Daily Archives

ବଲାଙ୍ଗିର ଜେଏସ୍‌ଏମ୍‌ ବାଣିଜ୍ୟ ମହାବିଦ୍ୟାଳୟରେ ୨ୟ ଗ୍ରାଜୁଏସନ୍‌ ସେରିମୋନି

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ପି.ପି. ଏକାଡେମୀଠାରେ ଆଜି ବଲାଙ୍ଗିର ଜିଲ୍ଲାର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଜେଏସ୍‌ଏମ୍‌ ବାଣିଜ୍ୟ ମହାବିଦ୍ୟାଳୟର ୨୦୧୯-୨୨ ଶିକ୍ଷା ବର୍ଷର +୩ ଛାତ୍ରଛାତ୍ରୀମାନଙ୍କ ଗ୍ରାଜୁଏସନ୍ ସେରିମୋନି ମହାବିଦ୍ୟାଳୟର ଅଧ୍ୟକ୍ଷ ସି.ଏ ଶ୍ରୀକାନ୍ତ ଶର୍ମା,
Read More...

ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ତରଫରୁ ମଶାଲ ଶୋଭାଯାତ୍ରା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡିଶାର ଘରେ ଘରେ ପରିଚିତ ସ୍ୱେଚ୍ଛାସେବୀ ସଂଗଠନ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ତରଫରୁ ଆଜି ସନ୍ଧ୍ୟା ସମୟରେ ସ୍ଥାନୀୟ କୋଶଳ କଳା ମଣ୍ଡଳ ଠାରେ ନୂଆଁଖାଇ ଭେଟଘାଟ ଅନୁଷ୍ଠିତ ହେବ । ଏଥିପାଇଁ ମା’ ସମଲେଇଶ୍ୱରୀ ମନ୍ଦିରରୁ ବାହିରି କୋଶଳ କଳା ମଣ୍ଡଳ ପର୍ଯ୍ୟନ୍ତ
Read More...

ବଲାଙ୍ଗିର ସହରର ବିଚ୍‌ ରାସ୍ତାରେ ଆଦିବସୀଙ୍କ ବିଶାଳ ରାଲି

ବଲାଙ୍ଗିର, (କେପିଏନ୍‌ଏସ୍‌) : ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ତରଫରୁ ସ୍ଥାନୀୟ କୋଶଳ କଳା ମଣ୍ଡଳ ଠାରେ ଆଜି ସନ୍ଧ୍ୟା ସମୟରେ ନୂଆଁଖାଇ ଭେଟଘାଟ ଅନୁଷ୍ଠିତ ହେବ । ଏହି ପରିପ୍ରେକ୍ଷୀରେ ମା’ ସମଲେଇଶ୍ୱରୀ ମନ୍ଦିରରୁ ବାହିରି କୋଶଳ କଳା ମଣ୍ଡଳ ପର୍ଯ୍ୟନ୍ତ ଏକ ମଶାଳ ଶୋଭାଯାତ୍ରା ଅନୁଷ୍ଠିତ
Read More...

ମୁଣ୍ଡୁଳି ବ୍ରିଜରୁ ଡେଇଁପଡ଼ିଥିବା ଯୁବକ ମହାନଦୀରୁ ସୁରକ୍ଷିତ ଭାବେ ଉଦ୍ଧାର

କଟକ : ମୁଣ୍ଡୁଳି ବ୍ରିଜରୁ ମହାନଦୀକୁ ଡେଇଁ ପଡ଼ିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି । ଆଜି ସକାଳୁ ସ୍ଥାନୀୟ ଲୋକମାନେ ଯୁବକ ଜଣଙ୍କୁ ଏକ ଟାପୁରୁ ଉଦ୍ଧାର କ​‌ରିଥିବା ଜଣାପଡ଼ିଛି । ମିଳିଥିବା ସୂଚନା ଅନୁଯାୟୀ, ଯୁବକ ଜଣକ ଗତକାଲି ରାତି ୯ଟା ବେଳେ ମୁଣ୍ଡୁଳି ବ୍ରିଜରୁ
Read More...

ଆଜି ପ୍ରକାଶ ପାଇବ ପିଜି ପ୍ରଥମ ପର୍ଯ୍ୟାୟ ସିଟ୍‌ ବଣ୍ଟନ ତାଲିକା, ୧୬, ୧୭ ତାରିଖରେ ନାମଲେଖା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଥିବା ସରକାରୀ ବିଶ୍ୱବିଦ୍ୟାଳୟ ଏବଂ ଡିଗ୍ରୀ କଲେଜ ଗୁଡିକରେ ପ୍ରଦାନ କରାଯାଉଥିବା ସ୍ନାତକୋତ୍ତର(ପିଜି) ପ୍ରଥମ ବର୍ଷରେ ନାମ ଲେଖିବା ଲାଗି ଗୁରୁବାର ଅପରାହ୍ନ ୪ଟାରେ ପ୍ରଥମ ପର୍ଯ୍ୟାୟ ସିଟ୍‌ ବଣ୍ଟନ ତାଲିକା ପ୍ରକାଶ ପାଇବ । ପ୍ରଥମ ପର୍ଯ୍ୟାୟରେ
Read More...

ହିନ୍ଦୀ ଦିବସ ଓ ପକ୍ଷ ପାଳିତ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଚକାପାଦ ବ୍ଲକର ଗୁରୁକୁଳ ସଂକୃତି ମହାବିଦ୍ୟାଳୟ ଚକାପାଦଠାରେ ନେହେରୁ ଯୁବ କେନ୍ଦ୍ର ଫୁଲବାଣୀ ତରଫରୁ ହିନ୍ଦୀ ଦିବସ ଓ ପକ୍ଷ ପାଳିତ ହୋଇଯାଇଛି । କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଭାବରେ ଗୁରୁକୁଳ ସଂକୃତ ମହାବିଦ୍ୟାଳୟର ଅଧ୍ୟକ୍ଷ ପଦ୍ମନାଭ ଦିଗାଲ ଯୋଗ ଦେଇଥିବା
Read More...

ଓଡ଼ିଶା ଆଦର୍ଶ ବିଦ୍ୟାଳୟଠାରେ ହିନ୍ଦୀ ଦିବସ ପାଳିତ

କଲ୍ୟାଣସିଂହପୁର : ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକରେ ଥିବା ଓଡ଼ିଶା ଆର୍ଦଶ ବିଦ୍ୟାଳୟରେ ହିନ୍ଦୀ ଦିବସ ପାଳନ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷ ସଙ୍ଗୀତ ପଲକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୀପ ପ୍ରଜ୍ୱଳନ କରିବା ସହ ହିନ୍ଦୀ ଭାଷାର ମହତ୍ତ୍ଵ ବିଷୟରେ ବର୍ଣ୍ଣନା କରିଥିଲେ । ପୂର୍ବତନ
Read More...

ପୋଖରୀରେ ସାଙ୍ଗମାନଙ୍କ ସହ ଗାଧୋଉଥିବା ବେଳେ ବୁଡ଼ିଯାଇ ନାବାଳକଙ୍କ ମୃତ୍ୟୁ

କାମାକ୍ଷାନଗର : ଢେଙ୍କାନାଳ ଜିଲ୍ଲା ତୁମୁସିଙ୍ଗା ଥାନା ଅଁଳାବେରେଣୀ ଗ୍ରାମ ଜୁଆଙ୍ଗ ସାହିରେ ଘଟିଛି ଏକ ଅଭାବନୀୟ ଘଟଣା । ପୋଖରୀରେ ସାଙ୍ଗମାନଙ୍କ ସହ ଗାଧୋଉଥିବା ବେଳେ ବୁଡ଼ିଯାଇ ନାବାଳକଙ୍କ ମୃତ୍ୟୁ । ମୃତ ନାବାଳକ ଜଣଙ୍କ ହେଲେ ଉକ୍ତ ଗ୍ରାମ ଜୁଆଙ୍ଗ ସାହିର ବିଭୁତି ପ୍ରଧାନଙ୍କ ୧୦ ବର୍ଷର
Read More...

ଭୟାବହ ସଡକ ଦୁର୍ଘଟଣା : ବାଇକ୍‌କୁ ପିଟିଲା କାର୍, ପୋଲ ତଳକୁ ଛିଟ୍‌କି ପଡ଼ିଲେ ଦମ୍ପତି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରସୁଲଗଡ଼ ଓଭରବ୍ରିଜ୍‌ ଉପରେ ଏକ ଭୟାବହ ସଡକ ଦୁର୍ଘଟଣା ଘଟିଥିବା ଜଣାପଡିଛି । ଘଟଣାରେ ଏକ ଦମ୍ପତ୍ତି ଗୁରୁତର ଆହତ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ଦମ୍ପତିଙ୍କ ଘର କଟକରେ । କିନ୍ତୁ ସେମାନେ ଫୁଲନଖରା ପାଖରେ ଭଡ଼ାଘରେ ରହୁଛନ୍ତି । କୌଣସି ଏକ କାମରେ
Read More...

ଜୁହାର ପରିବାରର ୨୩ତମ ନୂଆଁଖାଇ ଭେଟ୍‌ଘାଟ୍‌ ଉତ୍ସବ ଅନୁଷ୍ଠିତ

ସମ୍ବଲପୁର : ପ୍ରବାସୀ ଓଡିଆଙ୍କ ଦେଶର ଆଇଟି ସହର ବାଙ୍ଗାଲୁରୁରେ ଥିବା ଜୁହାର ପରିବାର ପକ୍ଷରୁ ୨୩ତମ ନୂଆଁଖାଇ ଭେଟ୍‌ଘାଟ୍‌ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ମା' ସମଲେଶ୍ୱରୀଙ୍କୁ ପୂଜାର୍ଚ୍ଚନା ସହିତ ଆରମ୍ଭ ଏହି ଉତ୍ସବରେ ବାଙ୍ଗାଲୁରୁ ସେନ୍ଟ୍ରାଲର ସାଂସଦ ପି.ସି. ମୋହନ ମୁଖ୍ୟ ଅତିଥି ରୂପେ
Read More...