Daily Archives

ନାରଦ ଟୁଙ୍ଗି ଅନୁଷ୍ଠାନର ଶୁଭ ଉଦ୍‌ଘାଟନ ସମାରୋହ

ତାଳଚେର, (ଆର୍ତ୍ତତ୍ରାଣ ପାଣି) : ଦେଉଳବେଡା ସ୍ଥିତ ଡିସିଆଇ କ୍ଲବଠାରେ ନାରଦ ଟୁଙ୍ଗି ଅନୁଷ୍ଠାନର ଉଦ୍‌ଘାଟନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ଅଧ୍ୟକ୍ଷ ସୌଭାଗ୍ୟ ନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଢେଙ୍କାନାଳ ସାଂସଦ ମହେଶ ସାହୁ, ମୁଖ୍ୟବକ୍ତା
Read More...

ମୋ ସ୍କୁଲ ଅଭିଯାନ ବୈଠକ

ଆଠଗଡ଼ : ଆଠଗଡ଼ ସ୍ଥିତ ଗୋପବନ୍ଧୁ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବୁଧବାର ମୋ ସ୍କୁଲ ଅଭିଯାନ ଯୋଜନାର ସଫଳ ରୂପାୟନ ପାଇଁ ଅନୁଷ୍ଠିତ ଏକ ବୈଠକରେ ବହୁ ପୁରାତନ ଛାତ୍ରୀ ଯୋଗଦାନ କରିଥିଲେ । ବିଦ୍ୟାଳୟର ଅଧ୍ୟକ୍ଷା ସଂଯୁକ୍ତା ମହାପାତ୍ରଙ୍କ ପୌରାହିତ୍ୟରେ ଅନୁଷ୍ଠିତ ଏହି ବୈଠକକୁ ଅଧ୍ୟାପିକ
Read More...

ଆଜି ପ୍ରକାଶ ପାଇବ ଯୁକ୍ତ ୨ ସ୍ପଟ ମେଧା ତାଲିକା

ଭୁବନେଶ୍ୱର : ୨୦୨୨-୨୩ ଶିକ୍ଷାବର୍ଷରେ ବିଭିନ୍ନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁକ୍ତ ୨ ନାମଲେଖା ପାଇଁ ଗୁରୁବାର ସ୍ପଟ ମେଧା ତାଲିକା ପ୍ରକାଶ ପାଇବ । ଅପରାହ୍ନ ୨ଟାରେ ମେଧା ତାଲିକା ପ୍ରକାଶ ପାଇବାକୁ ଥିବାବେଳେ ଏଥିରେ ମନୋନୀତ ଛାତ୍ରଛାତ୍ରୀ ଅପରାହ୍ନ ୩ଟାରୁ ୧୬ ତାରିଖ ସନ୍ଧ୍ୟା ୫ଟା
Read More...

ପାଟଣା ମଣ୍ଡଳ ବିଜେପିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

ପାଟଣା : ଭାରତୀୟ ଜନତା ପାର୍ଟି ପାଟଣା ମଣ୍ଡଳ ଅନ୍ତର୍ଗତ ୨୩ ନମ୍ବର ଜୋନର ମଲିପଶି ଠାରେ ଗତକାଲି ଚତୁର୍ଥ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ମଣ୍ଡଳ ସଭାପତି ଅଭୟ କୁମାର ବେହେରାଙ୍କ ସଭାପତତ୍ୱରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ବିଜେପି ଉପ ସଭାପତି
Read More...

ତୁଷୁରା ଏନଏସିରେ ଭୀମ ଭୋଇ ସାମର୍ଥ୍ୟ ଶିବିର

ଗୁଡଭେଲା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସାମାଜିକ ସୁରକ୍ଷା ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ୱାରା ତୁଷୁରା ବିଜ୍ଞାପିତ ଅଞ୍ଚଳ ପରିଷଦ ଠାରେ ଭୀମ ଭୋଇ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଏନଏସି ଅଧ୍ୟକ୍ଷ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଶିବିରକୁ ଉଦ୍‌ଘାଟନ
Read More...

ଆଜି ଓଡ଼ିଶା ଆସୁଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଗୁରୁବାର ସନ୍ଧ୍ୟାରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ବୈଷ୍ଣବ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ (ସୋଆ) ପକ୍ଷରୁ ଆୟୋଜିତ ମୋଦୀ ଅ୨୦ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେବେ ।
Read More...

ମହାନଦୀରେ ବୁଡ଼ିଯାଇ ଜଣେ ମୃତ

ବଡ଼ମ୍ବା : ନଦୀରେ ବୁଡ଼ିଯାଇ ଶଂଖାମେରୀ ଜାନିଗାଡ଼ିଆ ସାହିର ମୁରଲୀ ବେହେରା(୪୭)ଙ୍କ ମୃତ୍ୟୁ ଘଟିଛି । ବୁଧବାର ସକାଳେ ନିଜ ଗାଁ ସ୍ଥିତ ମହାନଦୀରେ ଗାଧୋଉଥିବା ବେଳେ ଏହି ଅଘଟଣ ଘଟିଥିବା ଗ୍ରାମବାସୀଙ୍କଠୁ ସୂଚନା ମିଳିଛି । ଏହି ଦୁଃଖଦ ଖବର ପାଇବା ପରେ ସ୍ଥାନୀୟ ସରପଞ୍ଚ ଜ୍ୟୋତ୍ସ୍ନାମୟୀ
Read More...

ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ

ବରଗଡ, (ସତ୍ୟ ନାରାୟଣ ପ୍ରଧାନ) : ଗୁରୁଜୀ ସଦନ କୁମାର ତିୱାରୀଙ୍କ ଜନ୍ମଦିନ ଅବସରରେ ବରଗଡ଼ ତୁରୁଙ୍ଗା ସ୍ଥିତ ବୈଷ୍ଣୋଦେବୀ ମନ୍ଦିର କମିଟି ଓ ନିଷ୍ଠା ପରିବାର ପକ୍ଷରୁ ମନ୍ଦିର ପରିସରରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ଏହି ଶିବିରକୁ ଗୁରୁଜୀ ଫିତା କାଟି ଉଦ୍‌ଘାଟନ
Read More...

ନିଃସନ୍ତାନ ଦମ୍ପତ୍ତିଙ୍କ ପାଇଁ ନିଶୁଳ୍କ ପରାମର୍ଶ ଶିବିର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ମାରୱାଡି ସେବା ସଦନଠାରେ ନିଃସନ୍ତାନ ଦମ୍ପତ୍ତିଙ୍କ ପାଇଁ ନିଶୁଳ୍କ ପରାମର୍ଶ ଶିବିର ସଚେତନ ମହିଳା ମଞ୍ଚ ଓ ସୌମ୍ୟ ସେବା ଫାଉଣ୍ଡେସନ୍‌ ବଲାଙ୍ଗିରର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଯାଇଛି । ପଶ୍ଚିମ ଓଡିଶାର ବରିଷ୍ଠ ସ୍ତ୍ରୀ ରୋଗୀ ଓ ପ୍ରସୂତୀ
Read More...

ପିଲାଙ୍କ ପାଇଁ ଦିନଟିଏ : ନିର୍ଭୟା କଢି, ମୋ ଗେହ୍ଲାଝିଅ, ଶିଶୁ ଶ୍ରମିକ ଦୂରୀକରଣ ପାଇଁ ଜିଲ୍ଲା ଟାସ୍କ ଫୋର୍ସ କମିଟି…

ଜିଲ୍ଲାପାଳଙ୍କ ସଦ୍ଭାବନା ସମ୍ମିଳନୀ ଗୃହରେ ଜିଲ୍ଲାସ୍ତରୀୟ ଶିଶୁ ସୁରକ୍ଷା କମିଟିର ସମୀକ୍ଷା ବୈଠକ ଅନୁଷ୍ଠିତ ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ନିର୍ଭୟା କଢି, ମୋ ଗେହ୍ଲାଝିଅ ଏବଂ ଶିଶୁ ଶ୍ରମିକ ଦୂରୀକରଣ ପାଇଁ ଜିଲ୍ଲା ଟାସ୍କ ଫୋର୍ସ କମିଟି ଓ ଜିଲ୍ଲା ଶିଶୁ ସୁରକ୍ଷା କମିଟିର
Read More...