Daily Archives

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୬୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୬୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୨୫ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୪୩୯ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୯୬ ଜଣ
Read More...

ବିଭିନ୍ନ ସମସ୍ୟା ଘେରରେ ଜୀବନ ବିତାଉଛନ୍ତି ନୂଆଁପଡାବାସୀ : ସମସ୍ୟାଗୁଡିକର ସମାଧାନ ପାଇଁ ଦାବୀ

ମୁରିବହାଲ, (କୈଳାଶ ସାଗ୍ରିଆ) : ବଲାଙ୍ଗିର ଜିଲ୍ଲା ମୁରିବହାଲ ଡଙ୍ଗରପଡ଼ା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାଲେପଡା ଗାଁର ନୂଆଁପଡ଼ାବାସୀ ଅନେକ ସମସ୍ୟା ଘେରରେ ଜୀବନ ବିତାଉଥିବା ଅଭିଯୋଗ ହେଉଛି । ସୂଚନା ଅନୁସାରେ ପଡ଼ାରେ ଅଧିକାଂଶ ଆଦିବାସୀ ସଂପ୍ରଦାୟର ଲୋକମାନେ ବସବାସ କରୁଥିବା ଦେଖିବାକୁ
Read More...

ହାସ୍ୟ କବି ଶରତ ମିଶ୍ରଙ୍କ ପରଲୋକ

ବଲାଙ୍ଗିର, (କେପଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ବାରପୁଡଗିଆ ଗ୍ରାମରେ ଜନ୍ମ ଗ୍ରହଣ କରିଥିବା ତଥା ବଲାଙ୍ଗିର ଶାନ୍ତିପଡା ନିବାସୀ ବ୍ୟଙ୍ଗ କବି ଶରତ ମିଶ୍ରଙ୍କ ପରଲୋକ ହୋଇଯାଇଛି । ସୂଚନା ଅନୁସାରେ ସେ ହୃଦ୍‌ରୋଗ ଏବଂ ଲିଭର ଜନିତ ରୋଗରେ ବହୁଦିନ ହେଲା ଆକ୍ରାନ୍ତ ଥିଲେ । ଗତକାଲି ସଂଧ୍ୟା
Read More...

ଛତ୍ରପୁର ବ୍ଲକ ଅଗସ୍ତିନୂଆଗାଁଠାରେ ସ୍ଵାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରର ନୂତନ କୋଠା ଉଦ୍‌ଘାଟିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ ଅନ୍ତର୍ଗତ ଅଗସ୍ତିନୂଆଗାଁ ଗ୍ରାମ ପଞ୍ଚାୟତର ନୋଳିଆ-ନୂଆଗାଁ ଠାରେ ଥିବା ସରକାରୀ ସ୍ଵାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରର ଏକ ନୂତନ କୋଠା ଶନିବାର ଲୋକାର୍ପିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଆୟୁଷ ସ୍ୱାସ୍ଥ୍ୟ ଅଧିକାରିଣୀ
Read More...

ବଲାଙ୍ଗିର ସମଲେଇ ପୀଠରେ ନବରାତ୍ର ପୂଜା ଆରମ୍ଭ : ଆଜି ଶୈଳପୁତ୍ରୀ ବେଶରେ ମା’

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସମଲେଇ ପୀଠରେ ଷୋଡ଼ଶ ଉପଚାର ପୂଜା ଆରମ୍ଭ ହୋଇଛି । ନବରାତ୍ର ପୂଜା ଆରମ୍ଭ ହୋଇଥିବାରୁ ଭକ୍ତଙ୍କ ମାନସିକ ଦୀପ ପ୍ରଜ୍ୱଳନ ମଧ୍ୟ ଆରମ୍ଭ ହୋଇଛି । ଭୋର ସମୟରୁ ମନ୍ଦିର ଖୋଲି ସମସ୍ତ ଯଥା ବିଧି ପୂଜାର୍ଚ୍ଚନା ଶେଷ ହୋଇଥିବା ମନ୍ଦିର ପକ୍ଷରୁ କୁହାଯାଇଛି
Read More...

ବରକାନି ଗାଁରେ ଦେବଗୁରୁ ସମାଜର କଳା ବିଭବ କାର୍ଯ୍ୟକ୍ରମ ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଚୁଲିଫୁଙ୍କା ପଞ୍ଚାୟତ ବରକାନି ଗାଁର ଗୋଚରପଡା ଠାରେ କଳା ଓ ସାହିତ୍ୟ କ୍ଷେତ୍ର କାର୍ଯ୍ୟରତ ଅଖିଳ ଭାରତୀୟ ସଂଗଠନ ସଂସ୍କାର ଭାରତୀର ଓଡିଶା ପଶ୍ଚିମ ପ୍ରାନ୍ତର ଲୋକ କଳା ବିଭାଗ ଓ ପଶ୍ଚିମ ଓଡିଶାରେ ବସବାସ
Read More...

ଆର୍‌ଏମ୍‌ଆଇଟି ଗ୍ରୁପ ଅଫ ଇନଷ୍ଟିଚ୍ୟୁସନର ରାଜ୍ୟସ୍ତରୀୟ ଡାକ ଟିକଟ ପ୍ରଦର୍ଶନୀ ଓ ସ୍ୱତନ୍ତ୍ର ଡାକ ଲଫାଫା ଉନ୍ମୋଚିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଓଡିଶା ଡାକ ପରିମଣ୍ଡଳର ମୁଖ୍ୟ ମହାଡାକପାଳ ଶୁଭେନ୍ଦୁ କୁମାର ସ୍ୱାଇଁଙ୍କ ପୌରାହିତ୍ୟରେ ରେଭେନ୍ସା ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ତିନି ଦିନିଆ ରାଜ୍ୟସ୍ତରୀୟ ଡାକ ଟିକଟ ପ୍ରଦର୍ଶନୀ ସମାରୋହ ଓଫିଲେକ୍ସ ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଯାପନୀ
Read More...

ବିଜେପି ଦହିତା ମଣ୍ଡଳ ପକ୍ଷରୁ ଦୀନଦୟାଲ ଜୟନ୍ତୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଭାରତୀୟ ଜନତା ପାର୍ଟି ଦହିତା ମଣ୍ଡଳ ପକ୍ଷରୁ ଦୁହିତା ଶିବ ମନ୍ଦିର ସମ୍ମୁଖରେ ଦୀନଦୟାଲ ଉପାଧ୍ୟାୟଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ମଣ୍ଡଳ ସଭାପତି କେତନ ମେହେରଙ୍କ ସଭାପତିତ୍ୱ ଏବଂ ସାଧାରଣ ସମ୍ପାଦକ ବାସୁଦେବ ପାଣିଗ୍ରାହୀଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି
Read More...