Daily Archives

ଆତଙ୍କବାଦୀଙ୍କ ଗୁଳିମାଡରେ ଶ୍ରମିକ ଗୁରୁତର ଆହତ

ଶ୍ରୀନଗର : ଜମ୍ମୁ କଶ୍ମୀରର ପୁଲୱାମାରେ ଜଣେ ଶ୍ରମିକଙ୍କ ଉପରେ ଆତଙ୍କବାଦୀମାନେ ଆଖିବୁଜା ଗୁଳିମାଡ କରିଥିବା ଜଣାପଡିଛି । ସୂଚନା ଅନୁସାରେ, ଏଥିରେ ଶ୍ରମିକ ଜଣଙ୍କ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏହି ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି
Read More...

ବିରମିତ୍ରପୁର-ରାଏବଗା ରାସ୍ତାର ଶିଶୁମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା : ୨ ଜଣ ମୃତ୍ୟୁ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ଼ ଜିଲ୍ଲାର ଉପାନ୍ତରେ ଥିବା ବିରମିତ୍ରପୁର-ରାଏବଗା ରାସ୍ତାରେ ଗୁରୁବାର ବିଳମ୍ବିତ ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ସୂଚନା ମୁତାବକ ବିରମିତ୍ରପୁର ଅଞ୍ଚଳରୁ ଜଣେ ବ୍ୟକ୍ତି ଏକ ମଟର
Read More...

ରିଷିଡାରେ ଜେବିୱାଇସି ପକ୍ଷରୁ ନୂଆଁଖାଇ ଭେଟ୍‌

କଳାହାଣ୍ଡି, (ନରୋତ୍ତମ ସେଲମା) : କର୍ଲାମୁଣ୍ଡା ବ୍ଲକ ରିଷିଡାଠାରେ ଜ୍ୟୋତି ବିକାଶ ଯୁବକ ସଂଘ ପକ୍ଷରୁ ଚତୁରବିଂଶତମ ନୂଆଁଖାଇ ଭେଟ୍‌ ମହାସମାରୋହରେ ପାଳିତ ହୋଇଯାଇଛି । ସଂଘ ସଭାପତି ଫକୀର ଚରଣ ସାହୁଙ୍କ ସଭାପତିତ୍ୱରେ ଆୟୋଜିତ ଏହି ଉତ୍ସବରେ ରିଷିଡା ସରପଞ୍ଚ ସେବତୀ ରଣା ମୁଖ୍ୟ ଅତିଥି,
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୨୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୨୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୧୯ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୭୯୭ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ
Read More...

ବିଳମ୍ବିତ ରାତିରେ ଘର କବାଟ ଭାଙ୍ଗି ସଶସ୍ତ୍ର ଲୁଟ୍ ଅଭିଯୋଗ : ୧ ଲକ୍ଷ ୮୦ ହଜାର ଟଙ୍କା, ସୁନା ଓ ମୋବାଇଲ୍ ଲୁଟିନେଲେ…

ଆନନ୍ଦପୁର : କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ବାରିଗାଁରେ ଗୁରୁବାର ବିଳମ୍ଵିତ ରାତିରେ ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି । ଅଭିଯୋଗ ଅନୁସାରେ ଲୁଟେରାମାନେ ଗାଁର ଗୋଲକ ପାଢୀଙ୍କ ଘର କବାଟ ଭାଙ୍ଗି ଘର ଭିତରକୁ ପଶି ଆସିଥିଲେ । ଏହାପରେ ଲୁହାରଡ ଓ ଭୁଜାଲିରେ ଅତର୍କିତ ଭାବରେ ଆକ୍ରମଣ କରିଥିଲେ
Read More...

ଗୁଜୁରାଟରେ ପଥଚାରୀଙ୍କୁ ଧକ୍କା ଦେଲା କାର୍ : ୬ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ଗୁଜୁରାଟର ଅରବଲ୍ଲୀ ଜିଲ୍ଲାରେ ମଙ୍ଗଳବାର ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି । ଏକ କାର୍ ଦ୍ରୁତଗତିରେ ଆସି ପଥଚାରୀଙ୍କୁ ଧକ୍କା ଦେଇଥିବା ଜଣାପଡିଛି । ଫଳରେ ଏହି ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଆହତ ହୋଇଛନ୍ତି । ସୂଚନା ଅନୁଯାୟୀ, ଏହି ଦୁର୍ଘଟଣା
Read More...

ହନ୍ତାଳଗୁଡା ଘାଟିର ସବୁଜିମାଘେରା ରାସ୍ତା ଏବେ ଆକର୍ଷଣ କରୁଛି ପର୍ଯ୍ୟଟକଙ୍କ ଦୃଷ୍ଟି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମାଲକାନଗିରି ସ୍ୱାଭିମାନ ଅଞ୍ଚଳ ହନ୍ତାଳଗୁଡା ଘାଟିର ସବୁଜିମାଘେରା ରାସ୍ତା ଏବେ ପର୍ଯ୍ୟଟକଙ୍କ ଦୃଷ୍ଟି ଆକର୍ଷଣ କରୁଛି । ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ମିତ ଏହି ରାସ୍ତା ଅଞ୍ଚଳବାସୀଙ୍କ ବିକାଶରେ ସହାୟକ ହୋଇପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ
Read More...

ବାଉଁଶବୁଦାରୁ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର : ହତ୍ୟା ସନ୍ଦେହ

ଟାଙ୍ଗୀ : ବାଉଁଶବୁଦାରୁ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର । ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ଥିବା ଦୁଲ୍ଲଣୀ ଗାଁର ଶାଳିଆ ନଦୀ ବାଉଁଶବୁଦାରୁ ଜଣେ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି ।
Read More...

ଚାକିରିରୁ ବହିଷ୍କୃତ ହେବା ପରେ କମ୍ପାନୀ ଗେଟ୍‌ ଆଗରେ ବିଷ ପିଇଲେ ୭ କର୍ମଚାରୀ

ଇନ୍ଦୋର : ମଧ୍ୟପ୍ରଦେଶର ଇଣ୍ଡଷ୍ଟ୍ରିଆଲ ସହର ଇନ୍ଦୋରରେ ଏକ ଅଭାବନୀୟ ଘଟଣା ଘଟିଛି । ଚାକିରିରୁ ବହିଷ୍କୃତ ହେବା ପରେ ୭ ଜଣ କର୍ମଚାରୀ ଗୁରୁବାର କମ୍ପାନୀ ଗେଟ୍‌ ଆଗରେ ବିଷ ପିଇ ଆତ୍ମହତ୍ୟା କରିବାକୁ ଚେଷ୍ଟା କରିଥିଲେ । ସମସ୍ତ କର୍ମଚାରୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।
Read More...

ନୂଆପଡାରେ ଅହିଂସା ରଥକୁ ସ୍ୱାଗତ ସମ୍ବର୍ଦ୍ଧନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ନୂଆପଡା ଜିଲ୍ଲା ସଦରମହକୁମାରେ 'ଅହିଂସା ରଥ'କୁ ସ୍ୱାଗତ କରି ବିଶାଳ ଜନ ସମାବେଶ ହୋଇଥିଲା । ଏହି ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବିଡିଓ, ସିଡିପିଓ ଏବଂ ଅନ୍ୟାନ୍ୟ ଅଧିକାରୀ ତଥା ଜନ ପ୍ରତିନିଧିଗଣ ଏହି କାର୍ଯ୍ୟକ୍ରମରେ ସାମିଲ
Read More...