Monthly Archives

August 2022

ସୋନପୁର ସହରର ପ୍ରମୁଖ ଛକ ବ୍ଲକ ଛକଠାରେ ଟ୍ରାଫିକ ସିଗ୍ନାଲ ଲାଇଟର ଶୁଭ ଉଦ୍‌ଘାଟନ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲା ତଥା ସହରରେ ଦିନକୁ ଦିନ ଜନ ବସତି ବଢିବା ସାଙ୍ଗକୁ ମୋଟର ଯାନ ଚଳାଚଳରେ ମଧ୍ୟ ବୃଦ୍ଧି ଘଟୁଛି । ଜନସାଧାରଣଙ୍କ ବେପରୁଆ ଓ ଅବ୍ୟବସ୍ଥିତ ଗାଡି ଚାଳନା ହେତୁ ଛୋଟ ବଡ ଦୁର୍ଘଟଣା ଘଟି ଅନେକ ଧନ ଜୀବନ କ୍ଷୟ କ୍ଷତି ହେଉଛି । ସାମ୍ପ୍ରତିକ ସ୍ଥିତିରେ ସେ
Read More...

କବି ଗଙ୍ଗାଧର ମେହେରଙ୍କ ଜ୍ୟୋତି ଯାତ୍ରା ଓ ସାରସ୍ୱତ ସମାରୋହ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ ହଲ୍‌ଠାରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ୧୬୧ତମ ଜନ୍ମ ଜୟନ୍ତୀ ଉତ୍ସବ ପାଳନ ଅବସରରେ ଗତକାଲି ଜ୍ୟୋତି ଯାତ୍ରା ଓ ସାରସ୍ୱତ ସମାରୋହ ଆୟୋଜିତ ହୋଇଯାଇଛି । ସମାରୋହରେ ମୁଖ୍ୟ ଅତିଥି ଭାବେ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ
Read More...

ଉଦିତନଗର ଜଗନ୍ନାଥ ମନ୍ଦିରର ମୁଖ୍ୟ ସେବକଙ୍କ ପରଲୋକ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଜଣାଶୁଣା ବ୍ୟକ୍ତିତ୍ୱ ତଥା ଉଦିତନଗର ଜଗନ୍ନାଥ ମନ୍ଦିରର ମୁଖ୍ୟ ସେବକ ବିଶ୍ୱନାଥ ମଲ୍ଲ ଓରଫ ଚୈତନ୍ୟ ବାବୁଙ୍କ ଗତ ଗୁରୁବାର ରାକ୍ଷୀ ପୂର୍ଣ୍ଣିମା ଦିନ ମହାପ୍ରୟାଣ ଘଟିଛି । ସ୍ୱର୍ଗତ ମଲ୍ଲ ଜଗତସିଂହପୁରର ମୂଳ ବାସିନ୍ଦା ହୋଇଥିଲେ ହେଁ ସେ
Read More...

ସଂସ୍କୃତ ମହାବିଦ୍ୟାଳୟରେ ଚାରା ରୋପଣ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆନ୍ତର୍ଜାତୀୟ ଯୁବ ଦିବସ ଓ ବନ ମହୋତ୍ସବ ପାଳନ ଅବସରରେ ବରିକେଲ ସ୍ଥିତ ଲାଳାଜୀ ଗୋପାଳଜୀ ସଂସ୍କୃତ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା ଆନୁକୂଲ୍ୟରେ ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ଅଧ୍ୟକ୍ଷ ହରେକୃଷ୍ଣ ମିଶ୍ରଙ୍କ
Read More...

ଛତ୍ରପୁରରେ ହର ଘର ତ୍ରିରଙ୍ଗା ସଚେତନତା ଶୋଭାଯାତ୍ରା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଆଜାଦୀ କା ଅମୃତ ମହୋତ୍ସବ ପାଳନ ଅବସରରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମର ସଫଳ ରୂପାୟନ ନିମନ୍ତେ ଛତ୍ରପୁର ନିର୍ବାଚନ ମଣ୍ଡଳୀ ଭାଜପା ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରାଯାଇ ବିଭିନ୍ନ ସ୍ଥାନରେ ପଥପ୍ରାନ୍ତ ସଭା ଓ ଶୋଭାଯାତ୍ରା ଅନୁଷ୍ଠିତ
Read More...

ଆଜାଦି କା ଅମୃତ ମହୋତ୍ସବ -୨୦୨୨ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : କଲ୍ୟାଣପୁର ହାଇସ୍କୁଲରେ ୭୫ ବର୍ଷ ସ୍ଵାଧୀନତା ପୂର୍ତ୍ତି ଅବସରରେ ବିଦ୍ୟାଳୟର ଛାତ୍ରମାନଙ୍କୁ ନେଇ ପାଳନ କରାଯାଇଛି ଆଜାଦି କା ଅମୃତ ମହୋତ୍ସବ ।ଏହି ଉତ୍ସବରେ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ରବିନ୍ଦ୍ର କୁମାର ବେହେରା, ବରିଷ୍ଟ ଶିକ୍ଷକ ପଣ୍ଡିତ
Read More...

ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ‘ଆଜାଦୀ କା ଅମୃତ ମହୋତ୍ସବ’ ପାଳନ

ଢେଙ୍କାନାଳ, (କେପିଏନ୍‌ଏସ୍‌) : ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ "ଆଜାଦୀ କା ଅମୃତ ମହୋତ୍ସବ' ପାଳନ କରାଯାଇଛି । ଏହି ଅବସରରେ ଏକ ରୋଡ଼ ସୋ ଆୟୋଜିତ ହୋଇଥିଲା । ଏଥିରେ ଢେଙ୍କାନାଳ ମୁଖ୍ୟ ଶାଖା, ଢେଙ୍କାନାଳ ବଜାର ଶାଖା, ମହିଷପାଟ କୃଷି ବିକାଶ ଶାଖା, କୋର୍ଟ ଏରିଆ ଶାଖା ତଥା ଏସବିଆଇ
Read More...

ବରକେରାରେ ଆନ୍ତର୍ଜାତୀୟ ହାତୀ ଦିବସ ପାଳିତ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ମୁନିନ୍ଦା ଗ୍ରାମ ପଞ୍ଚାୟତର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବରକେରାରେ ପରିବେଶ କର୍ମୀ ମିଟୁ କିଶୋର ପ୍ରଧାନଙ୍କ ଦ୍ୱାରା ଆନ୍ତର୍ଜାତୀୟ ହାତୀ ଦିବସ ପାଳିତ ହୋଇଯାଇଛି । ଏଥିପାଇଁ ବିଦ୍ୟାଳୟ ପ୍ରାଙ୍ଗଣରେ ଏକ
Read More...

ଷ୍ଟ୍ରିଟ ଲାଇଟ୍‌ ବ୍ୟବସ୍ଥା ଦାବୀରେ ଏନ୍‌ଏସି ଘେରାଓ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ ବିଜ୍ଞାପିତ ଅଞ୍ଚଳ ପରିଷଦର ୱାଡର଼୍ ନଂ ୧ ଭାଟିଶାଳପଡ଼ାବାସୀଙ୍କ ପାଇଁ ଷ୍ଟ୍ରିଟ ଲାଇଟ୍ ବ୍ୟବସ୍ଥା ଦାବୀରେ ଆଜି ଜନମଞ୍ଚ ସିଭିଲ ସୋସାଇଟିର ସଭାପତି ଡିଙ୍ଗର କୁମ୍ଭାରଙ୍କ ନେତୃତ୍ୱରେ ଆଜି ସଂନ୍ଧ୍ୟା ୫ ଘଣ୍ଟା ସମୟରେ ଶତାଧିକ ମହିଳା ପୁରୁଷ
Read More...

ଏକତା ଗୃପର ବାଳସୁଧାର ଗୃହରେ ରାକ୍ଷୀ ବନ୍ଧନ

ରାଉରକେଲା, (ସସ୍ମିତା ପ୍ରଧାନ) : ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଉପଲକ୍ଷେ ସାମାଜିକ ଅନୁଷ୍ଠାନ ଏକତା ଗୃପ ତରଫରୁ ଟିସ୍କୋ କ୍ବାରୀ ସାଇଡିଂରେ ଥିବା ବାଳସୁଧାର ଗୃହଠାରେ ରାକ୍ଷୀ ବନ୍ଧନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏକତା ଗୃପର ସଭାପତି ବସୁମତୀ ମହାନ୍ତିଙ୍କ ଅଧ୍ୟକ୍ଷତା ଓ ସାଧାରଣ
Read More...