Daily Archives

ଲୋଇସିଂହା ଥାନାରେ ଜଣଙ୍କୁ ୧୦ ବର୍ଷ ପାଇଁ ଦୋଷୀ ସାବ୍ୟସ୍ତ କରିବା ସହ ୨୫,୦୦୦ ଟଙ୍କା ଜୋରିମାନା ଲଗାଯାଇଥିବା ନେଇ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ଲୋଇସିଂହା ଥାନାରେ ଜଣଙ୍କୁ ୧୦ ବର୍ଷ ପାଇଁ ଦୋଷୀ ସାବ୍ୟସ୍ତ କରିବା ସହ ୨୫,୦୦୦ ଟଙ୍କା ଜୋରିମାନା ଲଗାଯାଇଥିବା ନେଇ ଆଜି ଏସ୍‌ପି ନିତିନ କୁଶଲକର ସୂଚନା ଦେଇଛନ୍ତି । ତେବେ ୧୦ ବର୍ଷ ପାଇଁ ଦୋଷୀ ସାବ୍ୟସ୍ତ ହୋଇଥିବା ଦୋଷୀ ଜଣଙ୍କ
Read More...

ବାଉଁଶ ହସ୍ତଶିଳ୍ପର ପୁଞ୍ଜସ୍ତରୀୟ କର୍ମଶାଳା

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ବିନିକା ବିଜ୍ଞାପିତ ଅଞ୍ଚଳ ପରିଷଦ ସ୍ଥିତ ନିୟନ୍ତ୍ରିତ ବଜାର କମିଟି ପରିସରରେ ଓଡିଶା ବାଉଁଶ ଉନ୍ନୟନ ସଂସ୍ଥାର ଆର୍ଥିକ ସହଯୋଗରେ ଆଜି ଏକ ବାଉଁଶ ହସ୍ତଶିଳ୍ପର ପୁଞ୍ଜସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସହକାରୀ
Read More...

ଗଜଲକ୍ଷ୍ମୀ ପୂଜା ପାଇଁ ଶୁଭ ଖୁଣ୍ଟ ସ୍ଥାପନ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହର ବଡ ବଜାରରେ ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମା' ଗଜଲକ୍ଷ୍ମୀଙ୍କ ପୂଜା ପାଳନ ହେବାକୁ ଯାଉଛି । ଏଥିପାଇଁ ଗୁରୁବାର ସନ୍ଧ୍ୟାରେ ସ୍ଥାନୀୟ ପଣ୍ଡିତ ତଥା ପୁରୋହିତ କାଳିଆ ଗୋସାଇଁଙ୍କ ଦ୍ୱାରା ଦେବମନ୍ତ୍ର ଉଚ୍ଚାରଣ ସହ ପାରମ୍ପରିକ
Read More...

ଗଞ୍ଜାମ ବ୍ଲକସ୍ତରୀୟ ଜନ ଶୁଣାଣି କାର୍ଯ୍ୟକ୍ରମ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ କାର୍ଯ୍ୟାଳୟ କନଫରେନ୍ସ ହଲରେ ଗୁରୁବାର ବ୍ଲକସ୍ତରୀୟ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ ଅଧ୍ୟକ୍ଷତା କରିଥିଲେ । ଛତ୍ରପୁର ଉପଜିଲ୍ଲାପାଳ ପ୍ରସନ୍ନ କୁମାର ପାତ୍ର, ବିଡ଼ିଓ
Read More...

ସାଂସଦଙ୍କ ଲୋଇସିଂହା ବ୍ଲକ ପ୍ରତିନିଧି ଭାବେ ଅଂଶୁମାନ ଗୁରୁ ନିଯୁକ୍ତ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ବ୍ଲକ ବିଜେଡିର ଆଇଟି ସେଲ ପ୍ରମୁଖ ଅଂଶୁମାନ ଗୁରୁଙ୍କୁ ରାଜ୍ୟସଭା ସାଂସଦ ନିରଂଜନ ବିଶି ତାଙ୍କ ଲୋଇସିଂହା ବ୍ଲକ ପ୍ରତିନିଧି ଭାବେ ନିଯୁକ୍ତି ଦେଇଥିବା ଜଣାଯାଇଛି । ଶିକ୍ଷା, ସ୍ୱାସ୍ଥ୍ୟ ଓ ଚାଷୀ ବିଭାଗର ପ୍ରତିନିଧି ଭାବେ ଶ୍ରୀ ଗୁରୁ ସାଂସଦଙ୍କ
Read More...

ମଲାଡ଼ ବାତ୍ୟା ଆଶ୍ରୟ ସ୍ଥଳୀରେ ମକଡ୍ରିଲ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ମଲାଡ଼ ପଂଚାୟତ ବରୋଦା ଗ୍ରାମ ସ୍ଥିତ ବାତ୍ୟା ଆଶ୍ରୟସ୍ଥଳୀଠାରେ ଗୁରୁବାର ଓସଡମା ପକ୍ଷରୁ ମକଡ୍ରିଲ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ସ୍ଥାନୀୟ ସରପଞ୍ଚ ମମତା ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାର ଶୁଭାରମ୍ଭ କରିଥିଲେ । ଓସଡମା
Read More...

ସିନାପାଲି ବନ ବିଭାଗର ବଡ଼ ସଫଳତା : ଚୋରା କାଠ ସହ ୩ କାଠ ମାଫିଆ ଗିରଫ

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ସିନାପାଲି ବନ ବିଭାଗ ଅଧୀନରେ ଥିବା ଘାଟମାଲ ନିକଟରେ ଗୋଟିଏ ବୋଲେରୋ ପ୍ଲସ ଗାଡି ସହିତ ତିନି ଜଣ କାଠ ମାଫିଆଙ୍କୁ ବନ ବିଭାଗ ଧରିବାରେ ସଫଳ ହୋଇଥିବା ଜଣାପଡିିଛି । ସୂଚନା ଅନୁସାରେ, ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ସିନାପାଲି ବନ ବିଭାଗ
Read More...

ବଲାଙ୍ଗିର ଏକ୍ସନ କମିଟି ପକ୍ଷରୁ ଲୋକ ସମ୍ପର୍କ ଅଭିଯାନର ପ୍ରଥମ ବୈଠକ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପେଲେସ ଲାଇନ ସ୍ଥିତ ରାଧାକୃଷ୍ଣ ମନ୍ଦିରରେ ଗତକାଲି ବଲାଙ୍ଗିର ଏକ୍ସନ କମିଟି ପକ୍ଷରୁ ଲୋକ ସମ୍ପର୍କ ଅଭିଯାନର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗିର ସହରର ବିଭିନ୍ନ ପଡ଼ାରେ ବରିଷ୍ଠ ନାଗରିକ ତଥା ଯୁବକମାନଙ୍କୁ, କମିଟିର ଆଭିମୁଖ୍ୟ ସମ୍ପର୍କରେ ଅବଗତ
Read More...

ପ୍ଲାନେଟ୍ ଆର୍ଥ ସୌରଶକ୍ତି ଆଧାରିତ କର୍ମଶାଳା

ରାଉରକେଲା, (ସସ୍ମିତା ପ୍ରଧାନ) : ବ୍ୟୟବହୁଳ ବିଦ୍ୟୁତ ଶକ୍ତି ବ୍ୟବହାରକୁ ନିୟନ୍ତ୍ରଣ କରି ପରିବେଶ ସୁରକ୍ଷା ପାଇଁ ବିକଳ୍ପ ରୂପେ ସୌରଶକ୍ତି ପ୍ରକୃତିର ଆଶୀର୍ବାଦ ବୋଲି ଅବହିତ କରାଯାଇଛି । ସୂର୍ଯ୍ୟାଲୋକରୁ ବିଭିନ୍ନ ଉପାୟରେ ସୌରଶକ୍ତି ସଂଗ୍ରହ କରି ଦୈନନ୍ଦିନ ବ୍ୟବହାର ପାଇଁ ସ୍ୱଳ୍ପ
Read More...

ଫା ଫାଉଣ୍ଡେସନର ଉଦ୍‌ଘାଟନ ଓ ସେବା ପାଇଁ ମାରୁତି ଭ୍ୟାନ ଲୋକାର୍ପିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଫା ଫାଉଣ୍ଡେସନ ନାମକ ଏକ ସ୍ୱେଚ୍ଛାସେବୀ ସଂଗଠନର ଶୁଭ ଉଦ୍‌ଘାଟନ ସହିତ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ବିଷୟରେ ଜନ ସଚେତନତା ସୃଷ୍ଟି ପାଇଁ ଫା ଫାଉଣ୍ଡେସନ ତରଫରୁ ଏକ ନୂତନ ମାରୁତି ଭ୍ୟାନକୁ ଲୋକାର୍ପିତ କରାଯାଇଛି । ଅନୁଷ୍ଠାନର ଅଧ୍ୟକ୍ଷା
Read More...