Daily Archives

କୋଶଳ ରାଏଜ ମୁକ୍ତିମୋର୍ଚ୍ଚା ବରଗଡ଼ ଜିଲ୍ଲାର ସଭାପତି ଭାବେ ନିଯୁକ୍ତ ହେଲେ ଘନଶ୍ୟାମ

ବରଗଡ, (ନିରୋଜ କୁମାର ପାଣୀ) : କୋଶଳ ରାଏଜ ମୁକ୍ତିମୋର୍ଚ୍ଚା ପ୍ରଥମ ପର୍ଯ୍ୟାୟରେ କମିଟି ଘୋଷଣା କରିଛି । ବରଗଡ଼ ଜିଲ୍ଲାର ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି ବରଗଡ଼ ବ୍ଲକ ଅନ୍ତର୍ଗତ ଗୁଡେଶିରା ପଞ୍ଚାୟତର ଘନଶ୍ୟାମ ସାହୁ । ଘନଶ୍ୟାମ ବର୍ତ୍ତମାନ ବରଗଡ଼ ଜିଲ୍ଲାର ବିଜେପି ଯୁବମୋର୍ଚ୍ଚା
Read More...

ସ୍ୱରାଗିଣୀ ଅନୁଷ୍ଠାନର ଖୁଦୁରୁକୁଣୀ ମେଲଣ- ୨୦୨୨ ସଂପନ୍ନ

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ତଥା ସାଂସ୍କୃତିକ ଅନୁଷ୍ଠାନ ସ୍ୱରାଗିଣୀ ତରଫରୁ ମା' ଖୁଦୁରୁକୁଣୀ ମେଲଣ- ୨୦୨୨ ସେକ୍ଟର ୨୦ସ୍ଥିତ କମ୍ୟୁନିଟି ସେଣ୍ଟର୍‌ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି । ସ୍ୱରାଗିଣୀର ସଭାପତି ସ୍ୱର୍ଣ୍ଣପ୍ରଭା ପଲେଇଙ୍କ ସଭାପତିତ୍ୱ ଓ ସାଧାରଣ ସଂପାଦକ
Read More...

ବଲାଙ୍ଗିର ସିନିୟର ନକ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଦଶମ ଦିବସରେ

ଏପିଜେ ଲୋଇସିଂହା, ସିସିଏଫ୍‌ଏ, ଅମାମୁଣ୍ଡା, ଜରାସିଂହା, ବ୍ଲୁ ମାଉଣ୍ଟେନ ଓ ହଲଦି ଇବି ବିଜୟୀ ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା କ୍ରୀଡା ସଂସଦ ଆନୁକୂଲ୍ୟରେ ଆଜି ପଲ୍ଲିଶ୍ରୀ ଷ୍ଟାଡିୟମ ସଦାଇପାଲିଠାରେ ଅମାମୁଣ୍ଡା ୫-୦ ଗୋଲରେ ଗେର୍ଡିକୁ ହରାଇ ଗୃପ ଚମ୍ପିୟାନ ହୋଇଛି ।
Read More...

ଗଛର ସୁରକ୍ଷା ପାଇଁ ଶପଥ ଗ୍ରହଣ କଲେ ଛାତ୍ରଛାତ୍ରୀ ଓ ଅଧ୍ୟାପକ

ବୃକ୍ଷ ବନ୍ଧୁ କାର୍ଯ୍ୟକ୍ରମ ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଲକର ପଂଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଘୁନସରଠାରେ କଲେଜ ଅଧ୍ୟକ୍ଷ ଶୁବେନ୍ଦୁ ବିକାଶ କୁମ୍ଭାରଙ୍କ ସଭାପତିତ୍ୱରେ ଓ ପ୍ରକୃତିବନ୍ଧୁ ଶିକ୍ଷକ ତଥା ରେଡକ୍ରସ କର୍ମୀ ରାମ ନାରାୟଣ ଦାଶଙ୍କ
Read More...

କୃଷକ ଉତ୍ପାଦକ କମ୍ପାନୀର କୃଷକ ସଚେତନତା କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଭାରତ ସରକାରଙ୍କର କେନ୍ଦ୍ରୀୟ ଯୋଜନା ଅନ୍ତର୍ଗତ ୧୦,୦୦୦ କୃଷକ ଉତ୍ପାଦକ କମ୍ପାନୀ ଗଠନ ଓ ପ୍ରୋତ୍ସାହନ ଯୋଜନାରେ ଗଠିତ ବଲାଙ୍ଗିର ଜିଲ୍ଲାର ବଲାଙ୍ଗିର ବ୍ଲକର ଘସିଏନ ଦେବୀ କୃଷକ ଉତ୍ପାଦକ କମ୍ପାନୀ ତରଫରୁ ଚନ୍ଦନଭାଟି ଗ୍ରାମ ପଞ୍ଚାୟତ ଅଧିନସ୍ତ ବଘଲା ଗ୍ରାମରେ
Read More...

ଇଲେକ୍ଟ୍ରିକ୍‌ ବାଇକ୍‌ ସୋରୁମ୍‌ରେ ଭୀଷଣ ଅଗ୍ନିକାଣ୍ଡ : ଚାଲିଗଲା ୮ ଜଣଙ୍କ ଜୀବନ

ମୃତକଙ୍କ ମଧ୍ୟରେ ଓଡ଼ିଆ ଦମ୍ପତ୍ତି ହାଇଦ୍ରାବାଦ : ଇଲେକ୍ଟ୍ରିକ୍‌ ବାଇକ୍‌ ସୋରୁମ୍‌ରେ ଭୀଷଣ ଅଗ୍ନିକାଣ୍ଡ । ଏଥିରେ ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି । ତେଲେଙ୍ଗାନା ସିକନ୍ଦରାବାଦରେ ସୋମବାର ବିଳମ୍ୱିତ ରାତିରେ ଏପରି ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି । ମୃତକଙ୍କ
Read More...

ରାମକୃଷ୍ଣ ମିଶନ ପକ୍ଷରୁ ବନ୍ୟା ବିପନ୍ନ ପରିବାରଙ୍କୁ ବସ୍ତ୍ର ବଣ୍ଟନ

ବାଙ୍କୀ : ଭୁବନେଶ୍ୱର ସ୍ଥିତ ରାମକୃଷ୍ଣ ମିଶନ ପକ୍ଷରୁ ମଙ୍ଗଳବାର ସକାଳେ ଶିମିଳିପୁର ପଞ୍ଚାୟତର ଶୁଖୁଆଖଳା ଏବଂ ହରିରାଜପୁର ପଞ୍ଚାୟତର ଯୋରକୂଳ ଗ୍ରାମରେ ବନ୍ୟା ବିପନ୍ନ ପରିବାରଙ୍କୁ ରିଲିଫ୍ ସହାୟତା ଭାବରେ ବସ୍ତ୍ର ବଣ୍ଟନ କରାଯାଇଛି । ପ୍ରଥମେ ଶୁଖୁଆଖଳା ଗ୍ରାମରେ ବିବେକାନନ୍ଦ ଷ୍ଟଡି
Read More...

ବିଜେପୁର ଗଞ୍ଜେଇଭାଟି ଛକରେ ଦୁର୍ଘଟଣା : ୧୬ ବର୍ଷିଅ ଛାତ୍ରୀ ଗୁରୁତର

ବରଗଡ଼, (ନିରୋଜ କୁମାର ପାଣୀ) : ବିଜେପୁର ଗଞ୍ଜେଇଭାଟି ଛକରେ ଏକ ସଡକ ଦୁର୍ଘଟଣା ଘଟି ଜଣେ ୧୬ ବର୍ଷିଅ ଛାତ୍ରୀ ଗୁରୁତର ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ, ବିଜେପୁରର ଐତିହାସିକ ଅନନ୍ତବ୍ରତ ମହୋତ୍ସବ ଦେଖିବାକୁ ଆସିଥିବା ସୁନିତା ମେହେର ନାମ୍ନୀ ଜଣେ ୧୬ ବର୍ଷିଅ ଝିଅ ନିଜ ମାମୁଁ ଘରକୁ
Read More...

ଲଗାତାର ତୃତୀୟ ଥର ପାଇଁ ଓଡିଶା ଏଥଲେଟିକ୍‌ ଏସୋସିଏସନ୍‌ର ସହସଂପାଦକ ହେଲେ ବଲାଙ୍ଗିରର ପୂର୍ବତନ କ୍ରୀଡାବିତ ବିଭୁତି…

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଓଡିଶା ଏଥଲେଟିକ୍‌ ଏସୋସିଏସନ୍‌ର ସହସଂପାଦକ ଭାବେ ବଲାଙ୍ଗିରର ପୂର୍ବତନ କ୍ରୀଡାବିତ ତଥା ଜିଲ୍ଲା କ୍ରୀଡା ସଂସଦର ସଦସ୍ୟ ବିଭୂତି ଭୂଷଣ ପଣ୍ଡା ନିର୍ବାଚିତ ହୋଇଛନ୍ତି । ଗତ ୧୧ ତାରିଖ ଦିନ କଟକ ବାରବାଟୀ ଷ୍ଟାଡିୟମ ପରିସରରେ ଅନୁଷ୍ଠିତ ଓଡିଶା ଏଥଲେଟିକ୍‌
Read More...

ପ୍ରଫେସର ଚକ୍ରଧର ତ୍ରିପାଠୀ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱ ବିଦ୍ୟାଳୟର ନୂଆ କୁଳପତି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କୋରାପୁଟସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ନୂଆ କୁଳପତି ଭାବେ ନିଯୁକ୍ତ ହେଲେ ପ୍ରଫେସର ଚକ୍ରଧର ତ୍ରିପାଠୀ । ରାଷ୍ଟ୍ରପତି ତାଙ୍କୁ ୫ ବର୍ଷ ପାଇଁ କୁଳପତି ଭାବେ ନିଯୁକ୍ତ କରିଛନ୍ତି । ପ୍ରଫେସର ତ୍ରିପାଠୀ ପଶ୍ଚିମବଙ୍ଗର ବିଶ୍ୱ ଭାରତୀ ଓ
Read More...