Daily Archives

ବିଜେପି ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିବସ ପାଳିତ

ଆଠଗଡ : ଆଠଗଡ ଭାରତୀୟ ଜନତା ପାର୍ଟି ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ୭୨ତମ ଜନ୍ମ ଜୟନ୍ତୀ ଓ ସେବା ପକ୍ଷ ପାଳନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ବରିଷ୍ଠ ବିଜେପି ନେତା ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବ୍ରଜେନ୍ଦ୍ର କୁମାର ରାୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର
Read More...

ରାଜସ୍ୱ କ୍ଷେତ୍ର ଅଧିକାରୀ ସଂଘର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ

ବୌଦ୍ଧ, (କେପିଏନ୍‌ଏସ୍‌) : ବୌଦ୍ଧ ସ୍ଥିତ କର୍ମଚାରୀ ଭବନରେ ରାଜସ୍ୱ କ୍ଷେତ୍ର ଅଧିକାରୀ ସଂଘର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ସଂଘର ସ୍ଥାୟୀ ସଭାପତି ଉମାଶଙ୍କର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ବୈଠକରେ ସ୍ଥାୟୀ ସଭାପତିଙ୍କ ଚାକିରି ଜୀବନର ଅବସର ଯୋଗୁଁ ନୂତନ କର୍ମକର୍ତ୍ତା
Read More...

ସ୍ୱଚ୍ଛତା ଏବଂ ଶ୍ରମଦାନ କାର୍ଯ୍ୟକ୍ରମ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଅଧିନସ୍ଥ ଖଜୁରୀପଡା ବ୍ଲକର ମା' ବରାଳଦେବୀ ମନ୍ଦିର ପରିସର, ପିଲାସାଲୁଁକି ଡ୍ୟାମ ଓ ପକାଡଝର ପର୍ଯ୍ୟଟନ ସ୍ଥଳୀ ପରିସର ମଧ୍ୟରେ ଫୁଲବାଣୀ ନେହରୁ ଯୁବ କେନ୍ଦ୍ର ତରଫରୁ ସ୍ୱଚ୍ଛତା ଏବଂ ଶ୍ରମଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ପର୍ଯ୍ୟଟନ ସ୍ଥଳୀକୁ
Read More...

ଗଂଜେଇ ସହ ବାଇକ ଜବତ : ଅଭିଯୁକ୍ତ ଗିରଫ

ବୌଦ୍ଧ, (କେପିଏନ୍‌ଏସ୍‌) : ଗଂଜେଇ ଚାଲାଣ ବେଳେ ବୌଦ୍ଧ ପୋଲିସ ଦ୍ୱାରା ଜଣେ ଅଭଯୁକ୍ତ ଗିରଫ ହେବା ସହ ୩୬ କେଜି ଗଂଜେଇ ଓ ଏକ ବାଇକ ଜବତ କରିଥିବା ଜଣାପଡ଼ିଛି । ମିଳିଥିବା ସୁଚନା ମୁତାବକ ବଘିଆପଡ଼ା ଅଞ୍ଚଳରୁ ଜହ୍ନାପଙ୍କ ଆଡକୁ ଏକ ମଟରସାଇକେଲରେ ଗଂଜେଇ ଚାଲାଣ ହେଉଥିବା ବୌଦ୍ଧ ପୋଲିସ ବିଶେଷ
Read More...

ସଂଗ୍ରାମପୁର ଉଚ୍ଚ ବିଦ୍ୟାଳୟରେ ହିନ୍ଦୀ ଦିବସ ପାଳିତ

ବୌଦ୍ଧ, (କେପିଏନ୍‌ଏସ୍‌) : ବୌଦ୍ଧ ବ୍ଲକ ତାଳସରଡା ଗ୍ରାମ ପଞ୍ଚାୟତର ସଂଗ୍ରାମପୁର ଉଚ୍ଚ ବିଦ୍ୟାଳୟ ସଭାଗୃହଠାରେ ଜିଲ୍ଲା ହିନ୍ଦୀ ଶିକ୍ଷକ ସଂଘ ପକ୍ଷରୁ ରାଷ୍ଟ୍ରଭାଷା ହିନ୍ଦୀ ଦିବସ ରବିବାର ଦିନ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟଅତିଥି ଭାବେ ବିଦ୍ୟାଳୟର ପ୍ରତିଷ୍ଠାତା ଚେତାରାମ
Read More...

ଉପସ୍ଥିତି ଜାହିର କଲା ଲାଲବାହିନୀ, ଘୁନୁସର ସାପ୍ତାହିକ ବଜାରରେ ଲାଗିଲା ତିନୋଟି ମାଓ ବ୍ୟାନର : ଲୋକେ ଭୟଭୀତ

ପାଟଣାଗଡ (ଗୋରେଖନାଥ ବରିହା) : ଉପସ୍ଥିତି ଜାହିର କଲେ ଲାଲବାହିନୀ । ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଲାଠୋର ଥାନା ଅନ୍ତର୍ଗତ ଘୁନୁସର ଏବଂ ପୁଟକେଲଚୁଆଁ ମଝିରେ ଥିବା ବଜାର ପେଣ୍ଡାଲ ଠାରେ ପୃଥକ ପୃଥକ ସ୍ଥାନରେ ତିନୋଟି ମାଓ ବ୍ୟାନର ଲାଗିଛି । ଉଭୟ ହିନ୍ଦୀ ଓ ଓଡ଼ିଆ ଭାଷାରେ ଏହି ମାଓ
Read More...

ଆଇନ ସେବା ପ୍ରାଧିକରଣ ପକ୍ଷରୁ ପାଲା ମାଧ୍ୟମରେ ଆଇନ ସଚେତନତା

ବୌଦ୍ଧ, (କେପିଏନ୍‌ଏସ୍‌) : ବୌଦ୍ଧ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ହରଭଙ୍ଗା ବ୍ଲକ ଅନ୍ତର୍ଗତ ସରସରା ଗ୍ରାମ ପଞ୍ଚାୟତଠାରେ ପାଲା ନାଟକ ମାଧ୍ୟରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଅତିଥି ଭାବରେ ଆଇନ ସେବା ପ୍ରାଧିକରଣର ସଚିବ ଚରଣ ଚିତ ଓରାମ ଯୋଗଦେଇ
Read More...

ସାଇକ୍ଲିଷ୍ଟ ସ୍ୱସ୍ତି ସିଂହ ପାଇବେ ଏକଲବ୍ୟ ପୁରସ୍କାର

ଭୁବନେଶ୍ୱର : ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ସାଇକଲ ଚାଳିକା ସ୍ୱସ୍ତି ସିଂହ ୨୦୨୨ ବର୍ଷ ପାଇଁ ସମ୍ମାନଜନକ ଏକଲବ୍ୟ ପୁରସ୍କାର ପାଇବେ । ରବିବାର ଅନୁଷ୍ଠିତ ଏକଲବ୍ୟ ପୁରସ୍କାର ବିଚାରକ କମିଟି ବୈଠକରେ ସର୍ବସମ୍ମତି କ୍ରମେ ସ୍ୱସ୍ତିଙ୍କୁ ୩୦ତମ ଏକଲବ୍ୟ ପୁରସ୍କାରର ବିଜେତା ଘୋଷଣା କରାଯାଇଛି ।
Read More...

ପ୍ରଜ୍ଞାନ ମିଶନ ପକ୍ଷରୁ ଗୀତା ଆବୃତ୍ତି ପ୍ରତିଯୋଗିତା

ଆଠଗଡ : ପ୍ରଜ୍ଞାନ ମିଶନ ଆନୁକୂଲ୍ୟରେ ବ୍ଲକସ୍ତରୀୟ ଗୀତା ଆବୃତ୍ତି ପ୍ରତିଯୋଗିତା ସ୍ଥାନୀୟ ରାସରସିକପୁରସ୍ଥିତ ସରସ୍ୱତୀ ଶିଶୁମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । ରାଜନଗର ପଞ୍ଚାୟତର ବେତଖୋଲିସ୍ଥିତ ହରିହରାନନ୍ଦ ଆଶ୍ରମର ସ୍ୱାମୀ ଅଞ୍ଜନେୟାନନ୍ଦ ଗିରି ପ୍ରଦୀପ ପ୍ରଜ୍ଜଳନ ପୂର୍ବକ ଏହି
Read More...

ମାଗଣା ସ୍ୱାସ୍ଥ୍ୟସେବା ଶିବିର ଅନୁଷ୍ଠିତ

ଗୁରୁଡିଝାଟିଆ : ବାଳି ନୋଡାଲ ଉଚ୍ଚ ବିଦ୍ୟାଳୟ ପରିସରରେ ମାଗଣା ସ୍ୱାସ୍ଥ୍ୟସେବା ଶିବିର ଅନୁଷ୍ଠିତ ହୋଇଯାଇଛି । ବାଳି ନ୍ୟୁଟ୍ରେସନ ଏମ୍ପୋରିୟମ କଟକ ପକ୍ଷରୁ ଓରନ୍ଦା ପଞ୍ଚାୟତର ସହଯୋଗରେ ଅନୁଷ୍ଠିତ ଏହି ସ୍ୱାସ୍ଥ୍ୟସେବା ଶିବିରରେ ଶତାଧିକ ଜନସାଧାରଣ ସ୍ୱାସ୍ଥ୍ୟ ପରୀକ୍ଷା କରାଇବା ସହିତ
Read More...