Daily Archives

ପଥୁରୀ ଗ୍ରାମରେ ଶ୍ରୀରାମ ମନ୍ଦିର ନିର୍ମାଣ ଶୁଭାରମ୍ଭ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଡଙ୍ଗାଘାଟ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ପଥୁରୀ ଗ୍ରାମବାସୀଙ୍କ ଉଦ୍ୟମରେ ଶ୍ରୀରାମ ମନ୍ଦିର ନିର୍ମାଣ ଶୁଭାରମ୍ଭ ହୋଇଯାଇଛି । ଶ୍ରୀରାମ ମନ୍ଦିର ଶୁଭାରମ୍ଭରେ ଶାନ୍ତିଶିଳ୍ପୀ ଅଜୁର୍ନ ଗିଙ୍ଗିରାଙ୍କ ଦ୍ୱାରା ନିର୍ମାଣ ଶୁଭାରମ୍ଭ କରିଥିଲେ ।
Read More...

ଡ. ପ୍ରଭାତ ରାଉଳ ହେଲେ ଓୟୁଏଟି କୁଳପତି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶା ୟୁନିଭର୍ସିଟି ଅଫ୍‍ ଅଗ୍ରିକଲଚର ଆଣ୍ଡ ଟେକ୍ନୋଲୋଜି (ଓୟୁଏଟି)ର କୁଳପତି ଭାବେ ପ୍ରଫେସର ପ୍ରଭାତ କୁମାର ରାଉଳଙ୍କୁ ନିଯୁକ୍ତି ମିଳିଛି । ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀ ଲାଲ୍‍ ଏହି ନିଯୁକ୍ତି ଦେଇଛନ୍ତି । ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ ସେ
Read More...

ସେପ୍ଟେମ୍ବର ୧୨ ତାରିଖରେ ସଇଁତଲା ବ୍ଲକ ଅନ୍ତର୍ଗତ କୁଇକେଡା ଗ୍ରାମରେ ପଞ୍ଚାୟତ ଲୋକ ସେବା ଶିବିର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସେପ୍ଟେମ୍ବର ୧୨ ତାରିଖ ପୂର୍ବାହ୍ନ ୮ ଘଟିକାଠାରୁ ସଇଁତଲା ବ୍ଲକ ଅନ୍ତର୍ଗତ କୁଇକେଡା ଗ୍ରାମଠାରେ ଜିଲ୍ଲା ପ୍ରସାଶନ ପକ୍ଷରୁ ପଞ୍ଚାୟତ ଲୋକ ସେବା ଶିବିର ଅନୁଷ୍ଠିତ ହେବ । ଏହି ପଞ୍ଚାୟତ ଲୋକ ସେବା ଶିବିରରେ ଜିଲ୍ଲାର ବିଭିନ୍ନ ବିଭାଗ ପକ୍ଷରୁ ସରକାରଙ୍କ
Read More...

ଗୋଇମୁଣ୍ଡରେ ୪୬ତମ ଦୂର୍ଗାପୂଜା ପାଇଁ ପ୍ରସ୍ତୁତି ବୈଠକ

ମୁରିବାହାଲ, (କେପିଏନ୍‌ଏସ୍‌) : ମୁରିବାହାଲ ବ୍ଲକ ଗୋଇମୁଣ୍ଡ ଗ୍ରାମର ଦୁର୍ଗାମଣ୍ଡପ ପ୍ରାଙ୍ଗଣରେ ୪୬ତମ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ୱାର୍ଡ ସଭ୍ୟ ଗୋରେଖ ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । କୋଭିଡ଼ କଟକଣା ଯୋଗୁଁ ଗତ ୨ ବର୍ଷ ଧରି ପୂଜା ଧୁମ୍‌ଧାମ୍‌ରେ
Read More...

ଟିଟିଲାଗଡ଼ ଡିଏଭି ମହାବିଦ୍ୟାଳୟର ୫୫ତମ ପ୍ରତିଷ୍ଠା ଦିବସ ପାଳିତ

ଟିଟିଲାଗଡ଼, (କେପିଏନ୍‌ଏସ୍‌) : ଟିଟିଲାଗଡ଼ ସ୍ଥିତ ଡିଏଭି (ସ୍ଵୟଂ ଶାସିତ) ମହାବିଦ୍ୟାଳୟର ୫୫ତମ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ୧୯୬୮ ମସିହା ସେପ୍ଟେମ୍ବର ମାସ ୯ ତାରିଖରେ ତତ୍କାଳୀନ ଓଡ଼ିଶା ରାଜ୍ୟପାଳ ଅଯୋଧ୍ୟା ନାଥ ଖୋସଲାଙ୍କ ଉଦ୍ୟମ ଦ୍ଵାରା ଏହି ମହାବିଦ୍ୟାଳୟ
Read More...

ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ : ଡ଼ାଲା ଅଟୋ ଓଲଟି ୭ ଆହତ, ୩ ଗୁରୁତର

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଣେଶ ମୂର୍ତ୍ତି ବିସର୍ଜନ କରି ଫେରୁଥିବା ବେଳେ ଅଟୋ ଓଲଟି ୭ ଜଣ ଆହତ ହୋଇଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି । ଆହତମାନେ ହେଲେ ଖଲିକୋଟ ଥାନା ବିକ୍ରମ ପୁର ଗ୍ରାମର ଅଶୋକ ପହାନ, କୃଷ୍ଣ ବାରିକ, ଗୋପାଳ ବାରିକ, ଲିପୁ ପହାନ, ଅରୁଣ ପରିଡା,
Read More...

ବିଧାନସଭା ଷ୍ଟେଣ୍ଡିଂ କମିଟିର ସମୀକ୍ଷା ଓ କ୍ଷେତ୍ର ପରିଦର୍ଶନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବିଧାନସଭା ଷ୍ଟେଣ୍ଡିଂ କମିଟିର ବିଭାଗୀୟ ଅଧ୍ୟକ୍ଷ ତଥା ବଲାଙ୍ଗିର ବିଧାୟକ ନରସିଂହ ମିଶ୍ରଙ୍କ ନେତୃତ୍ୱରେ କଣ୍ଟାମାଲ ବିଧାୟକ ମହିଧର ରଣା ଓ ଲାଞ୍ଜିଗଡ ବିଧାୟକ ପ୍ରଦୀପ କୁମାର ଦିଶାରୀଙ୍କ ତିନି ଜଣିଆ କମିଟି ବଲାଙ୍ଗିରଗସ୍ତ କରି ଜିଲ୍ଲାରେ ହେଉଥିବା
Read More...

ସ୍ୱାଗତିକା ବଗର୍ତ୍ତି ଓ ଦେବାଶିଷ ମେହେର ବସନ୍ତ ବିଶ୍ୱାଲ ସମ୍ମାନରେ ସମ୍ମାନୀତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡିଶା ରାଜ୍ୟ ସ୍କାଉଟ ଗାଇଡ ମୁଖ୍ୟ କାର୍ଯ୍ୟାଳୟ ଭୁବନେଶ୍ୱରଠାରେ ବସନ୍ତ ବିଶ୍ୱାଲ ସମ୍ମାନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ବଲାଙ୍ଗିର ଜିଲ୍ଲାରୁ ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ଦୁର୍ଗାପାଲି ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଗାଇଡ କ୍ୟାପ୍‌ଟେନ
Read More...

ଧାମନଡଙ୍ଗା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଅନେକ ଗାଁର ରାସ୍ତା ଅବସ୍ଥା ଶୋଚନୀୟ

ତୁରେକେଲା, (କୈଳାଶ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଧାମନଡଙ୍ଗା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଅନେକ ଗାଁ ରାସ୍ତା ଶୋଚନୀୟ ଅବସ୍ଥାରେ ରହିଥିବାରୁ ବର୍ଷା ଦିନେ ଯିବା ଆସିବାରେ ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ ହେଉଛି । ଅଭିଯୋଗ ଅନୁସାରେ ବାଲଦାଶ ଗାଁରୁ କଷାମାଲ ଗାଁ
Read More...

ସ୍ୱରାଗିଣୀ ଅନୁଷ୍ଠାନର ମା’ ଖୁଦୁରୁକୁଣୀ ମେଲଣ ୨୦୨୨ ଆସନ୍ତା ୧୨ରେ

ରାଉରକେଲା, (ସସ୍ମିତା ପ୍ରଧାନ) : ନୂତନ କରି ଗଠନ ହୋଇଥିବା ସାମାଜିକ ତଥା ସାଂସ୍କୃତିକ ଅନୁଷ୍ଠାନ ସ୍ୱରାଗିଣୀ ତରଫରୁ ମା' ଖୁଦୁରୁକୁଣୀ ମେଲଣ ୨୦୨୨ ଆସନ୍ତା ୧୨ ତାରିଖ ଦିନ ସେକ୍ଟର ୨୦ସ୍ଥିତ କମ୍ୟୁନିଟି ସେଣ୍ଟରଠାରେ ପାଳନ କରାଯିବ । ଏନେଇ ରାଉରକେଲା କ୍ଲବଠାରେ ଅନୁଷ୍ଠାନ ତରଫରୁ ଆୟୋଜିତ
Read More...