Daily Archives

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୭୧ ଅଭିଯୋଗ ଦରଖାସ୍ତ ଗ୍ରହଣତୁରନ୍ତ ସମାଧାନ ହେଲା ୦୭ ଅଭିଯୋଗ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡୁଙ୍ଗୁରିପାଲି ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ଅତିରକ୍ତ ଜିଲ୍ଲପାଳ ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ
Read More...

ଓଡିଶା ନାଟ୍ୟ ସଂଘର ୩୫ତମ ସ୍ୱନକ୍ଷତ୍ର ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡିଶା ନାଟ୍ୟ ସଂଘର ୩୫ତମ ସ୍ୱନକ୍ଷତ୍ର ଦିବସ ଭଞ୍ଜଭବନ ସ୍ଥିତ ଆଦର୍ଶ ସାହିତ୍ୟ ଘର ଠାରେ ମହାସମାରୋହରେ ପାଳିତ ହୋଇଯାଇଛି । ସଂଘର ସୁନ୍ଦରଗଡ ଜିଲ୍ଲା ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ନାଟ୍ୟ ନିର୍ଦ୍ଦେଶକ ତଥା ଅଭିନେତା ଭାସ୍କର ଚନ୍ଦ୍ର ମହାପାତ୍ର
Read More...

ଗଣ୍ତାବାହାଲିଠାରେ ଶାରଦୀୟ ନବ ଦୁର୍ଗାପୂଜା ଆରମ୍ଭ

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଗଣ୍ତାବାହାଲି ଏକ କେନ୍ଦ୍ରସ୍ଥଳୀ । ଏଠାରେ ବାର ମାସରେ‌ ତେର ପର୍ବ ମହାଆଡ଼ମ୍ବରରେ ପାଳନ କରାଯାଏ । ସଂସ୍କୃତ ପରମ୍ପରାକୁ ନେଇ ଅନେକ ଉତ୍ସବ ଓ କାର୍ଯ୍ୟକ୍ରମ ହେଉଥିବା ବେଳେ ଦଶହରା ପର୍ବରେ ଗାଁ ଚଳଚଞ୍ଚଳ ହୋଇ ଉଠେ । ଦୀର୍ଘ
Read More...

କନ୍ଧପାଲି ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ତରଫରୁ ହାଟପଦାପଡାଠାରେ ଅଣସଂକ୍ରାମକ ରୋଗ ଚିହ୍ନଟ ସ୍ୱାସ୍ଥ୍ୟ ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର କନ୍ଧପାଲିପଡ଼ା ଯାହା (ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ) ତରଫରୁ ଏକ ଅଣସଂକ୍ରାମକ ରୋଗ ଚିହ୍ନଟ ସ୍ୱାସ୍ଥ୍ୟ ଶିବିର ହାଟପଦାପଡ଼ାର କମ୍ୟୁନିଟି ହଲଠାରେ ଅନୁଷ୍ଠିତ ହୋଇଥିଲା । ସ୍ଥାନୀୟ କାଉନସିଲର ଓ ମହିଳା ଆରୋଗ୍ୟ
Read More...

ସହୀଦ ପରିବାରକୁ ଉଦାହରଣ ତରଫରୁ ସମ୍ବର୍ଦ୍ଧନା

ରାଉରକେଲା, (ସସ୍ମିତା ପ୍ରଧାନ) : ନବଗଠିତ ସାମାଜିକ ଅନୁଷ୍ଠାନ ଉଦାହରଣ ତରଫରୁ ଭଞ୍ଜଭବନ ଠାରେ ସହୀଦ ସମ୍ମାନ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଉଦାହରଣ ଅନୁଷ୍ଠାନର ସଭାପତି ସିଆରପିଏଫ ଡିଆଇଜି ଦୟାନିଧି ତନ୍ତିଙ୍କ ସଭାପତିତ୍ୱ ଓ ସାଧାରଣ ସଂପାଦକ ବିମଳ ବିଶିଙ୍କ ଆବାହକତ୍ୱରେ ଆୟୋଜିତ ଏହି
Read More...

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଗୁଡଭେଲା ବିଡିଓ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଗୁଡଭେଲା ବିଡିଓ ବିନୋଦ କୁମାର ନାଏକ । ଜଣେ ଠିକାଦାରଙ୍କଠାରୁ ଲାଞ୍ଚ ବାବଦକୁ ୧ ଲକ୍ଷ ୮୦ ହଜାର ଟଙ୍କା ନେଉଥିବା ବେଳେ ତାଙ୍କୁ କାବୁ କରିଛି ଭିଜିଲାନ୍ସ ବିଭାଗ ବୋଲି ଜଣାପଡିଛି । ତେବେ ତାଙ୍କୁ ଲାଞ୍ଚ
Read More...

ଜଗନ୍ନାଥ ଜାଗରଣ ମଂଚର ସହିଦ ପ୍ରଦୀପ ପଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି

ରାଉରକେଲା, (ସସ୍ମିତା ପ୍ରଧାନ) : ଫର୍ଟିଲାଇଜର ଓ ସହୀଦ ପ୍ରଦୀପ ପଣ୍ଡାଙ୍କ ପରିବାର ତରଫରୁ ସହୀଦ ପଣ୍ଡାଙ୍କ ଜନ୍ମଦିନ ଉପଲକ୍ଷେ ଏକ କାର୍ଯ୍ୟକ୍ରମ ତାଙ୍କ ପ୍ରତିମୂର୍ତ୍ତି ନିକଟରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସିଆରପିଏଫ ଡିଆଇଜି ଦୟାନିଧି ତନ୍ତି ଯୋଗ
Read More...

ପଖନମୁଣ୍ଡା ବିଦ୍ୟାଳୟରେ ଆନ୍ତର୍ଜାତୀୟ କନ୍ୟା ଦିବସ ପାଳିତ

କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ତୁରେକେଲା ବ୍ଲକ ଅନ୍ତର୍ଗତ ମାନ୍ଦଲା କ୍ଲଷ୍ଟରର ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆନ୍ତର୍ଜାତୀୟ କନ୍ୟା ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରକୃତିବଂଧୁ ବିରଂଚି ନାରାୟଣ ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ସିଆର୍‌ସିସି
Read More...

କିସାନ ସମାଜର ପ୍ରତିଷ୍ଠାତାଙ୍କ ବିୟୋଗ

ରାଉରକେଲା, (ସସ୍ମିତା ପ୍ରଧାନ) : ଲାଠିକଟା ବ୍ଲକର ବଲଣ୍ଡା ନିବାସୀ ପାଣୁ ମାଝୀ(୮୫)ଙ୍କ ଆଜି ବିୟୋଗ ଘଟିଛି । କିସାନ ସମାଜ ସଂଗଠନର ସେ ଅନ୍ୟତମ ପ୍ରତିଷ୍ଠାତା ତଥା ବନବାସୀ କଲ୍ୟାଣ ଆଶ୍ରମର ପୂର୍ବତନ ସଭାପତି ଥିଲେ । ଆଜି ବୁର୍ଲା ମେଡିକାଲ୍‌ରେ ତାଙ୍କର ଦେହାନ୍ତ ହେବା ପରେ ତାଙ୍କ ପାର୍ଥିବ
Read More...

ଅଖିଳ ଭାରତୀୟ ଗୋଁଡ ସମାଜ ତରଫରୁ ନୂଆଁଖାଇ ଭେଟ୍‌ଘାଟ୍‌

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡିଶା ପ୍ରସିଦ୍ଧ ତୀର୍ଥକ୍ଷେତ୍ର ନୃସିଂହନାଥ ସ୍ଥିତ ଅଖିଳ ଭାରତୀୟ ଗୋଁଡ ସମାଜ ମଣ୍ତପ ପ୍ରାଙ୍ଗଣଠାରେ ରାଜ ବୋଡାସମ୍ବର ସ୍ତରୀୟ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଶ୍ରୀ ବୁଢାଦେଓଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ
Read More...