Monthly Archives

August 2022

ବ୍ରହ୍ମକୁମାରୀ ସଂସ୍ଥାନ ପକ୍ଷରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ସହ ରକ୍ଷା ବନ୍ଧନର ମହତ୍ତ୍ୱ ପ୍ରତିପାଦନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଶାନ୍ତି ଅନୁଭୂତି ଭବନ, ଛତ୍ରପୁର ଶାଖା ଆନୁକୂଲ୍ୟରେ ଛତ୍ରପୁର ବ୍ଲକ୍ ସିନ୍ଦୁରପୁର ଗ୍ରାମରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ସହ ରକ୍ଷା ବନ୍ଧନର ମହତ୍ତ୍ୱ ପ୍ରତିପାଦନ କରାଯାଇଛି । ଯାହାର ଲକ୍ଷ୍ୟ
Read More...

ତୁରେକେଲା ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍କୁଲକୁ ପରିଦର୍ଶନ କଲେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା

ତୁରେକେଲା, (କୈଳାଶ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତର ବିଭିନ୍ନ ସ୍କୁଲକୁ ପରିଦର୍ଶନ କଲେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା । ସର୍ବ ପ୍ରଥମେ ମହଖଣ୍ଡ ବନଦୂର୍ଗା ହାଇସ୍କୁଲ ପହଞ୍ଚି ରୁପାନ୍ତରଣ କାର୍ଯ୍ୟ ସବୁ ତଦାରଖ କରିଥିଲେ । ଏହାପରେ କୁଇବାହାଲ ପଲ୍ଲୀ
Read More...

ମୁଖ୍ୟମନ୍ତ୍ରୀଙ୍କ ମୟୁରଭଞ୍ଜଗସ୍ତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୟୁରଭଞ୍ଜ ଜିଲ୍ଲା ଗସ୍ତ କରି ସେଠାରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ ଜଳସେଚନ ପ୍ରକଳ୍ପ 'ଦେଓ ଓ ସୁବର୍ଣ୍ଣରେଖା' ପ୍ରକଳ୍ପ ଲୋକାର୍ପିତ କରିଛନ୍ତି । ଏହା ସହିତ ଜିଲ୍ଲାର ଅନେକ ବିକାଶମୂଳକ କାର୍ଯ୍ୟ ପାଇଁ ଭିତ୍ତିପ୍ରସ୍ତର
Read More...

ବଲାଙ୍ଗିରରେ ହେବ ଭୂତଳ ପାଇପ୍ ଜଳସେଚନ ବ୍ୟବସ୍ଥା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବଲାଙ୍ଗିର ସ୍ଥିତ ଲୋଏର ସୁକତେଲ ପ୍ରକଳ୍ପରୁ ଭୂତଳ ପାଇପ୍ ଜଳସେଚନ ବ୍ୟବସ୍ଥା ପାଇଁ କ୍ୟାବିନେଟ ବୈଠକରେ ₹୧,୦୦୬.୯୨ କୋଟିର ପ୍ରକଳ୍ପ ମଞ୍ଜୁର ହୋଇଛି । ଏହା ୨୭,୦୦୦ ହେକ୍ଟର ଚାଷଜମିକୁ ଜଳ ଯୋଗାଇବା ସହ ବଲାଙ୍ଗିର ସହରବାସୀଙ୍କ ପାନୀୟଜଳ ଆବଶ୍ୟକତା ପୂରଣ
Read More...

ବରପାଲିରେ କବି ଗଙ୍ଗାଧର ମେହେରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ

ବରପାଲି, (ସତ୍ୟ ନାରାୟଣ ପ୍ରଧାନ) : ବରପାଲି ଗଙ୍ଗାଧର କଲ୍ୟାଣ ମଣ୍ଡପଠାରେ ଓଡ଼ିଆ ସାହିତ୍ୟ ଏକାଡେମୀ ଓ ଗଙ୍ଗାଧର ମେହେର କ୍ଲବ ବରପାଲିର ମିଳିତ ସହଯୋଗରେ ରାଜ୍ୟସ୍ତରୀୟ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ୧୬୨ତମ ଜୟନ୍ତୀ ଉତ୍ସବ ଆୟୋଜିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ରାଜ୍ୟ ହସ୍ତଶିଳ୍ପ ଓ
Read More...

୧୮୯ ବାଟାଲିୟନ ସିଆର୍‌ପିଏଫ୍‌ ପକ୍ଷରୁ ରାକ୍ଷୀ ପୂର୍ଣ୍ଣିମା ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ୧୮୯ ବାଟାଲିୟନ ସିଆର୍‌ପିଏଫ୍‌ ବଲାଙ୍ଗିର ମୁଖ୍ୟାଳୟ ଶାନ୍ତିପଡା କମାଣ୍ଡାଣ୍ଟ ପୱନ କୁମାର ତିୱାରୀଙ୍କ ନେତୃତ୍ୱରେ ଏକ ବିଶାଳ “ରାକ୍ଷୀ ପୂର୍ଣ୍ଣିମା" ଅବସରରେ “ରକ୍ଷା ବନ୍ଧନ” ଉତ୍ସବର ଆୟୋଜନ କରାଯାଇଥିଲା । ଏଥିରେ ଜେଏସ୍‌ଏମ୍‌ ବାଣିଜ୍ୟ ମହାବିଦ୍ୟାଳୟର
Read More...

ବରିଷ୍ଠ ସାମ୍ବାଦିକ ସ୍ୱର୍ଗତ କୃପାସିନ୍ଧୁ ପଣ୍ଡାଙ୍କ ଦ୍ୱାଦଶାହ ସମାରୋହ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବରିଷ୍ଠ ସାମ୍ବାଦିକ ତଥା ଛତ୍ରପୁର ପ୍ରେସ୍ କ୍ଲବର ସଦସ୍ୟ, ଶିକ୍ଷାବିତ୍ ଓ ସାହିତ୍ୟିକ, କବି ସ୍ୱର୍ଗତ କୃପାସିନ୍ଧୁ ପଣ୍ଡାଙ୍କ ଦ୍ୱାଦଶାହ ସମାରୋହ ଶୁକ୍ରବାର ଛତ୍ରପୁର ସ୍ଥିତ ଗୌରୀଶଙ୍କର କଲ୍ୟାଣ ମଣ୍ଡପଠାରେ ଏକ ସ୍ମୃତି ସଭା ସହ ଅନୁଷ୍ଠିତ
Read More...

ଜେଏସ୍‌ଏମ୍‌ ବାଣିଜ୍ୟ ମହାବିଦ୍ୟାଳୟରେ ନିଶାମୁକ୍ତ ଭାରତ ଅଭିଯାନର ସଚେତନତା କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗର ମିଳିତ ଆନୁକୂଲ୍ୟରେ ନିଶାମୁକ୍ତ ଭାରତ ଅଭିଯାନର ସଚେତନତା କରିବା ସହିତ ଶିକ୍ଷାନୁଷ୍ଠାନ ମାନଙ୍କରେ ଛାତ୍ରଛାତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ
Read More...

ନରେନ୍ଦ୍ରପୁର ହାଇସ୍କୁଲରେ ଜାତୀୟ କୃମିନାଶକ ଦିବସର ଶୁଭାରମ୍ଭ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ମୁନିସପେଣ୍ଠ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପକ୍ଷରୁ ନରେନ୍ଦ୍ରପୁର ହାଇସ୍କୁଲରେ ଜାତୀୟ କୃମିନାଶକ ଦିବସର ଶୁଭାରମ୍ଭ ହୋଇଯାଇଛି । ଡା. ସୁଦର୍ଶନ ସାହୁ ଓ ଡା. ସନ୍ତୋସିନୀ ସେଠିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଉକ୍ତ କାର୍ଯ୍ୟକ୍ରମ ସାରା ଛତ୍ରପୁର
Read More...

ଗାୟତ୍ରୀ ପରିବାର ଦ୍ୱାରା ରକ୍ଷା ବନ୍ଧନ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗାୟତ୍ରୀ ପରିବାର ଟ୍ରଷ୍ଟ, ବଲାଙ୍ଗିର ଆନୁକୂଲ୍ୟରେ ସ୍ଥାନୀୟ କାମାକ୍ଷୀନଗର ନିକଟସ୍ଥ ଗାୟତ୍ରୀ ମନ୍ଦିରରେ ପବିତ୍ର ରକ୍ଷା ବନ୍ଧନ ମହାସମାରୋହରେ ସମ୍ପନ୍ନ ହୋଇଯାଇଛି । ସୁଦୁର୍ଲଭ ମାନବ ଜନ୍ମରେ ଜ୍ଞାନ ଓ କର୍ମର ସମ୍ମିଶ୍ରଣ ଦ୍ୱାରା ଜନ କଲ୍ୟାଣ ଉଦ୍ଦେଶ୍ୟରେ
Read More...