sss
Daily Archives

ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରଶ୍ନ ପଚାରିବା ଓ ଆଶଙ୍କା ବ୍ୟକ୍ତ କରିବା ଅଭ୍ୟାସକୁ ପ୍ରୋତ୍ସାହନ ଦେବା ପାଇଁ…

ଶିକ୍ଷକମାନଙ୍କୁ ଜାତୀୟ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି ନୂଆଦିଲ୍ଲୀ, (ପିଆଇବି) : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଗୁରୁଦିବସ ଅବସରରେ ବିଜ୍ଞାନ ଭବନ, ନୂଆଦିଲ୍ଲୀ ଠାରେ ଆୟୋଜିତ ଉତ୍ସବରେ ଦେଶର ବିଭିନ୍ନ ରାଜ୍ୟର ୪୫ ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ପ୍ରଦାନ କରିଛନ୍ତି ।
Read More...

ଗୁରୁ ଦିବସରେ ଶିକ୍ଷକ ମାନଙ୍କୁ ଜାତୀୟ ପୁରସ୍କାର ପ୍ରଦାନ କଲେ ମହାମହିମ ରାଷ୍ଟ୍ରପତି

ମୂଳ ପ୍ରତିଭା ବିକାଶର ମାଧ୍ୟମ ହେଉଛି ମାତୃଭାଷା – ମହାମହିମ ରାଷ୍ଟ୍ରପତିଶିକ୍ଷକ ମାନଙ୍କୁ ଜାତୀୟ ପୁରସ୍କାର ପ୍ରଦାନ ଶିକ୍ଷିତ ଭାରତ ଓ ବିକଶିତଭାରତର ଲକ୍ଷ୍ୟ ପୂରଣ ପାଇଁ ପ୍ରୋତ୍ସାହିତ କରିବ- ଧର୍ମେନ୍ଦ୍ର ପ୍ରଧାନ• ଦେଶର ୪୫ ଜଣ ଶିକ୍ଷକ ମାନଙ୍କୁ ଜାତୀୟ ପୁରସ୍କାର ପ୍ରଦାନ କଲେ
Read More...

ଭାରତୀୟ ରେଳବାଇର ଅଗଷ୍ଟ ୨୦୨୨ରେ ରେକର୍ଡ ମାଲ ପରିବହନ

ଅଗଷ୍ଟ ମାସରେ ଏହି କ୍ରମବର୍ଦ୍ଧିଷ୍ଣୁ ମାଲ ବୋଝେଇ ୮.୬୯ ନିୟୁତ ଟନ ହୋଇଥିବାବେଳେ ୨୦୨୧ ଅଗଷ୍ଟ ତୁଳନାରେ ଏହା ଶତକଡା ୭.୮୬ ଅଧିକଏଥିସହ କ୍ରମାଗତ ୨୪ ମାସ ଧରି ସର୍ବାଧିକ ମାସିକ ମାଲ ବୋଝେଇ ରେକର୍ଡ ନୂଆଦିଲ୍ଲୀ, (ପିଆଇବି) : ଭାରତୀୟ ରେଳବାଇ ଅଗଷ୍ଟ ୨୦୨୨ରେ ୧୧୯.୩୨ ନିୟୁତ ଟନ ମାଲ
Read More...

ଗଣେଶ ଭସାଣିରେ ଗଣ୍ଡଗୋଳ : ୨ ପକ୍ଷରୁ ମାମଲା

ପାଟଣା : ପାଟଣା ଥାନା ଅନ୍ତର୍ଗତ ଦୁବେଇପେଣ୍ଠ ଗ୍ରାମ ମଝିସାହିବାସୀ ଗତକାଲି ସନ୍ଧ୍ୟାରେ ଗଣେଶ ଭସାଣି କରୁଥିବା ସମୟରେ ଗଣ୍ଡଗୋଳ ହୋଇଥିବା ଅଭିଯୋଗ ହୋଇଛି । ଏନେଇ ପାଟଣା ଥାନାରେ ଅଭିଯୋଗ ହୋଇଥିବା ବେଳେ, ରାସ୍ତାରେ ବାଇକ ରଖି ଭସାଣରେ ଗଣ୍ଡଗୋଳ କରିବା, ଶୋଭାଯାତ୍ରାକାରୀ ମାନଙ୍କୁ ଭୁଜାଲି
Read More...

ଜରାସିଂହା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗୁରୁ ପୂଜନୋତ୍ସବ

ଜରାସିଂହା, (କେପିଏନ୍‌ଏସ୍‌) : ପବିତ୍ର ଗୁରୁଦିବସ ଉପଲକ୍ଷେ ଜରାସିଂହା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଗୁରୁ ପୂଜନୋତ୍ସବ ପାଳିତ ହୋଇଯାଇଛି । ପ୍ରଦୀପ ପ୍ରଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରି ଅଧ୍ୟକ୍ଷ ବସନ୍ତ କୁମାର ମନହିରା ନିଜ ବକ୍ତବ୍ୟରେ
Read More...

ବୁଡାମାଲରେ ଗୁରୁଦିବସ ପାଳିତ

ଗୁରୁ ଶିଷ୍ୟ ସମ୍ପର୍କ ଅତୁଟ ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ସୋହେଲା ବ୍ଲକ ବୁଡାମାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପରିଚାଳନା କମିଟି ତରଫରୁ ପବିତ୍ର ଗୁରୁ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ପ୍ରଧାନ ଶିକ୍ଷକ ବୁଦ୍ଧଦେବ ସାହୁଙ୍କ ସଭାପତିତ୍ୱରେ ତଥା ସଭାପତି ଶେଷଦେବ
Read More...

ଭାରତର ଦ୍ଵିତୀୟ ରାଷ୍ଟ୍ରପତି, ରାଷ୍ଟ୍ରନୀତିଜ୍ଞ, ଶିକ୍ଷାବିତ୍ ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଜୟନ୍ତୀ ଅବସରରେ…

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : କୋଟି ଜନଙ୍କ ମାର୍ଗଦର୍ଶକ ଭାରତର ଦ୍ଵିତୀୟ ରାଷ୍ଟ୍ରପତି, ରାଷ୍ଟ୍ରନୀତିଜ୍ଞ, ଶିକ୍ଷାବିତ୍ ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଜୟନ୍ତୀ ଅବସରରେ ଜିଲ୍ଲା ଶିକ୍ଷା ବିଭାଗ ଆନୁକୂଲ୍ୟରେ ନୂତନ ଟାଉନ ହଲ୍‌ ସୋନପୁରଠାରେ ଜିଲ୍ଲାସ୍ତରୀୟ ଗୁରୁଦିବସ ଅନୁଷ୍ଠିତ ହୋଇଯାଇଛି
Read More...

ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଗୁରୁଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଗୁରୁଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଜିଲ୍ଲାର ସମସ୍ତ ବ୍ଲକର ପ୍ରତିନିଧି ମାନଙ୍କର ଉପସ୍ଥିତିରେ ସମ୍ପାଦକ ହରେକୃଷ୍ଣ ରଥ ଓ ସହ ସମ୍ପାଦିକା ଅନୁପମା ପ୍ରହରାଜଙ୍କ ଆବାହନ କ୍ରମେ ସଭାନେତ୍ରୀ ଶାନ୍ତିଲତା ସାହୁଙ୍କ
Read More...

ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଗୁରୁଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଗୁରୁଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ବିପୁଳିଙ୍ଗି ଉଚ୍ଚ ବିଦ୍ୟାଳୟର ଅବସରପ୍ରାପ୍ତ ସଂସ୍କୃତ ପଣ୍ଡିତ ରମେଶ ଚନ୍ଦ୍ର ତ୍ରିପାଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ୱଳନ କରି
Read More...

ଛତ୍ରପୁର ୟୁରୋ ସ୍କୁଲରେ ନିଆରା ଢ଼ଙ୍ଗରେ ପାଳିତ ହେଲା ଗୁରୁ ଶିଷ୍ୟର ମହାନ ପରମ୍ପରା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଭାରତର ଦ୍ୱିତୀୟ ରାଷ୍ଟ୍ରପତି ରାଷ୍ଟ୍ରଗୁରୁ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମ ଦିବସ ସେପ୍ଟେମ୍ବର ୫ ତାରିଖକୁ ପବିତ୍ର ଗୁରୁଦିବସ ଭାବେ ସର୍ବଭାରତୀୟସ୍ତରରେ ସମସ୍ତ ଶିକ୍ଷାନୁଷ୍ଠାନମାନଙ୍କରେ ପାଳିତ ହୋଇଥାଏ । ଅଜ୍ଞାନ ରୂପକ ଅନ୍ଧକାରକୁ
Read More...