Daily Archives

ରେଷ୍ଟୁରାଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ୧୭ ଜୀବନ୍ତ ଦଗ୍ଧ

ବେଜିଂ : ଚାଇନାର ପୂର୍ବାଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣାରେ ୧୭ ଜଣ ଲୋକ ଜୀବନ୍ତ ଦଗ୍ଧ ହୋଇଥିବା ବେଳେ ବହୁ ଲୋକ ଆହତ ହୋଇଛନ୍ତି । ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେମାନଙ୍କ ମଧ୍ୟରେ କେତେକଙ୍କ ଅବସ୍ଥା ଗୁରୁତର
Read More...

ମର୍ମନ୍ତୁଦ ଦୁର୍ଘଟଣା : ଚାଲିଗଲା ୫ ଜୀବନ, ୨୦ ଆହତ

ରେୱାରୀ : ହରିୟାଣାର ରେୱାରୀରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ ୫ ଜଣ ଯୁବକଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ ଜଣ ଆହତ ହୋଇଛନ୍ତି । ଜାତୀୟ ରାଜପଥ ନମ୍ବର ୪୮ରେ କାରଟି ବସ ସହିତ ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ଘଟିଛି । କାରରେ ଥିବା ୫ ଜଣ ଯୁବକ ଘଟଣାସ୍ଥଳରେ ପ୍ରାଣ
Read More...

ଶହୀଦ ଭଗତ ସିଂଙ୍କ ଜୟନ୍ତୀରେ ଆପର ରକ୍ତଦାନ ଶିବିର

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଶହୀଦ ଭଗତ ସିଂଙ୍କ ଜୟନ୍ତୀ ପାଳନ କରିବା ଅବସରରେ ଆମ୍ ଆଦମୀ ପାର୍ଟି ଓଡିଶା ତରଫରୁ ରାଜଧାନୀ ସ୍ଥିତ କ୍ୟାପିଟାଲ ହସ୍ପିଟାଲରେ ଏକ ରକ୍ତଦାନ ଶିବିରର ଆୟୋଜନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଆପ୍ ରାଜ୍ୟ ଆବାହକ ନିଶିକାନ୍ତ ମହାପାତ୍ର
Read More...

ଜିଲ୍ଲା ବିଜୁଳି କମିଟି ବୈଠକ

ଭୁଲ ତଥ୍ୟକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ସଭ୍ୟଗଣବିଜୁଳି ସେବା ପାଇବା ଲୋକଙ୍କ ମୌଳିକ ଅଧିକାର- ନରସିଂହ ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ଜିଲ୍ଲାପାଳ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଜିଲ୍ଲା ବିଜୁଳି କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଯଦିଓ ଏହି ବିଜୁଳି କମିଟି
Read More...

ତୁରେକେଲାରେ ବ୍ଲକ ସ୍ତରୀୟ ଫୁଟବଲ ଖେଳାଳି ଚୟନ

କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ତୁରେକେଲା ବ୍ଲକ ସ୍ଥିତ ଉଚ୍ଚ ବିଦ୍ୟାଳୟର ଖେଳପଡିଆଠାରେ ଧୃବଚରଣ ବେହେରା, ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ତତ୍ତ୍ୱାବଧାନରେ ତୁରେକେଲା ବ୍ଲକ ଅନ୍ତର୍ଗତ ସମସ୍ତ ଉଚ୍ଚ ବିଦ୍ୟାଳୟର ଛାତ୍ରମାନଙ୍କୁ ନେଇ ଫୁଟବଲ ଖେଳାଳି ଚୟନ କରାଯାଇଥିଲା । ଏହି ଚୟନ
Read More...

ଜାମଗାଁ ଛାତ୍ରଛାତ୍ରୀଙ୍କ ହୋଟେଲ ପରିଦର୍ଶନ

ଜାମଗାଁ, (କେପିଏନ୍‌ଏସ୍‌) : ସରକାରୀ ବିଦ୍ୟାଳୟରେ ପର୍ଯ୍ୟଟନ ଓ ଆତିଥ୍ୟ ଧନ୍ଦାମୂଳକ ଶିକ୍ଷା ଅଧ୍ୟୟନ କରୁଥିବା ଗ୍ରାମାଞ୍ଚଳର ଛାତ୍ରଛାତ୍ରୀ ସୋମବାର ବଲାଙ୍ଗିର (ମାଧିଆପାଲି) ସ୍ଥିତ ସ୍ୱୟମ୍‌ ହୋଟେଲରେ ତାଲିମ ନେଇଛନ୍ତି । ଜମାଗାଁ ସରକାରୀ ଉଚ୍ଚ ବିଦ୍ୟାଳୟର ନବମ ଓ ଦଶମ ଶ୍ରେଣୀର ୫୦ରୁ
Read More...

ଭିଜିଲାନ୍ସ ଜାଲରେ ଜିଆର୍‌ଏସ୍‌

ଗୋପାଳପୁର : ଗଞ୍ଜାମ ଜିଲ୍ଲା ରଙ୍ଗେଇଲୁଣ୍ଡା ବ୍ଲକ ଇନ୍ଦ୍ରାକ୍ଷୀ ପଞ୍ଚାୟତର ଜିଆର୍‌ଏସ୍‌ ମଙ୍ଗଳବାର ଭିଜିଲାନ୍ସ ଜାଲରେ ପଡିଥିବା ଜଣାପଡିଛି । ଜିଆର୍‌ଏସ୍‌ ସି.ଏଚ. ଚାନ୍ଦ୍ରେୟା ଏକ ପୋଖରୀ କାମର ବିଲ୍‌ ପାସ୍‌ କରାଇବା ପାଇଁ ୨୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବ୍ରହ୍ମପୁର ଭିଜିଲାନ୍ସ
Read More...

ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବୀ ନେଇ କେଏମ୍‌ଏମ୍‌ ପକ୍ଷରୁ ଦାବୀପତ୍ର ପ୍ରଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବୀ ନେଇ ଦୀର୍ଘ ବର୍ଷରୁ ଆନ୍ଦୋଳନ ହୋଇ ଆସୁଛି । ଆଜି ପଶ୍ଚିମ ଓଡ଼ିଶାର କେନ୍ଦ୍ରୀୟ ଓକିଲ ସଂଘ ତରଫରୁ ଧାରଣା ଦିଆଯାଇଥିବା ବେଳେ ସମର୍ଥନ ଜଣାଇବା ସହ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍‌ସ୍ଥାୟୀ
Read More...

କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନସନଭୋଗୀମାନଙ୍କୁ ପାର୍ବଣ ଭେଟି

● ମହଙ୍ଗା ଭତ୍ତା ଓ ମହଙ୍ଗା ସହାୟତାର ଅତିରିକ୍ତ ୪% କିସ୍ତି ଜାରି କରିବା ପ୍ରସ୍ତାବକୁ ମଞ୍ଜୁର କଲେ କେନ୍ଦ୍ର କ୍ୟାବିନେଟ୍● ଜୁଲାଇ ପହିଲା, ୨୦୨୨ରୁ ପିଛିଲା ଭାବେ ମିଳିବ ଡିଏ ଏବଂ ଡିଆର ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର
Read More...

୧୫ ବର୍ଷରେ ପଦାର୍ପଣ କଲା ପଦ୍ମପୁର ବନଦୁର୍ଗା ପୂଜା ଉତ୍ସବ : ଶ୍ରଦ୍ଧାଳୁଙ୍କ ପ୍ରବଳ ସମାଗମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବର୍ତ୍ତମାନ ଦଶହରା ମାସ, ଧରାପୃଷ୍ଠରେ ଦେବୀ ଦୁର୍ଗା ଅବତରଣେ କରିଛନ୍ତି । ଓଡ଼ିଶାର ବିଭିନ୍ନ ଶକ୍ତିପୀଠରେ ଦେବୀ ଦୁର୍ଗାଙ୍କ ନବରାତ୍ର ପୂଜା ଚାଲିଛି । ଯାହାକୁ ନେଇ ଚଳଚଞ୍ଚଳ ହୋଇ ଉଠିଛି ପଦ୍ମପୁର ବନ ଦୁର୍ଗା ମନ୍ଦିର । ପଦ୍ମପୁର ବଡ଼ବନ୍ଧ ସ୍ଥିତ
Read More...