Monthly Archives

August 2022

ଧର୍ମଗଡଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଅଧ୍ୟକ୍ଷତାରେ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ

କଳାହାଣ୍ଡି, (ପି.କେ. ସାହୁ) : ଧର୍ମଗଡ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜିଙ୍କ ଯୁଗ୍ମ ଅଧକ୍ଷତାରେ ଗତକାଲି ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲା ଉନ୍ନୟନ ଅଧିକାରୀ ତଥା ନିର୍ବାହୀ
Read More...

ଭାରସାମ୍ୟ ହରାଇ ଓଲଟିଲା ଅଟୋ, ୧୫ ଯାତ୍ରୀ ଆହତ

ଦାରିଙ୍ଗବାଡ଼ି : କନ୍ଧମାଳ ଜିଲ୍ଲା ବୁଡାଗୁଡ଼ା ନେଡିପାଙ୍ଗା ନିକଟରେ ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଏହି ଦୁର୍ଘଟଣାରେ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ, ୧୫ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ଏକ ଅଟୋ ହଠାତ୍‌ ବୁଡାଗୁଡ଼ା
Read More...

ଜାତୀୟ କ୍ରୀଡ଼ା ଦିବସରେ କ୍ରୀଡ଼ା ସାମଗ୍ରୀ ପ୍ରଦାନ କଲେ ସମାଜସେବୀ ଦିଲ୍ଲୀପ ଧାଉଡିଆ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : କ୍ରୀଡାର ଗୁରୁତ୍ୱ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ପ୍ରତିବର୍ଷ ଅଗଷ୍ଟ-୨୯ ତାରିଖକୁ ଜାତୀୟ କ୍ରୀଡ଼ା ଦିବସ ଭାବେ ପାଳନ କରାଯାଏ । ହକିର ଯାଦୁଗର ତଥା ମହାନ ଅଲମ୍ପିଆନ ଓ ସର୍ବକାଳୀନ ସର୍ବଶ୍ରେଷ୍ଠ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ
Read More...

ଆସନ୍ତା ସେପ୍ଟେମ୍ବର ୩ ତାରିଖରୁ ୬ ତାରିଖ ପର୍ଯ୍ୟନ୍ତ କଳାହାଣ୍ଡି ଜିଲ୍ଲାରେ ପରିକ୍ରମା କରିବ ଅହିଂସା ରଥ

କଳାହାଣ୍ଡି, (ପି.କେ. ସାହୁ) : ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ତଥା ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ଗତ ୧୫ ତାରିଖରୁ ଭୁବନେଶ୍ୱରରୁ ଅହିଂସା ରଥ ବିଭିନ୍ନ ଜିଲ୍ଲା ପରିକ୍ରମା କରି ଆସନ୍ତା ତା୦୩.୦୯.୨୦୨୨ରିଖ ଦିନ କଳାହାଣ୍ଡି ଜିଲ୍ଲାରେ ପ୍ରବେଶ କରିବ । ନୂଆପଡ଼ା ଜିଲ୍ଲା ସିନାପାଲି
Read More...

ବିଶିଷ୍ଟ ଚିତ୍ରଶିଳ୍ପୀ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ : ସରକାରୀ ସହାୟତା ଜରୁରୀ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସହରର ଜଣେ ଖ୍ୟାତି ଅର୍ଜନ କରିଥିବା ଚିତ୍ରଶିଳ୍ପୀ ତଥା ଚିତ୍ରକଳାରେ ପାରଦର୍ଶିତା ଅର୍ଜନ କରିଥିବା ପୂର୍ଣ୍ଣଚନ୍ଦ୍ର ସେଠୀଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଛି । ତାଙ୍କର ଡାହାଣ ଗୋଡ଼ରେ ପୂର୍ବେ ଗୋଟିଏ କଣ୍ଟା ଗଳି ପଡ଼ିଥିଲା । ସେ
Read More...

ଉତ୍କଳ ଭାରତୀ କୁନ୍ତଳା କୁମାରୀଙ୍କ ତିରୋଧନ ଦିବସ ଓ ବର୍ଷା ସାହିତ୍ୟ ଆସର ଆୟୋଜିତ

ରାଉରକେଲା, (ସସ୍ମିତା ପ୍ରଦାନ) : ସହରର ପ୍ରଗତିଶୀଳ ସାହିତ୍ୟନୁଷ୍ଠାନ ଓଡିଆ ଭାଷା ବିକାଶ ମଞ୍ଚ ଓ ବାଜି ରାଉତ ଶିକ୍ଷା ନିକେତନର ମିଳିତ ଆନୁକୂଲ୍ୟରେ ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତଙ୍କ ତିରୋଧନ ଦିବସ ଓ ବର୍ଷା ସାହିତ୍ୟ ଆସର ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର
Read More...

ଅଗ୍ନିଶମ ବାହିନୀରେ ଗଢା ହେବ ଷ୍ଟ୍ରାଇକିଂ ଫାୟାର ଫୋର୍ସ

ବିପର୍ଯ୍ୟୟ ସମୟରେ ତ୍ୱରିତ ଉଦ୍ଧାର କାର୍ଯ୍ୟ ପାଇଁ ନିୟୋଜିତ ହେବେକଟକ, ସମ୍ବଲପୁର ଓ ବ୍ରହ୍ମପୁରରେ ରହିବ ଏହାର ୩ଟି ୟୁନିଟ୍‌ସୃଷ୍ଟି ହେବ ୧୪୪ଟି ପଦବୀ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବର୍ତ୍ତମାନ ସମୟର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଅଗ୍ନିଶମ ବାହିନୀକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ
Read More...

ରମ୍ଭା ଉଚ୍ଚ ବିଦ୍ୟାଳୟ ପରିସରରେ ଜାତୀୟ କ୍ରୀଡା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ପ୍ରତି ବର୍ଷ ପରି ଚଳିତ ବର୍ଷ ଜାତୀୟ ସ୍ତରରେ ଅଗଷ୍ଟ ୨୯କୁ ସମଗ୍ର ଦେଶ ଜାତୀୟ କ୍ରୀଡା ଦିବସ ପାଳନ କରୁଥିବା ବେଳେ ଅନୁରୂପ ଭାବେ ରମ୍ଭା ଉଚ୍ଚ ବିଦ୍ୟାଳୟ ପରିସରରେ ହକି କିମ୍ବଦନ୍ତୀ ଧ୍ୟାନଚାନ୍ଦ ଜନ୍ମ ଦିବସ ଅବସରରେ ସ୍ଥାନୀୟ ବିଦ୍ୟାଳୟ ପରିସରରେ
Read More...

ନୂଆଁଖାଇ ପାଇଁ ଚଳଚଂଚଳ ବରଗଡ ଜିଲ୍ଲା : ସହରରେ ଡିଙ୍ଗରା ପିଟି ଲଗ୍ନ ଘୋଷଣା

ବରଗଡ଼, (ନିରୋଜ କୁମାର ପାଣୀ) : 'ସୁନ ସୁନ ଗାଁର ଲୁକେ ସୁନ । ଆଏବା ଗୁରବାର ୧ ତାରିଖ ପଚଂମୀ ତିଥି ଦିନର ୧୦.୩୩ରୁ ୧୧.୦୮ ଭିତରେ ନୂଆଁ ଖାଏବାର ଲାଗି ଗ୍ରାମଦେବୀ ମା' ସମଲେଇଙ୍କ ମନ୍ଦିର ନୁ ଲଗନ ବାହାରିଛେ । ହେ ସମିୟା ଭିତରେ ସଭେ ନିଜ ନିଜ ଇଷ୍ଟ ଦେବାଦେବୀ ନୁ ନୂଆଁ ଲଗାଇ କରି ନୂଆ
Read More...

୧୪୪ ସଦସ୍ୟ ବିଶିଷ୍ଟ ଏକ ଷ୍ଟ୍ରାଇକିଂ ଫାୟାର୍ ଫୋର୍ସ ଗଠନ କରାଯିବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଅଗ୍ନି ଦୁର୍ଘଟଣା ସମୟରେ ଲୋକଙ୍କ ଉଦ୍ଧାର କାର୍ଯ୍ୟକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ୧୪୪ ସଦସ୍ୟ ବିଶିଷ୍ଟ ଏକ ଷ୍ଟ୍ରାଇକିଂ ଫାୟାର୍ ଫୋର୍ସ ଗଠନ କରାଯିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ରାଜ୍ୟର କଟକ, ସମ୍ବଲପୁର ଓ ବ୍ରହ୍ମପୁରରେ ଥିବା ୩ଟି
Read More...