ବୃଦ୍ଧାଶ୍ରମ ଅନ୍ତେବାସୀଙ୍କ ସହିତ ନିଆରା ଢଙ୍ଗରେ ନୂଆଁଖାଇ ପାଳନ
ସୁନ୍ଦରଗଡ଼ : ନିଜର ନିଆରା କାର୍ଯ୍ୟକ୍ରମ ଦ୍ୱାରା ସର୍ବଦା ଚର୍ଚ୍ଚାରେ ରହି ଆସିଥିବା ଟିମ୍ ଶ୍ମଶାନ ବନ୍ଧୁର ସଦସ୍ୟମାନେ ପୁଣି ଥରେ ଚର୍ଚ୍ଚାର ପରିସରକୁ ଆସିଛନ୍ତି । ଟିମ୍ ଶ୍ମଶାନ ବନ୍ଧୁର ସଦସ୍ୟମାନେ ଗୁରୁବାର ସୁନ୍ଦରଗଡ଼ର ଲୁହୁରାଢିପା, ହାଉସିଂ ବୋର୍ଡ କଲୋନୀରେ ଥିବା ବୃଦ୍ଧାଶ୍ରମଠାରେ!-->…
Read More...
Read More...