Daily Archives

ଭିଜିଲାନ୍ସ ପଞ୍ଝାରେ ପାଟଣାଗଡ଼ ଓ ପରୁଆଭାଡି ବିଟ୍ ଫରେଷ୍ଟ ଗାର୍ଡ ଲକ୍ଷ୍ମୀନାରାୟଣ ସ୍ଵାଇଁ

ପାଟଣାଗଡ, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବନ ବିଭାଗ ରେଞ୍ଜ ପାଟଣାଗଡ ସେକସନ ଅନ୍ତର୍ଗତ ପାଟଣାଗଡ଼ ଓ ପରୁଆଭାଡି ବିଟ୍ ଫରେଷ୍ଟଗାର୍ଡ ଲକ୍ଷ୍ମୀନାରାୟଣ ସ୍ଵାଇଁ ବନସୁରକ୍ଷା ସମିତିର ଜଣେ ସଭାପତିଙ୍କଠାରୁ ସନ୍ଧ୍ୟା ୫ଟା ସମୟରେ ଲାଞ୍ଚ ନେଉଥିବା ବେଳେ ସମ୍ବଲପୁର ଭିଜିଲାନ୍ସ
Read More...

ଏସ୍‌ସିବି ମେଡିକାଲରେ ଉଦ୍‌ଘାଟିତ ହେଲା ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍‌

କଟକ : କଟକ ଏସ୍‌ସିବି ମେଡିକାଲ କଲେଜରେ ଉଦ୍‌ଘାଟିତ ହେଲା ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ ଓ ଆଉଟଡୋର । ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଏହି ଟ୍ରାନ୍ସପ୍ଲାଣ୍ଟ ୟୁନିଟର ଉଦ୍‌ଘାଟନ କରିଛନ୍ତି । ଏଣିକି ଆକ୍ରାନ୍ତମାନେ ଟ୍ରାନ୍ସପ୍ଲାଣ୍ଟ ପାଇଁ ନୂଆ ଲିଭର ଟ୍ରାନ୍ସପ୍ଲାଣ୍ଟ ଆଉଟଡୋରରେ
Read More...

ବ୍ୟାଙ୍କ ଗ୍ରାହକ ସେବାକେନ୍ଦ୍ରରୁ ଚୋରି ଅଭିଯୋଗ

କୋକସରା : କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଆମପାଣି ଥାନା ଅଧୀନ କାଉଡୋଳା ଗ୍ରାମରେ ଥିବା ଏକ ଷ୍ଟେଟ ବ୍ୟାଙ୍କ ଗ୍ରାହକ ସେବାକେନ୍ଦ୍ରରୁ ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି । ବୁଧବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ କବାଟ ଭାଙ୍ଗି ଚୋରି କରିଥିବା ଅଭିଯୋଗ ହୋଇଛି । ଅଭିଯୋଗ ପରେ
Read More...

ପୋଖରୀରେ ବୁଡ଼ି ଯୁବ ବ୍ୟବସାୟୀଙ୍କ ମୃତ୍ୟୁ

ଯାଜପୁର : ଯାଜପୁର ଜିଲ୍ଲା ବରୀ ରାମଚନ୍ଦ୍ରପୁର ଥାନା ଅଧୀନ କିମ୍ଭିରିଆପାଳ ପଞ୍ଚାୟତ ସଂଖାରିଗଡା ପାଖରେ ଥିବା ପୋଖରୀରେ ବୁଡ଼ି ଗୁରୁବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ମୃତକ ଜଣକ ହେଲେ ହରିପୁର ଗ୍ରାମର ଯୁବ ଲୁଗା ବ୍ୟବସାୟୀ ସିପୁ । ତାଙ୍କର କିମ୍ଭିରିଆପାଳ ପଞ୍ଚାୟତର
Read More...

ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଦ୍ଵାରା ପ୍ରଭାବିତ କୁମିଆପାଲି ଗ୍ରାମରେ ଜନ ଶୁଣାଣି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଦ୍ଵାରା ପ୍ରଭାବିତ ଲୋଇସିଂହା ବ୍ଲକର ରେଙ୍ଗାଲି ଗ୍ରାମ ପଂଚାୟତ ଅନ୍ତର୍ଗତ କୁମିଆପାଲି ଗ୍ରାମଠାରେ ଏକ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଜନ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳ
Read More...

କ୍ରାନ୍ତି-ଜାଗୃତି ସମାରୋହ ଉଦ୍‌ଯାପିତ

ଅତୀତକୁ ଭୁଲିଗଲେ ଲଢେଇ କରିହୁଏ ନାହିଁ : ନରସିଂହଗ୍ରାମାଞ୍ଚଳରୁ ନେତା ବାହାରିଲେ ଗଣତନ୍ତ୍ର ସୁରକ୍ଷିତ ରହିବ : ପ୍ର. ମଧୁସୂଦନ ପତିବଲାଙ୍ଗିରରୁ ଚୁଡାପାଲି ପରିକ୍ରମା କଲା ବିଶାଳ ମୋଟର ସାଇକଲ ରାଲିସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତଲୋକାର୍ପିତ ହେଲା
Read More...

ଡାନ୍ସ କରିବାକୁ ମନା କରିବାରୁ ୧୩ ପିଲାଙ୍କୁ ନିର୍ଦ୍ଦୟ ଭାବେ ପିଟିଲେ ଶିକ୍ଷକ

ଗୁମ୍‌ଲା : ଝାଡଖଣ୍ଡର ଗୁମ୍‌ଲା ଜିଲ୍ଲାର ଚେନପୁର ବ୍ଲକରେ ଅବସ୍ଥିତ ସେଣ୍ଟ ମାଇକେଲ ଇଂରାଜୀ ମାଧ୍ୟମ ବିଦ୍ୟାଳୟର ଜଣେ ଶିକ୍ଷକ ମାଡ ମାରି ୧୩ ଜଣ ଛାତ୍ରଙ୍କୁ ଆହତ କରି ଦେଇଥିବା ସୂଚନା ମିଳିଛି । ସମସ୍ତ ଛାତ୍ର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଚେନପୁରରେ ଚିକିତ୍ସିତ ହୋଇଥିଲେ । ଯେତେବେଳେ
Read More...

ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ପଦ୍ମପୁର ବ୍ଲକ ମହୁଲପାଲି ଅଙ୍ଗନଦୀରୁ ଜଳ ସଂଗ୍ରହ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଓଡ଼ିଶାର ୩୦ଟି ଜିଲ୍ଲାରୁ ପାଣି ଓ ମାଟି ଯିବ ସେହିପରି ବରଗଡ଼ ଜିଲ୍ଲା ପଦ୍ମପୁର ବ୍ଲକ ମହୁପାଲି ପଞ୍ଚାୟତ ମହୁପାଲି ଗାଁରୁ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ମହୁଳପାଲି ଅଙ୍ଗ ନଦୀରୁ ଆଜି ଜଳ ସଂଗ୍ରହ କରାଯାଇଛି । ଜିଲ୍ଲାର ଅନ୍ୟ ଦୁଇ ଜାଗାରୁ ଘେଁସ ଓ ପାଣିମୋରାରୁ
Read More...

ଅହିଂସା ରଥକୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ

ଜଟଣୀ, (କେପିଏନ୍‌ଏସ୍‌) : ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ତଥା ଆଜାଦୀ କା ଅମୃତ ମହୋତ୍ସବ ପାଳନ ପରିପ୍ରେକ୍ଷୀରେ ପରିଭ୍ରମଣ କରୁଥିବା ଗୋଟିଏ ଅହିଂସା ରଥକୁ ଜଟଣୀ ବ୍ଲକ ଓ ବାଲିଅନ୍ତା ବ୍ଲକରେ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ଅହିଂସା ରଥ ନିର୍ଦ୍ଧାରିତ ସମୟରେ ଜଟଣୀ ଥାନାରୁ
Read More...

ଭବାନୀପାଟଣାଠାରେ ଜିଲ୍ଲାସ୍ତରୀୟ ମିଶନ ଶକ୍ତି ଋଣ ମେଳା ଅନୁଷ୍ଠିତ

କଳାହାଣ୍ଡି, (ପି. କେ. ସାହୁ) : ଓଡ଼ିଶା ସରକାରଙ୍କ ମିଶନ ଶକ୍ତି ବିଭାଗ ମାଧ୍ୟମରେ ମହିଳାମାନଙ୍କୁ ସଶକ୍ତିକରଣ ଓ ଆତ୍ମନିର୍ଭରଶୀଳ ହେବାକୁ ବିଭିନ୍ନ ଯୋଜନା ରାଜ୍ୟ ସରକାର ଗ୍ରହଣ କରିଛନ୍ତି । ସେଥିମଧ୍ୟରୁ ମିଶନ ଶକ୍ତି ମାଧ୍ୟମରେ ସ୍ଵୟଂ ସହାୟକ ଗୋଷ୍ଠୀମାନଙ୍କୁ ଋଣ ପ୍ରଦାନ କରାଯାଉଛି ।
Read More...