Daily Archives

ସମ୍ବର୍ଦ୍ଧିତ ହେବେ ସହିଦ ପରିବାର

ରାଉରକେଲା, (ସସ୍ମିତା ପ୍ରଦାନ) : ଦେଶମାତୃକାର ସେବାକରି ସହିଦ ହୋଇଥିବା ପରିବାର ବର୍ଗଙ୍କୁ ଆସନ୍ତା ୨୪ ତାରିଖ ଦିନ ସ୍ଥାନୀୟ ଭଞ୍ଜଭବନ ପ୍ରେକ୍ଷାଳୟଠାରେ ସମ୍ବର୍ଦ୍ଧିତ କରାଯିବ ବୋଲି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କୁହାଯାଇଛି । ସେକ୍ଟର ୨ ସେହେନାଇ ମଣ୍ଡପଠାରେ ଉଦାହରଣ ଅନୁଷ୍ଠାନ
Read More...

ଶିକ୍ଷକ ନିଯୁକ୍ତି ଦାବୀରେ ରାସ୍ତା ଅବରୋଧ କଲେ କର୍ଲାବାହାଲି ଗ୍ରାମବାସୀ

ପାଟଣାଗଡ଼, (ଗୋରେଖନାଥ ବରିହା) : ଶିକ୍ଷକ ନିଯୁକ୍ତି ଦାବୀରେ ରାସ୍ତା ଅବରୋଧ କରିଛନ୍ତି କର୍ଲାବାହାଲି ଗ୍ରାମବାସୀ । ମିଳିଥିବା ସୂଚନା ଅନୁସାରେ ପାଟଣାଗଡ଼ ଉପଖଣ୍ଡ ବେଲପଡା ବ୍ଲକ ଅନ୍ତର୍ଗତ ଗମ୍ଭାରୀ ପଞ୍ଚାୟତ ଅଧିନସ୍ଥ କର୍ଲାବାହାଲି ଗାଁରେ ଥିବା ପ୍ରାଥମିକ ବିଦ୍ୟାଳୟରେ ୧ମରୁ ୫ମ ଶ୍ରେଣୀ
Read More...

ପାଟଣାଗଡ଼ ବନ ବିଭାଗ ଦ୍ଵାରା କୁର୍ଲୁ କାଠ ବୋଝେଇ ମନି ଟ୍ରକ୍ ଜବତ : ଚାଳକ ଫେରାର୍‌

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ରେଞ୍ଜ ଅଧିନସ୍ଥ ପାଢେଲ ବନ ସର୍କଲର ବନ ବିଭାଗ ଦ୍ଵାରା କୁର୍ଲୁ କାଠ ବୋଝେଇ ମନି ଟ୍ରକ୍ ଜବତ କରାଯାଇଛି । ସୂଚନା ଅନୁସାରେ ବଲାଙ୍ଗିର ଡିଏଫ୍‌ଓଙ୍କ ନିର୍ଦ୍ଦେଶ କ୍ରମେ ପାଟଣାଗଡ଼ ରେଞ୍ଜର ସଦଳବଳେ ରାତିରେ ପେଟ୍ରୋଲିଂ କରୁଥିବା ସମୟରେ ପଦ୍ମପୁର
Read More...

ଭବାନୀପାଟଣାଠାରେ ମା’ ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତ୍ରଯାତ୍ରାର ପ୍ରସ୍ତୁତି ବୈଠକ

କଳାହାଣ୍ଡି, (ପି.କେ. ସାହୁ) : ଭବାନୀପାଟଣା ସମ୍ମିଳନୀ ଗୃହଠାରେ ସୋମବାର ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଆସନ୍ତା ୩/୧୦/୨୦୨୨ରିଖରେ ଅନୁଷ୍ଠିତ ହେବାକୁ ଥିବା ମାଆ ମାଣିକେଶ୍ଵରୀ ପବିତ୍ର ଛତ୍ରଯାତ୍ରା ସମ୍ବନ୍ଧୀୟ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।
Read More...

ଆସନ୍ତା ୨୪ ଘଣ୍ଟା ପରେ ରାଜ୍ୟରେ କମିପାରେ ଲଘୁଚାପଜନିତ ବର୍ଷା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆସନ୍ତା ୨୪ ଘଣ୍ଟା ପରେ ରାଜ୍ୟରେ କମିପାରେ ଲଘୁଚାପଜନିତ ବର୍ଷା ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ, ଗତ ୨ ଦିନ ଧରି ରାଜ୍ୟର ବିଭିନ୍ନ ଜିଲ୍ଲାରେ ଝିପିଝିପି ବର୍ଷା ଦେଖିବାକୁ ମିଳିଥିବା ବେଳେ କେତୋଟି ଜିଲ୍ଲାରେ
Read More...

କୋଶଳ ରାଜ୍ୟ ମୁକ୍ତି ମୋର୍ଚ୍ଚା କେନ୍ଦ୍ରୀୟ କମିଟି ବୈଠକ : ରାଜ୍ୟ ଦାବୀକୁ ପାର୍ଲିଆମେଣ୍ଟରେ ଉଠାଇବା ପାଇଁ…

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବିଧାନସଭା ଘେରାଉ, କୋସଲାଞ୍ଚଲ ମହାବନ୍ଦ ପରେ କୋଶଲ ରାଜ୍ୟ ମୁକ୍ତି ମୋର୍ଚ୍ଚାର ନବ ଗଠିତ କେନ୍ଦ୍ର କମିଟିର ପ୍ରଥମ ବୈଠକରେ ଆନ୍ଦୋଳନକୁ ଅଧିକ ଶାଣିତ କରିବାକୁ ନିଷ୍ପତ୍ତି ନିଆଯାଇଛି । ଏଥିପାଇଁ ସମ୍ବଲପୁରର ବୟୋଜ୍ୟେଷ୍ଠ କୋଶଲବାଦୀ ନେତା ଭକ୍ତ ପ୍ରସାଦ
Read More...

+୨ ପ୍ରଥମ ବର୍ଷ ପାଠପଢା ଆରମ୍ଭ ହେବ କାଲିଠୁ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : +୨ ପ୍ରଥମ ବର୍ଷ ପାଠପଢା କାଲିଠୁ ଆରମ୍ଭ ହେବ । ତେବେ ପିଲାଙ୍କ ପାଇଁ ୭୫% ଉପସ୍ଥାନ ବାଧ୍ୟତାମୂଳକ ବୋଲି କୁହାଯାଇଥିବା ବେଳେ କଲେଜ ଗୁଡିକ ଛାତ୍ରଛାତ୍ରୀଙ୍କ ସୁବିଧା ଅନୁସାରେ ସମୟ ନିର୍ଦ୍ଧାରଣ କରିବେ ବୋଲି ଜଣାପଡିଛି । ସୂଚନା ଯୋଗ୍ୟ ଯେ, ଚଳିତ ବର୍ଷ +୨
Read More...

ଆଉ ନାହାନ୍ତି ବହୁ ଚର୍ଚ୍ଚିତ କମେଡିଆନ୍‌ ରାଜୁ ଶ୍ରୀବାସ୍ତବ

ନୂଆଦିଲ୍ଲୀ : ଆଉ ନାହାନ୍ତି ଭାରତର ବହୁ ଚର୍ଚ୍ଚିତ କମେଡିଆନ୍‌ ରାଜୁ ଶ୍ରୀବାସ୍ତବ । ୫୮ ବର୍ଷ ବୟସରେ ଦିଲ୍ଲୀ ଏମ୍‌ସ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ଦେହାନ୍ତ ହୋଇଥିବା ସୂଚନା ମିଳିଛି । ଜୀବନ ସହ ଦୀର୍ଘ ୪୧ ଦିନ ସଂଘର୍ଷ ପରେ ଆଜି ସେ ହୃଦ୍‌ଘାତରେ ଶେଷ ନିଶ୍ୱାସ ତ୍ୟାଗ କରିଥିବା
Read More...

ନାଳରେ ଭାସିଗଲେ ୨ ଯୁବକ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ବାଙ୍ଗରଡ଼ା ଗ୍ରାମ ପାଖ ଦେଇ ଯାଇଥିବା ରାଉତରାୟ ନାଳକୁ ମଙ୍ଗଳବାର ଗାଧୋଇବାକୁ ଯାଇଥିବା ବେଳେ ଅସାବଧାନତା କାରଣରୁ ୨ ଜଣ ଯୁବକ ଭାସିଯାଇଥିବା ଜଣାପଡିଛି । ସେମାନଙ୍କ ମଧ୍ୟରୁ ଜଗନ୍ନାଥ ସେଠୀଙ୍କୁ ଉଦ୍ଧାର କରାଯାଇଥିବା
Read More...

ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଟାଙ୍ଗରପାଲି ଅତିରିକ୍ତ ତହସିଲଦାର କୁଳମଣି ପଟେଲଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଥିବା ଜଣାପଡିଛି । ଏହି ଚଢାଉରେ ବିଭିନ୍ନ ଟିମ୍‌ ସାମିଲ ଥିବା ଜଣାପଡିଛି । ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ସୁନ୍ଦରଗଡ଼
Read More...