Daily Archives

ପୂର୍ବତନ ସଂପାଦକଙ୍କ ବିୟୋଗରେ ଏମବିଆର ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଶୋକସଭା

ବଲାଙ୍ଗିର, (କେପିଏନ୍‌ଏସ୍‌) : ମେଣ୍ଡା ସ୍ଥିତ ମହର୍ଷି ବୁଦ୍ଧରାମ ଉଚ୍ଚ ବିଦ୍ୟାଳୟର ପୂର୍ବତନ ଉପସଭାପତି ତଥା ସଂପାଦକ ଶିବ ପର୍ଡିଆଙ୍କ ବିିୟୋଗରେ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି । ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଅରୁଣ ପାଢୀଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ଶୋକସଭାରେ ଅଧ୍ୟାପକ,
Read More...

ବରକେରା ବିଦ୍ୟାଳୟରେ ବିଶ୍ଵ ଓଜୋନ ଦିବସ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍ ଅନ୍ତର୍ଗତ ମୁନିନ୍ଦା ଗ୍ରାମ ପଞ୍ଚାୟତର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବରକେରାରେ ବିଶ୍ଵ ଓଜୋନ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ସଭାପତିତ୍ୱ କରିଥିଲେ
Read More...

ପଖନମୁଣ୍ଡା ବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ଉଦ୍‌ଯାପିତ

କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ତୁରେକେଲା ବ୍ଲକ ଅନ୍ତର୍ଗତ ମାନ୍ଦଲା କ୍ଲଷ୍ଟରର ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ଉଦ୍‌ଯାପିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ତଥା ପ୍ରକୃତିବଂଧୁ ବିରଂଚି ନାରାୟଣ ଦାଶଙ୍କ ତତ୍ତ୍ୱାବଧାନରେ ସେପ୍ଟେମ୍ବର ୧ ତାରିଖରୁ ସେପ୍ଟେମ୍ବର୧୫
Read More...

ନିଟ୍ରା ତରଫରୁ ଇଞ୍ଜିନିୟରସ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ପ୍ରାକ୍ତନ ଆର୍‌ଇସି ବା ବର୍ତ୍ତମାନର ଏନ୍‌ଆଇଟିରୁ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀଙ୍କୁ ନେଇ ଗଠିତ ହୋଇଥିବା ନିଟ୍ରା ତରଫରୁ ଇଞ୍ଜିନିୟରସ ଦିବସ ସ୍ଥାନୀୟ ରାଉରକେଲା କ୍ଲବ ଠାରେ ପାଳିତ ହୋଇଯାଇଛି । ନିଟ୍ରା ରାଉରକେଲା ଚାପ୍ଟରର ଅଧ୍ୟକ୍ଷ ଇଂ ବିମଳ
Read More...

ପୋଖରୀରୁ ମିଳିଲା ୩ ନବଜାତକଙ୍କ ମୃତଦେହ

ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲା ଓଡାପଢ଼ା ବ୍ଲକ ସଦର ଥାନା ଇନ୍ଦିପୁର କଟା ପୋଖରୀରେ ୩ ନବଜାତ ଶିଶୁଙ୍କ ମୃତଦେହ ଠାବ କରାଯାଇଥିବା ଜଣାପଡିଛି । ୩ ନବଜାତକ କନ୍ୟା ସନ୍ତାନ ବୋଲି ସନ୍ଦେହ କରାଯାଉଛି । ଏକକାଳୀନ ୩ ନବଜାତକଙ୍କ ମୃତଦେହ ଦେଖି ଗ୍ରାମବାସୀ ଚିନ୍ତାରେ ପଡ଼ିଯାଇଛନ୍ତି । ସଦର
Read More...

ଭୂକମ୍ପରେ ଥରିଲା ଲଦାଖ

ଲେହ : ଲେହ-ଲଦାଖରେ ଶୁକ୍ରବାର ଭୋର ପ୍ରାୟ ୪ଟା ୧୯ରେ ଭୂକମ୍ପ ଅନୁଭୂତ ହୋଇଛି । ଏନେଇ ଜାତୀୟ ଭୂକମ୍ପ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୪.୮ ରହିଥିବା ବେଳେ ଅକ୍ଷାଂଶ ୩୫.୮୯ ଏବଂ ଦ୍ରାଘିମା ୭୭.୫୭ ରହିଛି । ଏହି ଭୂକମ୍ପ ଫଳରେ କୌଣସି କ୍ଷୟକ୍ଷତି
Read More...

ବାୟୁବୀରଙ୍କ ଆକାଶ ମାର୍ଗରେ ସାହସିକ ପ୍ରର୍ଦଶନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜଧାନୀର କୁଆଖାଇ ପଠାସ୍ଥିତ ବାଲିଯାତ୍ରା ପଡିଆରେ ଶୁକ୍ରବାର 'ସୂର୍ଯ୍ୟକିରଣ ଏୟାର ଶୋ'ର ଦମ୍‌ଦାର ପ୍ରଦର୍ଶନ ଦେଖିବାକୁ ମିଳିଛି । ବାୟୁବୀରମାନେ ଆକାଶ ମାର୍ଗରେ ନିଜର ସାହସିକତା ପ୍ରଦର୍ଶନ କରିଛନ୍ତି । ଭିନ୍ନ ଭିନ୍ନ ଦୁଃସାହସିକ କ୍ରୀଡ଼ା କୌଶଳ ଦେଖାଇ
Read More...

ଆଜିଠୁ ପିଜି ନାମଲେଖା ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟର ବିଭିନ୍ନ ବିଶ୍ୱ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ସ୍ନାତକୋତ୍ତର (ପିଜି) ପାଠ୍ୟକ୍ରମରେ ଶୁକ୍ରବାରଠୁ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଛି । ମେଧା ତାଲିକା ପ୍ରକାଶ ପାଇବା ପରେ ଯୋଗ୍ୟ ବିବେଚିତ ଛାତ୍ରଛାତ୍ରୀ ଶୁକ୍ରବାର ଏବଂ ଶନିବାର ନାମ ଲେଖାଇବେ ।
Read More...

୨୩ରେ ଓଡିଶା ଗ୍ରାମ ପଞ୍ଚାୟତ ଚତୁର୍ଥ ଶ୍ରେଣୀ କର୍ମଚାରୀ ସଂଘର ସମାବେଶ

ଭୁବନେଶ୍ୱର : ଓଡିଶା ଗ୍ରାମ ପଞ୍ଚାୟତ ଚତୁର୍ଥ ଶ୍ରେଣୀ କର୍ମଚାରୀ ସଂଘର ଏକ ବିରାଟ ସମାବେଶ ଆସନ୍ତା ୨୩ ତାରିଖରେ ଦିନ ୧୧ ଟାରେ ସମ୍ବଲପୁର ସ୍ଥିତ ମା’ ସମଲେଇ ପୀଠରେ ଅନୁଷ୍ଠିତ ହେବ । ଏଥିରେ ସମସ୍ତ ଜିଲ୍ଲାରୁ ସଂଘର କର୍ମକର୍ତ୍ତା ଓ ଇଚ୍ଛୁକ ସଭ୍ୟସଭ୍ୟାମାନେ ଯୋଗ ଦେବାରୁ ସଂଘ ପକ୍ଷରୁ
Read More...

ଦୁଇ ଦିନିଆ ଶିକ୍ଷକ ତାଲିମ କର୍ମଶାଳା

ବେଲପଡା, (କେପିଏନ୍‌ଏସ୍‌) : ବେଲପଡା ବ୍ଲକ ଆସ୍ଥା ପବ୍ଲିକ ସ୍କୁଲରେ ଏକ ଦୁଇ ଦିନିଆ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଉକ୍ତ ସ୍କୁଲର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ, ଅଧ୍ୟକ୍ଷ, ଚେୟାରମେନ୍‌, ଅଫିସ କର୍ମଚାରୀ ଅଂଶଗ୍ରହଣ କରିଥିଲେ । ଜବାହର ନବୋଦୟ ବିଦ୍ୟାଳୟର ଅଧ୍ୟାପକ ସଂଜୀବ ଦାସ
Read More...