Monthly Archives

August 2022

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୮୮ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୮୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୧୪୪ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୭୮୬ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୬୮ ଜଣ
Read More...

ଯୁକ୍ତ ଦୁଇ କଳା ପରୀକ୍ଷା ଫଳ : ଇସାରା କୌଶିକ ସୋନପୁର କଲେଜ ଟପର

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଗତ ୮ତାରିଖ ଯୁକ୍ତ ଦୁଇ କଳା ପରୀକ୍ଷା ଫଳ ପ୍ରକାଶ ପାଇଥିଲା । ଏଥିରେ ଇସାରା କୌଶିକ ୮୯ପ୍ରତିଶତ (୫୩୪) ମାର୍କ ରଖି ସୋନପୁର କଲେଜ ଟପର ହୋଇଛନ୍ତି । ସୋନପୁର କଲେଜର ୧୯୦ ଜଣ ଛାତ୍ରଛାତ୍ରୀ ଦ୍ୱିତୀୟ ଶ୍ରେଣୀ, ୩୯ ଜଣ ଛାତ୍ରଛାତ୍ରୀ ତୃତୀୟ ଶ୍ରେଣୀରେ ପାସ
Read More...

ଅଗ୍ରଗାମୀ ଯୁବକ ସଂଘଠାରେ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଅନୁଷ୍ଠିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଉତ୍ସବରେ ଅଗ୍ରଗାମୀ ଯୁବକ ସଂଘଠାରେ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ବିଧାୟକ ଦେବେଶ ଆଚାର୍ଯ୍ୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ବରଗଡ଼ ସାଂସଦ ସୁରେଶ ପୂଜାରୀ ଯୋଗ ଦେଇ କବି
Read More...

ମହାଦେବ ବଢିଆଙ୍କ ପରଲୋକ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ କଛାରପାଲି ଗାଁର କନ୍ଧପାଲି ନିବାସୀ ମହାଦେବ ପରାଭୁଏଙ୍କ ଶନିବାର ସକାଳ ପ୍ରାୟ ୧୦ଟା ସମୟରେ ପରଲୋକ ଘଟିଯାଇଛି । ତାଙ୍କ ଶେଷ ସମୟରେ ଜଣେ ପୁଅ ଗୋବିନ୍ଦ, ୩ ଜଣ ଝିଅ ସୋଭାଗିନି, ଶ୍ରୀୟା, କସ୍ତୁରୀ ଉପସ୍ଥିତ ଥିଲେ । ଦେଓଗାଁ ସୋନଗଡ ନଦୀରେ ତାଙ୍କର
Read More...

ରାଜ୍ୟସ୍ତରୀୟ ବିଶ୍ୱ ଅଙ୍ଗଦାନ ଦିବସ ପାଳିତ

ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ସୁରଜ ସ୍ମାରକୀ ସମ୍ମାନରେ ଗଞ୍ଜାମର ଦୁଇ ପରିବାରଙ୍କୁ ସମ୍ମାନିତ ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବିଶ୍ୱ ଅଙ୍ଗଦାନ ଦିବସ ଅବସରରେ ଗତକାଲି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ଏକ ଭିଡିଓ ଆଭାସୀ ମାଧ୍ୟମରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
Read More...

ଦିବ୍ୟରଂଜନଙ୍କ ମୃତ ଦେହ ଉଦ୍ଧାର ପରେ ସୋନପୁରରେ ହେଲା ଶବ ବ୍ୟବଚ୍ଛେଦ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଶାନ୍ତିପଡ ନିବାସୀ ତଥା ବରଗଡ ଜିଲ୍ଲା ବରପାଲି ପିଏନ୍‌ବି ବ୍ୟାଙ୍କର କୃଷି ଅଧିକାରୀ ଦିବ୍ୟରଂଜନ ମିଶ୍ରଙ୍କ ମୃତ ଦେହ ଆଜି ଅପରାହ୍ନରେ ଲଛିପୁର ନିକଟସ୍ଥ ଅଙ୍ଗନଦୀ କୂଳରେ ଉଦ୍ଧାର ହୋଇଥିବା ବେଳେ ସୋନପୁର ମୁଖ୍ୟ ଚିକିତ୍ସାଳୟର ଶବ ବ୍ୟବଚ୍ଛେଦ
Read More...

ଗଞ୍ଜାମ ବ୍ଲକ ଅବସରପ୍ରାପ୍ତ କର୍ମଚାରୀ ସଂଘ ତରଫରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅବସରପ୍ରାପ୍ତ କର୍ମଚାରୀ ସଂଘ ତରଫରୁ ସ୍ଵାଧୀନତାର ୭୫ ବର୍ଷ ପୂର୍ତ୍ତି ଅମୃତ ମହୋତ୍ସବ ପାଳନ ପରିପ୍ରେକ୍ଷୀରେ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା ଏବଂ ପୂଜ୍ୟପୂଜା ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ରମ୍ଭା ଗାୟତ୍ରୀ ଶକ୍ତିପୀଠ ପରିସରରେ
Read More...

ଅଖିଳ ଭାରତୀୟ ମାରୱାଡ଼ି ମହିଳା ସଙ୍ଘ ପକ୍ଷରୁ ରକ୍ଷା ବନ୍ଧନ କାର୍ଯ୍ୟକ୍ରମ

ଦେଓଗାଁ, (ମନୀଷ କୁମାର ସାହୁ) : ଶନିବାର ଦିନ ମଧ୍ୟାହ୍ନରେ ଅଖିଳ ଭାରତୀୟ ମାରୱାଡ଼ି ମହିଳା ସଙ୍ଘର ଦେଓଗାଁ ଶାଖା ପକ୍ଷରୁ ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଶାଖାର ସଭ୍ୟାମାନଙ୍କ ମଧ୍ୟରେ ଖୁସବୁ ଅଗ୍ରୱାଲ, ରେଣୁ ଅଗ୍ରୱାଲ, ମଞ୍ଜୁ ଅଗ୍ରୱାଲ, ଟିଙ୍କି ଅଗ୍ରୱାଲ, ସବିତା
Read More...

କୁଡ଼ାସିଂହାରେ ନିଶାମୁକ୍ତ ଭାରତ ଅଭିଯାନ କାର୍ଯ୍ୟକ୍ରମ

ଦେଓଗାଁ, (ମନୀଷ କୁମାର ସାହୁ ): ବଲାଙ୍ଗୀର ସଦର ବ୍ଲକ ଅନ୍ତର୍ଗତ କୁଡ଼ାସିଂହା ସ୍ଥିତ ବୁଢ଼ାଡଙ୍ଗର ଉଚ୍ଚ ମାଧ୍ୟମିକ ସ୍କୁଲରେ ନିଶାମୁକ୍ତ ଭାରତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ସ୍କୁଲର ଅଧ୍ୟକ୍ଷ ଛବିଳ ବଗର୍ତ୍ତିଙ୍କ ସଭାପତିତ୍ୱରେ ସ୍ଥାନୀୟ ପ୍ରାଥମିକ ଚିକିତ୍ସା
Read More...

ବରଗଡ ପଞ୍ଚାୟତ କଲେଜରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ପଞ୍ଚାୟତ ମହାବିଦ୍ୟାଳୟ, ବରଗଡର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ, ଆନୁକୁଲ୍ୟରେ ଆଜି ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ପୂର୍ବତନ ସାଂସଦ ଡ. ପ୍ରଭାସ ସିପ୍ସ ଯୋଗ ଦେଇଥିଲେ । ମହାବିଦ୍ୟାଳୟର ଅଧ୍ୟକ୍ଷ
Read More...