅବସ୍ଥାରେ ରହିଥିବା ଜଣାପଡିଛି । ଏଥିଯୋଗୁଁ ବଲାଙ୍ଗିର-ପାଟଣାଗଡ ଜାତୀୟ ରାଜପଥ ହର୍ଡାଟାଲ ଘଟଣାସ୍ଥଳର ଦୁଇ ପଟରେ ଶହ ଶହ ଯାନବାହାନ ଅଟକି ରହିଥିବା
Read More...

୭୬ତମ ସ୍ୱାଧୀନତା ଦିବସ ପାଳନ କଲା ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ୭୬ତମ ସ୍ୱାଧୀନତା ଦିବସ ସ୍ଥାନୀୟ ସାମ୍ବାଦିକ ଭବନଠାରେ ପାଳିତ ହୋଇଯାଇଛି । ସଂଘର ଉପସଭାପତି ଆନନ୍ଦ ଚନ୍ଦ୍ର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପୂର୍ବତନ ସଭାପତି ତଥା ବରିଷ୍ଠ ସାମ୍ବାଦିକ
Read More...

୭୬ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୭୬ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହରେ ପୂର୍ବାହ୍ନ ୯ ଟାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିବେ । ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ସ୍ବତନ୍ତ୍ର ଫଟୋଚିତ୍ର
Read More...

ରାଜ୍ୟସ୍ତରୀୟ ୭୬ତମ ସ୍ୱାଧୀନତା ଦିବସ ସମାରୋହ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହର ସିଧାପ୍ରସାରଣ ବିଭିନ୍ନ ବୈଦ୍ୟୁତିକ ଗଣମାଧ୍ୟମରେ ଦେଖିପାରିବେ । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଲାଇଭ୍ କମନ୍ ଫିଡ୍ ପ୍ରଦାନ ବ୍ୟବସ୍ଥା କରାଯାଇଛି । ଏଥି ସହିତ ବିଭାଗର ୟୁଟ୍ୟୁବ୍ ଚାନେଲ୍‌ରେ ମଧ୍ୟ
Read More...