Daily Archives

ପାଟଣାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ପାଟଣେଶ୍ୱରୀଙ୍କ ଷୋହଳ ପୂଜା ଆରମ୍ଭ

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡର ପ୍ରସିଦ୍ଧ ଶକ୍ତି ପୀଠ ତଥା ଅଧିଷ୍ଠାତ୍ରୀ ଦେବୀ ମା' ପାଟଣେଶ୍ୱରୀ ଦେବୀ ଓ ସମଲେଶ୍ୱରୀଙ୍କ ମନ୍ଦିରରେ ମା'ଙ୍କ ପ୍ରତିଷ୍ଠିତ ପାଟଖଣ୍ଡା ଧୁଆ ହେବା ସହ ଷୋହଳ ପୁଜା ଆରମ୍ଭ ହୋଇଯାଇଛି । ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଦଶହରା ନିମନ୍ତେ
Read More...

ଆସନ୍ତାକାଲି ଜିଲ୍ଲାର ସୋନପୁର ମ୍ୟୁନିସିପାଲିଟି ସହ ସମସ୍ତ ବ୍ଲକ ଅଞ୍ଚଳର ବ୍ୟବସ୍ଥିତ ୪୯ଟି କେନ୍ଦ୍ରରେ ୧୮ରୁ ଅଧିକ…

୧୨ ବର୍ଷରୁ ୧୪ ବର୍ଷ ନିମନ୍ତେ ବୀରମହାରାଜପୁର ବ୍ଲକର ୦୩ଟି କେନ୍ଦ୍ରରେ(କୋର୍ବେଭାକ୍ସ)ଟୀକାକରଣଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତାକାଲି
Read More...

ରକ୍ଷକ ତାଲିମ୍ କର୍ମଶାଳା ଅନୁଷ୍ଠିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ରାଜ୍ୟ ବାଣିଜ୍ୟ ଓ ପରିବହନ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶକ୍ରମେ ଡେଲାଙ୍ଗ ଥାନା ପରସରରେ ଥିବା ଅଭ୍ୟର୍ଥନା କକ୍ଷରେ ଦ୍ୱିତୀୟ ପର୍ଯ୍ୟାୟ ରକ୍ଷକ ତାଲିମ୍ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଉକ୍ତ କର୍ମଶାଳାରେ ରାସ୍ତାକଡ ଦୋକାନୀ, ବାହାନ ଚାଳକ ଓ
Read More...

ଏକ ଭାରତ ଶ୍ରେଷ୍ଠ ଭାରତ ଅଭିଯାନ : ଓଡ଼ିଶା ଆସୁଛନ୍ତି ମହାରାଷ୍ଟ୍ରର ୫୦ ଛାତ୍ରଛାତ୍ରୀ

ଭୁବନେଶ୍ୱର, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନକ୍ରମେ ସାରା ଦେଶରେ ଜାରି ରହିଛି ‘ଏକ ଭାରତ ଶ୍ରେଷ୍ଠ ଭାରତ’ ଅଭିଯାନ । ଏହି ଅଭିଯାନ ଅଧୀନରେ ବିଭିନ୍ନ ରାଜ୍ୟ ମଧ୍ୟରେ ସମ୍ପର୍କକୁ ଅଧିକ ନିବିଡ଼ କରିବା ଉଦ୍ଦେଶ୍ୟରେ ବିଭିନ୍ନ ପ୍ରକାରର କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି
Read More...

ଜିଲ୍ଲା ପ୍ରାଥମିକ ଶିକ୍ଷା ସଂଘର କାର୍ଯ୍ୟକାରିଣୀ ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ପ୍ରାଥମିକ ଶିକ୍ଷା ସଂଘ (ଏନ୍‌ପିଏସ୍‌) ଆଜି କଲେଜ ଛକଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଭାଗ ନେଇଥିବା ସମସ୍ତ ସଂଘର ସଭ୍ୟ/ ସଭ୍ୟା ସରକାରଙ୍କର ନୂତନ ପେନସନ୍‌ ଯୋଜନାକୁ ବିରୋଧ କରିବା ଓ ଜିଲ୍ଲା ଅଧିନରେ ଥିବା ଗୋଷ୍ଠୀ ଶିକ୍ଷା
Read More...

ବୈତାଳି କ୍ଲଷ୍ଟରରେ ଇକୋ କ୍ଲବ ପୁନର୍ଗଠନ ସହ ପରିଚୟ ପତ୍ର ପ୍ରଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ବୈତାଳି କ୍ଲଷ୍ଟରର ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଭାବେ ଦିବସ କୁମାର ସାହୁ ଯୋଗ ଦେବା ପରେ କ୍ଲଷ୍ଟରର ବିଭିନ୍ନ ବିଦ୍ୟାଳୟମାନଙ୍କୁ ସ୍ୱତନ୍ତ୍ର ଧ୍ୟାନ ଦେଉଥିବା ପରିଲକ୍ଷିତ ହେଉଛି । ଖାସ କରି ବିଦ୍ୟାଳୟ
Read More...

ସନଦାଦର ବିଦ୍ୟାଳୟରେ ପୋଷଣ ମାସ ଶୋଭାଯାତ୍ରା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ଅନ୍ତର୍ଗତ ବୈତାଳି କ୍ଲଷ୍ଟର ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଦିବସ କୁମାର ସାହୁଙ୍କ ମାର୍ଗଦର୍ଶନରେ କ୍ଲଷ୍ଟରର ସମସ୍ତ ବିଦ୍ୟାଳୟରେ ପୋଷଣ ମାସ ପାଇଁ ବିଭିନ୍ନ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି । ଏହି କ୍ରମରେ ବୈତାଳି
Read More...

ସତୀଭଟା ହାଇସ୍କୁଲର ଛାତ୍ରୀ କଲ୍ୟାଣୀ ସାହୁ ଜାତୀୟ ସ୍ତରରେ ପୁରସ୍କୃତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସତୀଭଟା ଉଚ୍ଚ ବିଦ୍ୟାଳୟର ଛାତ୍ରୀ କଲ୍ୟାଣୀ ସାହୁ ଜାତୀୟ ସ୍ତରରେ ପୁରସ୍କୃତ ହୋଇଛନ୍ତି । ଦିଲ୍ଲୀ ପ୍ରଗତି ମୈଦାନ ବିଜ୍ଞାନ ଭବନରେ ଅନୁଷ୍ଠିତ ଇନ୍ସପାଏର ଆୱାର୍ଡ ପ୍ରତିଯୋଗିତାରେ ସତୀଭଟା ହାଇସ୍କୁଲର ବିଜ୍ଞାନ ଶିକ୍ଷକ ଧନଞ୍ଜୟ ସାହୁଙ୍କ ପରିକଳ୍ପିତ
Read More...

୮୪ ଘର ଅଘରିଆ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌- ୨୦୨୨ କାର୍ଯ୍ୟକ୍ରମ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ କୋଶଳ କଳାମଣ୍ଡଳ ପଡିଆ ବଲାଙ୍ଗିର ଠାରେ ୮୪ ଘର ଅଘରିଆ ସମାଜ ତରଫରୁ ଆୟୋଜିତ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ହଜାର ହଜାର ଜାତିଭାଇଙ୍କ ଗହଣରେ ସମ୍ପନ୍ନ ହୋଇଯାଇଛି । ସକାଳ ୮ଘ. ସମୟରେ ଆରାଧ୍ୟ ଦେବତା ପ୍ରଭୁ ଶ୍ରୀଜଗନ୍ନାଥ, ମା' ସମଲେଶ୍ୱରୀ,
Read More...

ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ମାତୃ କର୍ମଶାଳା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ମାତୃ ସମ୍ମିଳନୀ ସଂଗଠିତ କରାଯାଇ ମାଆମାନଙ୍କୁ ଆଦର୍ଶ ଚିନ୍ତାଧାରା ନେଇ ମାଆମାନଙ୍କ ମଧ୍ୟରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ପ୍ରଧାନାଚାର୍ଯ୍ୟ ରବୀନ୍ଦ୍ରନାଥ ଦାଶ ଅତିଥିମାନଙ୍କ ପରିଚୟ ପ୍ରଦାନ
Read More...