Daily Archives

ଆସନ୍ତାକାଲି ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ମ୍ୟୁନିସିପାଲିଟି ସହ ବିଭିନ୍ନ ବ୍ଲକ ଅଞ୍ଚଳର ବ୍ୟବସ୍ଥିତ ୪୦ଟି କେନ୍ଦ୍ରରେ…

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତାକାଲି ଜିଲ୍ଲାର ସୋନପୁର ମ୍ୟୁନିସିପାଲିଟି ସହ ଡୁଙ୍ଗୁରିପାଲି ବ୍ଲକ ବ୍ୟତୀତ ଅନ୍ୟ ସମସ୍ତ ବ୍ଲକ ଅଂଚଳର ୪୦ଟି ବ୍ୟବସ୍ଥିତ ଟୀକା କେନ୍ଦ୍ରରେ ୧୮ରୁ ଅଧିକ ବୟସର ହିତାଧିକାରୀଙ୍କ
Read More...

ବଲାଙ୍ଗିର ନାଗରିକ କମିଟିର ସାଧାରଣ ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗିର ନାଗରିକ କମିଟିର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ସଭାପତି ବେଲାର ସିଂ ଭୋଇଙ୍କ ସଭାପତିତ୍ୱରେ ବିଭିନ୍ନ ସମସ୍ୟା ଯଥା ମା' ପାଟଣେଶ୍ୱରୀ ଓ ସମଲେଶ୍ୱରୀ ମନ୍ଦିରର
Read More...

ସଂସ୍କୃତିର ସ୍ରୋତରେ ନୂଆଁଖାଇ ତିହାର

ବୌଦ୍ଧ, (ମମତା ମହାକୁର) : ସମ୍ବାଦ ସାହିତ୍ୟଘର କଣ୍ଟାମାଲ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ ଅବସରରେ ରବିବାର ଖଟଖଟିଆ ହାଇସ୍କୁଲଠାରେ ସମ୍ବାଦ ସହିତ୍ୟଘର, କଣ୍ଟାମାଲର ସଭାପତି ହରିହର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆଲୋଚନାଚକ୍ରରେ ଉଦ୍‌ଘାଟକ ଭାବେ ସମାଜସେବୀ ବିଜିତ କୁମାର ପ୍ରଧାନ
Read More...

ଗଣ୍ଡାମେଲରେ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାଟଣାଗଡ, (ଗୋରେଖନାଥ ବରିହା) : ବିଶ୍ୱାବସୁ ଶବର ସମାଜ ଘସିଏନ ଆଞ୍ଚଳିକ କେନ୍ଦ୍ର ଓ ଆଦିବାସୀ କର୍ମଚାରୀ ଓ ଛାତ୍ର ସଂଘର ମିଳିତ ଆନୁକୂଲ୍ୟରେ ପାଟଣାଗଡ଼ ବ୍ଲକ ଖୁଂଟସମଲେଇ ପଞ୍ଚାୟତ ଅନ୍ତର୍ଗତ ଗଣ୍ଡାମେଲ ଶବରୀନାରାୟଣ ମନ୍ଦିର ପ୍ରାଙ୍ଗଣରେ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ
Read More...

ରାଜବୈଦ୍ୟ ସ୍ୱର୍ଗତ ଚିନ୍ତାମଣି ବେହେରା ସ୍ମୃତି ପରିଷଦ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରର ଉଦୀୟମାନ ଅନୁଷ୍ଠାନ ରାଜବୈଦ୍ୟ ସ୍ୱର୍ଗତ ଚିନ୍ତାମଣି ବେହେରା ସ୍ମୃତି ପରିଷଦ ତରଫରୁ ସ୍ଥାନୀୟ ଯାଦବ ଭବନ ସଭା ଗୃହରେ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପରିଷଦର ସଭାପତି ଡା. ଚିତ୍ତରଂଜନ ମିଶ୍ରଙ୍କ ସଭାପତିତ୍ୱରେ
Read More...

ମା’ ପୂର୍ଣ୍ଣମାସୀ ସାଂସ୍କୃତିକ କଳା ପରିଷଦ ଚାନ୍ଦୁଆପାଲିଠାରେ ନୂଆଁଖାଇ ଭେଟ୍‌ଘାଟ୍‌

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ବରପାଲି ବ୍ଲକ ସତଲମା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଚାନ୍ଦୁଆପାଲି ଗ୍ରାମର ମା' ପୂର୍ଣ୍ଣମାସୀ ସାଂସ୍କୃତିକ କଳା ପରିଷଦ ତରଫରୁ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମକୁ ଯୁବନେତା ଶଶଧର ସାହୁ ଅନୁଷ୍ଠାନିକ ଭାବରେ ଉଦ୍‌ଘାଟନ
Read More...

କୁଲତା ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌

ବଲାଙ୍ଗିର, (ଦେବାଶିଷ ମିଶ୍ର) : ରବିବାର ସକାଳ ଘ.୯ ସମୟରେ ସ୍ଥାନୀୟ ଅଗ୍ରସେନ ଭବନଠାରେ ବଲାଙ୍ଗିର କୁଲତା ସମାଜର ନୂଆଁଖାଇ ଭେଟ୍‌ଘାଟ୍‌ ପାଳିତ ହୋଇଯାଇଛି । ସର୍ବ ପ୍ରଥମେ ଇଷ୍ଟଦେବୀ ଶ୍ରୀ ଶ୍ରୀ ରଣେଶ୍ୱର ରାମଚଣ୍ଡିଙ୍କର ପୂଜାର୍ଚ୍ଚନା ପରେ ଦିବଙ୍ଗତ ଆତ୍ମାର ସଦ୍‌ଗତି ନିମନ୍ତେ ୨ ମିନିଟ
Read More...

ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱ ବିଦ୍ୟାଳୟର ନୂଆ କୁଳପତି ଭାବେ ପ୍ରଫେସର ରବୀନ୍ଦ୍ର ପଣ୍ଡା ନିଯୁକ୍ତ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ପ୍ରଫେସର ରବୀନ୍ଦ୍ର କୁମାର ପଣ୍ଡା ପୁରୀ ସ୍ଥିତ ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ବବିଦ୍ୟାଳୟର ନୂଆ କୁଳପତି ଭାବେ ନିଯୁକ୍ତ ହୋଇଛନ୍ତି । ରବିବାର ରାଜ୍ୟପାଳ ତଥା ବିଶ୍ୱ ବିଦ୍ୟାଳୟ କୁଳାଧିପତି ପ୍ରଫେସର ଗଣେଶୀଲାଲ ତାଙ୍କୁ ନିଯୁକ୍ତି ଦେଇଛନ୍ତି । ପ୍ରଫେସର
Read More...

‘ଜୀବନବ୍ୟାପୀ ସାଧନା ସମ୍ମାନ’ରେ ସମ୍ମାନିତ ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜଧାନୀ ଦିଲ୍ଲୀରେ 'ଜୀବନବ୍ୟାପୀ ସାଧନା ସମ୍ମାନ'ରେ ସମ୍ମାନିତ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବତନ ସିଜେଆଇ ଜଷ୍ଟିସ ଏନ.ଭି.ରମଣାଙ୍କଠାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରସ୍କାର ଗ୍ରହଣ କରିଛନ୍ତି । ତାଙ୍କର ଉଲ୍ଲେଖନୀୟ ନେତୃତ୍ୱ
Read More...

ଶିରାବାହାଲ ଓ ମହଲାଇରେ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଶିରାବାହାଲରେ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମରେ ଅତିଥି ଭାବେ ଦେବେନ୍ଦ୍ର ଭୋଇ, ପ୍ରଦୀପ ତ୍ରିପାଠୀ ଯୋଗ ଦେଇଥିଲେ । ଏହି ସଭାକୁ ବିଧାନ ବିଶ୍ୱାଲ ଓ ସାଂକୃତିକ କାର୍ଯ୍ୟକ୍ରମକୁ ଅବନୀ ପଧାନ ଓ ଅବନୀ ସାହୁ ପରିଚାଳନା କରିଥିଲେ । ପ୍ରଫୁଲ୍ଲ ପୋଡ଼
Read More...