Daily Archives

ଜମଲା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପରିବେଶ ସଚେତନତା କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବ୍ଲକ୍ ଅନ୍ତର୍ଗତ ଜମଲା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସୁରକ୍ଷିତ ଭବିଷ୍ୟତ ପାଇଁ ଗଛଟିଏ ଲଗାଇବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ ଏକ ସଭାରେ ବିଦ୍ୟାଳୟ ଅଧ୍ୟକ୍ଷ ବିରଜା ପ୍ରସାଦ ଦଳପତି ସଭାପତିତ୍ୱ କରିଥିବା ବେଳେ
Read More...

ବଲାଙ୍ଗିର ସିନିୟର ନକ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ ତ୍ରୟୋଦଶ ଦିବସ

ଏପିଜେ ଲୋଇସିଂହା ଓ ଏଏ ଅମାମୁଣ୍ଡା ବିଜୟୀ ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା କ୍ରୀଡା ସଂସଦ ଆନୁକୂଲ୍ୟରେ ଆୟୋଜିତ ଆଜି ସୁପର ନକ ଆଉଟ ଖେଳ ଗାନ୍ଧୀ ଷ୍ଟାଡିୟମ ଠାରେ ଏପିଜେ ଲୋଇସିଂହା ୨-୧ ଗୋଲରେ ଜିୱାଇଡିସି ନକଟାସରକୁ ହରାଇ କ୍ୱାଟର ଫାଇନାଲକୁ ପ୍ରବେଶ କରିଛି । ଅତିଥି
Read More...

ଜିଲ୍ଲା ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ନୂଆଁଖାଇ ଭେଟ୍‌ଘାଟ୍‌

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂସ୍କୃତି ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ ହଲ ଠାରେ ମଙ୍ଗଳବାର ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲା ସଂସ୍କୃତି ଅଧିକାରୀ ସନ୍ତ୍ରାସ ନାରାୟଣ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ବରଗଡ଼
Read More...

ହନୁମାନପଡା ଛକଠାରୁ କଫ ସିରଫ ଜବତ : ୧ ଗିରଫ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପଦ୍ମପୁର ପୋଲିସ ସନ୍ଧ୍ୟାରେ ପେଟ୍ରୋଲିଂ କରୁଥିବା ସମୟରେ ବରଗଡ଼ ଜିଲ୍ଲା ପଦ୍ମପୁର ସହର ହନୁମାନପଡା ଛକଠାରେ ଜଣେ କଫ ସିରଫ ବ୍ୟବସାୟୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ତାଙ୍କ ଠାରୁ ଗୋଟିଏ ଜାରରେ ୨୦ ଲିଟର ଅପମିଶ୍ରିତ ତରଳ ପଦାର୍ଥ, ୧୦ ବୋତଲ
Read More...

ଏସ୍‌ସିଓ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ସମ୍ବୋଧନ

ଦିଲ୍ଲୀ, (ପିଆଇବି) : ମହାମହିମ ଗଣ,ଚଳିତ ବର୍ଷର ଆହ୍ୱାନପୂର୍ଣ୍ଣ ଅନ୍ତର୍ଜାତୀୟ ଏବଂ କ୍ଷେତ୍ରୀୟ ବାତାବରଣରେ ଏସ୍‌ସିଓର ପ୍ରଭାବଶାଳୀ ନେତୃତ୍ୱ ନିମନ୍ତେ ମୁଁ ରାଷ୍ଟ୍ରପତି ମିରଜିୟୋଏଭ୍‌ଙ୍କୁ ହୃଦୟର ସହିତ ଶୁଭେଚ୍ଛା ପ୍ରଦାନ କରୁଛି ।ଆଜି ଯେତେବେଳେ ସମଗ୍ର ବିଶ୍ୱ ମହାମାରୀ ପରେ ଆର୍ଥିକ
Read More...

ସ୍କୁଲ ପାଚେରୀ ଫାଟକ ଭାଙ୍ଗି ଜଣେ ୫ମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ

ଗୁଣୁପୁର : ରାୟଗଡା ଜିଲ୍ଲା ପଦ୍ମପୁର ବ୍ଲକ ବିଚିକୋଟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆଜି ଏକ ଅଭାବନୀୟ ଘଟଣା ଘଟିଥିବା ଜଣାପଡିଛି । ସ୍କୁଲ ପାଚେରୀ ଫାଟକ ଭାଙ୍ଗି ଜଣେ ୫ମ ଶ୍ରେଣୀ ଛାତ୍ରୀଙ୍କ ଉପରେ ପଡ଼ିଯିବା ଫଳରେ ଛାତ୍ରୀଙ୍କ ମୃତ୍ୟୁ ଘଟିଛି । ମୃତ ଛାତ୍ରୀ ହେଲେ ଆହୁତୀ ଶବର । ସୂଚନା
Read More...

ବିଭିନ୍ନ ଦାବୀକୁ ନେଇ ଆପ ପକ୍ଷରୁ ବିଡିଓଙ୍କୁ ଦାବୀପତ୍ର ପ୍ରଦାନ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକର ବିଭିିନ୍ନ ଦାବୀକୁ ଆମ୍ ଆଦମୀ ପାର୍ଟି ଜିଲ୍ଲା ଆବାହକ ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ ପାଣ୍ଡେଙ୍କ ନେତୃତ୍ୱରେ ଦେଓଗାଁ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ଏକ ଦାବୀପତ୍ର ପ୍ରଦାନ କରିଛନ୍ତି । ପ୍ରଧାନମନ୍ତ୍ରୀ ଆବାସ, ବିଜୁ ପକ୍କା ଘର
Read More...

କେନ୍ଦ୍ର ସରକାରଙ୍କ ତଥ୍ୟରେ ଦେଓମାଳି ଓଡିଶାର ସର୍ବୋଚ୍ଚ ଗିରିଶୃଙ୍ଗ : ସୂଚନା ଅଧିକାର ଆଇନ ଯୋଗେ ମିଳିଲା ତଥ୍ୟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବିଧାନସଭାର ଗତ ମୌସୁମୀ ଅଧିବେଶନରେ ପର୍ଯ୍ୟଟନ ମନ୍ତ୍ରୀ ଅଶ୍ୱିନୀ ପାତ୍ର ଦେଓମାଳି ପର୍ବତ ଓଡିଶାର ରାଜସ୍ୱ, ଜଙ୍ଗଲ ଓ ପର୍ଯ୍ୟଟନ ବିଭାଗର ଖାତାରେ ନାହିଁ ବୋଲି କହିବାରୁ ବାଚସ୍ପତି ବିକ୍ରମ କେଶରୀ ଆରୁଖ ଗଭୀର ଉଦବେଗ ପ୍ରକାଶ କରିଥିଲେ । ବାଚସ୍ପତି ଏହି
Read More...

୫୦ ଥର ରକ୍ତଦାନ ପାଇଁ ମେଟ୍ରୋ ଟିଭି ତରଫରୁ ସମ୍ବର୍ଦ୍ଧନା

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ଥାନୀୟ ସିଭିକ ସେଣ୍ଟରଠାରେ ମେଟ୍ରୋ ଟିଭି ତରଫରୁ ଏକ ସମ୍ବର୍ଦ୍ଧନା ମହୋତ୍ସବ ପାଳିତ ହୋଇଯାଇଛି । ଉକ୍ତ ସମ୍ବର୍ଦ୍ଧନା ଉତ୍ସବରେ ରାଉରକେଲାର ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ହାସଲ କରିଥିବା ବ୍ୟକ୍ତି ବିଶେଷଙ୍କୁ ଏକଜୁଟ କରାଯାଇ ସମ୍ବର୍ଦ୍ଧନା ଜ୍ଞାପନ
Read More...

ବଲାଙ୍ଗିରଠାରେ ଚାଉଳ ରପ୍ତାନୀ ବିକାଶ ସଂପର୍କିତ କୃଷି ଓ ପ୍ରକ୍ରିୟା ଖାଦ୍ୟ ଉତ୍ପାଦ ରପ୍ତାନି ବିକାଶ ପ୍ରାଧିକରଣର…

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର କୃଷି ବିଜ୍ଞାନ କେନ୍ଦ୍ର ସମ୍ମିଳନୀ କକ୍ଷରେ କୃଷି ଓ ପ୍ରକ୍ରିୟା ଖାଦ୍ୟ ଉତ୍ପାଦ ରପ୍ତାନି ବିକାଶ ପ୍ରାଧିକରଣ, କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରଣାଳୟ ତଥା ଅନନ୍ୟ ବଲାଙ୍ଗିର ଆନୁକୂଲ୍ୟରେ ଚାଉଳ ରପ୍ତାନି ବିକାଶ ନିମନ୍ତେ କୃଷି ଉତ୍ପାଦନ ସଂଘ,
Read More...