Daily Archives

ଦେଓଗାଁ ବ୍ଲକ ଅଫିସରେ ସ୍ୱଚ୍ଛତା ହିଁ ସେବା ଅଭିଯାନ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଅଫିସରେ ସ୍ୱଚ୍ଛତା ହିଁ ସେବା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବ୍ଲକ ଅଧ୍ୟକ୍ଷ ଦୟାନିଧି ଖମାରୀ, ଭାରପ୍ରାପ୍ତ ବିଡିଓ ରାମଦତ୍ତ ଭୋଇ, ଏବିଡିଓ ପୁଷ୍ପାଞ୍ଜଳି ନାଏକଙ୍କ ସହ ସମସ୍ତ କର୍ମଚାରୀ ସଫେଇ କରିଥିଲେ । କାର୍ଯ୍ୟକ୍ରମକୁ
Read More...

୫ ଦାଦନ ଶ୍ରମିକ ଉଦ୍ଧାର

କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ରାଜ୍ୟ ବାହାରକୁ ଚାଲାଣ ହେଉଥିବା ୫ ଜଣ ଦାଦନ ଶ୍ରମିକଙ୍କୁ ବୁଧବାର କଣ୍ଟାବାଞ୍ଜି ପୁଲିସ ଉଦ୍ଧାର କରିଥିବା ଜଣାପଡିଛି । ଏମାନେ କଣ୍ଟାବାଞ୍ଜି ରେଳ ଷ୍ଟେସନକୁ ଏକ ବଲେରୋ ଯୋଗେ ଯାଉଥିଲେ । ସୂଚନା ପାଇ ପୁଲିସ ଅଧିକାରୀ ବାମଦେବ ଶଙ୍ଖୁଆଳ କୁକୁଡାହାଡ ଛକରୁ
Read More...

ସାମ୍ବାଦିକତା ବୃତ୍ତିକୁ ନେଇ ପୁଣି ଏକ କଳଙ୍କିତ ଅଭିଯୋଗ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ସାମ୍ବାଦିକତା ବୃତ୍ତିକୁ ନେଇ ପୁଣି ଏକ କଳଙ୍କିତ ଅଭିଯୋଗ ହୋଇଛି । ମୋତେ ଯେତେ ମାଠିବୁ ମାଠ’ ମୁଁ ସେହି ଦରପଡ଼ା କାଠ ବୋଲି ଆମ ସମାଜରେ କଥିତ ଅଛି । ବାରମ୍ବାର ସମାଲୋଚିତ ହେଉଥିବା ବେଳେ କିଛି ଅସାମାଜିକ ବ୍ୟକ୍ତି ବିଶେଷ ସାମ୍ବାଦିକ ବୃତ୍ତିରେ
Read More...

ପଲସର୍‌ ଏନ୧୬୦ର ମାର୍କେଟରେ ପ୍ରବେଶ

ରାଉରକେଲା, (ସସ୍ମିତା ପ୍ରଧାନ) : ଉଦିତନଗର ସ୍ଥିତ ଆରଏମ ମୋଟର୍ସ ତରଫରୁ ବଜାଜ କମ୍ପାନୀର ପଲସର୍‌ ଏନ୧୬୦ର ଉଦ୍‌ଘାଟନ ହୋଇଯାଇଛି । ଏହି ବାଇକ୍‌ର ବିଶେଷତ୍ୱ ହେଲା ଏହା ଭାରତର ପ୍ରଥମ ୧୬୦ସିସି ବାଇକ, ଯେଉଁଥିରେ ଦ୍ୱେତ ଚାନେଲ, ଆଣ୍ଟି ବ୍ରେକିଂ ସିଷ୍ଟମ ଉପଲବ୍ଧ । ଏହାର ପିକଅପ ଭଲଥିବା ବେଳେ
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୮୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୮୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୩୧ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୩୮୬ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୬ ଜଣ
Read More...

ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ନିରାପଦ ଗର୍ଭପାତ ଦିବସ ପାଳିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ସ୍ଵାସ୍ଥ୍ୟ ସମିତି ତରଫରୁ ଆନ୍ତର୍ଜାତୀୟ ନିରାପଦ ଗର୍ଭପାତ ଦିବସ ପାଳିତ ହୋଇଯାଇଛି । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଅବସ୍ଥିତ ତାଲିମ କେନ୍ଦ୍ରରେ ଏହି ଅବସରରେ ଅନୁଷ୍ଠିତ ସଭାରେ ଅଧ୍ୟକ୍ଷତା କରି ଜିଲ୍ଲା ମୁଖ୍ୟ ଚିକିତ୍ସା ଓ
Read More...

କଛାରପାଲି ରଣାପଡ଼ାର ୫୬ତମ ଦୁର୍ଗାପୂଜା ଅବସରରେ ଚବିଶ ପ୍ରହରୀ ପାଇଁ ଶୁଭସ୍ତମ୍ଭ ସ୍ଥାପନ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ କଛାରପାଲି ରଣାପଡ଼ାର ଜୟଦୂର୍ଗା କ୍ଲବ ପକ୍ଷରୁ ୫୬ତମ ଦୁର୍ଗାପୂଜା ଅବସରରେ ହେବାକୁ ଥିବା ଚବିଶ ପ୍ରହରୀ ନାମଯଜ୍ଞ ପାଇଁ ସୋମବାର ଦିନ ଶୁଭସ୍ତମ୍ଭ ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷ ଦୂର୍ଗା ପୂଜା କର୍ତ୍ତା ଭାବେ ଅଜୟ ରଣା ଓ
Read More...

ବଙ୍ଗୋମୁଣ୍ଡା ବ୍ଲକ ଏନ୍‌ପିଏସ୍‌ ଶିକ୍ଷକ ସଂଘର ବୈଠକ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ବରୋବାହାଲ ଉଦ୍ୟାନ ବିଭାଗର ଚାରା ଉତ୍ପାଦନ କେନ୍ଦ୍ରଠାରେ ବଙ୍ଗୋମୁଣ୍ଡା ବ୍ଲକ ଏନ୍‌ପିଏସ୍‌ ଶିକ୍ଷକ ସଂଘର ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଶିକ୍ଷକ ସଂଘର ସଭାପତି କୋଷରାଜ ବେହେରାଙ୍କ ସଭାପତିତ୍ୱରେ
Read More...

ସୁକନ୍ୟା ମହୋତ୍ସବରେ ଯୋଗଦେଲେ ବ୍ରହ୍ମପୁର ସାଂସଦ ଓ ବିଧାୟକ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ଡାକ ମଣ୍ଡଳ ଆନୁକୂଲ୍ୟରେ ମଙ୍ଗଳବାର ଦିନ 'ସୁକନ୍ୟା ମହୋତ୍ସବ' ସ୍ଥାନୀୟ ସୁକୁଣ୍ଡା ରୋଡ୍‌ ସ୍ଥିତ ନେତାଜୀ ଶିଶୁ ବିଦ୍ୟା ମନ୍ଦିର ଠାରେ ଅନୁଷ୍ଠିତ ହୋଇଯାଇଛି । ବ୍ରହ୍ମପୁର ସହକାରୀ ଡାକ ଅଧ୍ୟକ୍ଷା କିରଣମାଳା ପଣ୍ଡାଙ୍କ ସଂଯୋଜନାରେ
Read More...

ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାର ଅନିୟମିତତା ଅଭିଯୋଗ ଘଟଣାର ତଦନ୍ତ ବେଳେ…

ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ପଡ଼ିଆବାହାଲ ପଞ୍ଚାୟତରେ ମହାତ୍ମାଗାନ୍ଧୀ ଜାତୀୟ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ଅନିୟମିତତା ଅଭିଯୋଗ ଘଟଣାର ତଦନ୍ତ ବୁଧବାର ହେବାକୁ ଥିବା ବେଳେ ଅଧିକାରୀ ମାନେ ପହଞ୍ଚିବା ପୂର୍ବରୁ ଉତ୍ତେଜନା ପ୍ରକାଶ ପାଇଥିଲା ।
Read More...