Monthly Archives

August 2022

ବରଗଡ ଜିଲ୍ଲାରେ ୫୬୩ ମିମି ବର୍ଷା

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳରେ ଗତ ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହୋଇଛି । ଜିଲ୍ଲାରେ ୫୭୩.୫ ମିମି ବର୍ଷା ହୋଇଥିବା ରେକର୍ଡ ହୋଇଛି । ବିଜେପୁର ବ୍ଲକ ଅଞ୍ଚଳରେ ସର୍ବାଧିକ ୭୨ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ପଦ୍ମପୁର ବ୍ଲକ ଅଞ୍ଚଳରେ ୨୮
Read More...

ରଣ୍ଡା ବିଦ୍ୟାଳୟରେ ଆଜାଦୀ କା ଅମୃତ ମହୋତ୍ସବ କାର୍ଯ୍ୟକ୍ରମ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୁଇଁନ୍ତଲା ବ୍ଲକ ସ୍ଥିତ ରଣ୍ଡା ଉଚ୍ଚ ବିଦ୍ୟାଳୟରେ ଆଜାଦୀ କା ଅମୃତ ମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଜ୍ୟୋର୍ତିମୟୀ ନାୟକଙ୍କ ତତ୍ତ୍ୱାବଧାନରେ
Read More...

ରାଷ୍ଟ୍ରୀୟ ସେବା ଯୋଜନାର ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ସେକ୍ଟର-୪ ସ୍ଥିତ ରାଉରକେଲା କଲେଜର ରାଷ୍ଟ୍ରୀୟ ସେବା ଯୋଜନା(ଏନ୍.ଏସ୍.ଏସ୍.)ର ସଂଯୁକ୍ତ ଶାଖା ଏବଂ ରାଉରକେଲା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଏନ୍.ଏସ୍.ଏସ୍. ସଂଯୁକ୍ତ ଶାଖା ତରଫରୁ 'ହର ଘର ତ୍ରିରଙ୍ଗା' କାର୍ଯ୍ୟକ୍ରମ
Read More...

ଆଜାଦୀ କା ଅମୃତ ମହୋତ୍ସବରେ ବୃକ୍ଷ ରୋପଣ, ମିଷ୍ଟାନ୍ନ ବଣ୍ଟନ ଓ ତ୍ରିରଙ୍ଗା ଯାତ୍ରା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ବଲାଙ୍ଗିରର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଦୁଲଦୁଲି କଳା ପରିଷଦ ତରଫରୁ ବୃକ୍ଷରୋପଣ, ମିଷ୍ଟାନ୍ନ ବଣ୍ଟନ ଓ ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ରଣ୍ଡା ସ୍ଥିତ ରଣ୍ଡା ଉଚ୍ଚ ବିଦ୍ୟାଳୟଠାରେ ଅନୁଷ୍ଠାନ
Read More...

ବଲାଙ୍ଗିରରେ ରାଷ୍ଟ୍ରୀୟ ଲୋକ ଆଦଲତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ତଥା ଜିଲ୍ଲା ନ୍ୟାୟାଧିଶ ଲଲାଟେନ୍ଦୁ ଜେନାଙ୍କ ନିର୍ଦ୍ଦେଶ କ୍ରମେ ବଲାଙ୍ଗିର ଜିଲ୍ଲା ସମେତ ଜିଲ୍ଲାରେ ଥିବା ସମସ୍ତ ତାଲୁକ ସ୍ତରରେ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି ।
Read More...

ଲଛିପୁର ନିକଟରୁ ମିଳିଲା ନିଖୋଜ ବ୍ୟାଙ୍କ ଅଧିକାରୀଙ୍କ ଶବ : ଏ ମୃତ୍ୟୁର ରହସ୍ୟ କ’ଣ ?

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଶାନ୍ତିପଡ଼ା ନିବାସୀ କେଶବ ମିଶ୍ରଙ୍କ ପୁଅ ତଥା ବରଗଡ଼ ଜିଲ୍ଲା ବରପାଲି ସ୍ଥିତ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କରେ କାର୍ଯ୍ୟରତ କୃଷି ଅଧିକାରୀ ଦିବ୍ୟରଞ୍ଜନ ମିଶ୍ର ଗତ ୧୦ ତାରିଖ ସନ୍ଧ୍ୟାରୁ ନିଖୋଜ ଥିଲେ । ସେହିଦିନ ତାଙ୍କ ବାଇକ ଓ ହେଲମେଟ
Read More...

ଟ୍ୱିଟର ଗାର୍ଲ ଦୀପାଙ୍କଟ୍ଵିଟ ପରେ ମରାମତି ହେବ ବୈତାଳିରୁ ଅଡାପାଣି ରାସ୍ତା : ଉପକୃତ ହେବେ ଅନେକ ପର୍ଯ୍ୟଟକ ତଥା…

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ତୁର୍ଲାରୁ ଶକ୍ତିଲେର ଗାଁ ଛକ ପର୍ଯ୍ୟନ୍ତ ରାସ୍ତା ମରଣଜନ୍ତା ପଲଟିଥିବା ବେଳେ ପାଇକମାଲ ଅଞ୍ଚଳର ଟ୍ଵିଟର ଗାର୍ଲ ଭାବେ ଜଣାଶୁଣା ସ୍ୱେଚ୍ଛାସେବୀ ଦୀପା ବାରିକଙ୍କ ପ୍ରୟାସ ଯୋଗୁଁ ଉକ୍ତ ରାସ୍ତା ଅଳ୍ପ ଦିନ ମଧ୍ୟରେ
Read More...

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୨

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୨ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ଆଗଲପୁର ବ୍ଲକ ଭରସୁଜା ଗ୍ରା.ପ.ରୁ ୧ ଜଣ, ବଲାଙ୍ଗିର ବ୍ଲକ ଶିବତଲା ଗ୍ରା.ପ.ରୁ ୧ ଜଣ, ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନଂ ୨,
Read More...

ପଦ୍ମପୁର ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତଙ୍କ ଘରେ ଲଗାଇଲେ ଜାତୀୟ ପତାକା

ପଦ୍ମପୁର, (ନିରୋଜ କୁମାର ପାଣୀ) : ଦେଶର ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ କ୍ରମେ ସମଗ୍ର ଦେଶବ୍ୟାପୀ 'ହର ଘର ତ୍ରିରଙ୍ଗା' କାର୍ଯ୍ୟକ୍ରମ ଏକ ଜନ ଆନ୍ଦୋଳନରେ ପରିଣତ ହୋଇଛି । ଏହି କ୍ରମରେ ପଦ୍ମପୁର ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ ତାଙ୍କର
Read More...

ଡେଲାଙ୍ଗରେ ଝୁଲଣ ପର୍ବ ଅନୁଷ୍ଠିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକର ବିଭିନ୍ନ ମଠ ମନ୍ଦିରରେ ଝୁଲଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଏହି ମହାନ ଉତ୍କଳୀୟ ପରମ୍ପରାର ଏକ ଅଭିନ୍ନ ଅଙ୍ଗ ଝୁଲଣ ପର୍ବ । ଲୀଳାମୟ ପ୍ରଭୁ କୁଞ୍ଜବିହାରୀ ରାଧାକାନ୍ତ/ରାଧାମୋହନ ରାଇଦାମୋଦର ରାଧା ଗୋବିନ୍ଦ ଝୁଲନ୍ତା
Read More...