Daily Archives

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ

ଭଞ୍ଜନଗର, (କେପିଏନ୍‌ଏସ୍‌) : ଗଞ୍ଜାମ ଜିଲ୍ଲା ବୁଗୁଡ଼ା ସ୍ଥିତ ବାଘୁଆ ଜଳସେଚନର ସହକାରୀ ନିର୍ବାହୀ ଯନ୍ତ୍ରୀ ବିଷ୍ଣୁ ଚରଣ ସାହୁ ଭିଜିଲାନ୍ସ ଜାଲରେ ପଡ଼ିଥିବା ଜଣାପଡିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବ୍ରହ୍ମପୁର ଭିଜିଲାନ୍ସ ସ୍ପେଶାଲ ଜଜ୍‌ଙ୍କ ଦ୍ୱାରା ଜାରି ସର୍ଚ୍ଚ
Read More...

ହାଇକୋର୍ଟ ନିର୍ଦ୍ଦେଶ ଦେଲେ ବଢ଼ିବ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍ ରେଜିଷ୍ଟ୍ରେସନ୍ ସୀମା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆବଶ୍ୟକୀୟ ଭିତ୍ତିଭୂମି ନଥାଇ ଗାଡ଼ିରେ ହାଇ ସିକ୍ୟୁରିଟି ରେଜିଷ୍ଟ୍ରେସନ୍ ନମ୍ବର ପ୍ଲେଟ୍ (ଏଚ୍‌ଏସ୍‌ଆର୍‌ପି) ଲଗାଇବା ପାଇଁ ସମୟ ସୀମା ଧାର୍ଯ୍ୟ କରାଯିବା ପ୍ରସଙ୍ଗରେ ହାଇକୋର୍ଟ ଅସନ୍ତୋଷ ପ୍ରକାଶ କରିବା ପରେ ପରିବହନ ବିଭାଗ କଟକଣା କୋହଳ କରିବାକୁ
Read More...

ଓଲଟିଲା କମଳା ବୋଝେଇ ପିକ୍‌ଅପ୍‌

ଦାରିଙ୍ଗବାଡ଼ି : କନ୍ଧମାଳ ଜିଲ୍ଲାକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଏକ କମଳା ବୋଝେଇ ପିକ୍‌ଅପ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ଚାଳକ ଏବଂ ହେଲପର ସାମାନ୍ୟ ଆହତ ହୋଇଛନ୍ତି । ଖବର ପାଇ ସୋରଡ଼ା ଆଇଆଇସି ରମେଶ ପ୍ରଧାନ ସଦଳବଳ ପହଞ୍ଚି ତଦନ୍ତ କରିଛନ୍ତି ।
Read More...

ଭାରତର ସ୍ୱାଧୀନତା ଆନ୍ଦୋଳନରେ ଇରମ ମାଟିର ବଳିଦାନ ଇତିହାସରେ ଅଦ୍ୱିତୀୟ

ବାସୁଦେବପୁର ଜନକଲ୍ୟାଣ ପରିଷଦ ଆନୁକୂଲ୍ୟରେ ଇରମ ସହିଦ୍ ଦିବସ ପାଳିତ ରାଉରକେଲା, (ସସ୍ମିତା ପ୍ରଧାନ) : ୧୯୪୨ ମସିହାରେ ମହାତ୍ମାଗାନ୍ଧୀଙ୍କ ଭାରତ ଛାଡ଼ ଆନ୍ଦୋଳନ ଡାକରାରେ ଉଦବୁଦ୍ଧ ହୋଇ ଅବିଭକ୍ତ ବାଲେଶ୍ୱର ଜିଲ୍ଲା ବାସୁଦେବପୁର ଥାନା ଅନ୍ତର୍ଗତ ଅଖ୍ୟାତ ପଲ୍ଲୀ ଇରମର ମେଳନ ପଡ଼ିଆରେ
Read More...

ଜୟନ୍ତୀ ପଟ୍ଟନାୟକଙ୍କ ବିୟୋଗରେ ଶୋକସଭା

ଜରାସିଂହା, (କେପିଏନ୍‌ଏସ୍‌) : ପୂର୍ବତନ ସାଂସନ ଏବଂ ଜାତୀୟ ମହିଳା କମିସନର ଅଧ୍ୟକ୍ଷା ଜୟନ୍ତୀ ପଟ୍ଟନାୟକଙ୍କ ବିୟୋଗରେ ଜରାସିଂହା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି । ସ୍ୱର୍ଗତ ପଟ୍ଟନାୟକଙ୍କ ଅମର ଆତ୍ମାର ସଦ୍‌ଗତି ନିମନ୍ତେ ସମସ୍ତ କର୍ମଚାରୀ ଏବଂ
Read More...

ବେଦବ୍ୟାସ ପୀଠର ତ୍ରିବେଣୀ ସଙ୍ଗମରୁ ପାଣି ଏବଂ ଆମକୋ ସିମକୋ ସହିଦ ସ୍ମୃତିପୀଠରୁ ମାଟି ସଂଗୃହୀତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସ୍ୱାଧୀନତାର ଅମୃତ ମହୋତ୍ସବ ଏବଂ ଗାନ୍ଧୀଜୟନ୍ତୀ ଉପଲକ୍ଷେ ସ୍ୱାଧୀନତା ସଂଗ୍ରାମ ସହ ଜଡିତ ଓଡ଼ିଶାର ବିଭିନ୍ନ ସ୍ଥଳରୁ ପବିତ୍ର ମାଟି ଏବଂ ନଦୀରୁ ପାଣି ସଂଗ୍ରହ କରାଯାଉଛି । ଏହି କ୍ରମରେ ସୁନ୍ଦରଗଡ଼ ଜିଲ୍ଲା ବେଦବ୍ୟାସ ପୀଠର ତ୍ରିବେଣୀ ସଙ୍ଗମରୁ ପାଣି ଏବଂ
Read More...

ଜୟନ୍ତୀ ପଟ୍ଟନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପୂର୍ବତନ ସାଂସଦ, ଜାତୀୟ ମହିଳା କମିଶନର ପ୍ରଥମ ଅଧ୍ୟକ୍ଷା ତଥା ସୁସାହିତ୍ୟିକା ଜୟନ୍ତୀ ପଟ୍ଟନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରି କହିଛନ୍ତି ଯେ, ପୂର୍ବତନ ସାଂସଦ, ଜାତୀୟ ମହିଳା କମିଶନର ପ୍ରଥମ ଅଧ୍ୟକ୍ଷା ତଥା ସୁସାହିତ୍ୟିକା ଜୟନ୍ତୀ
Read More...

ଉପଯୁକ୍ତ ହିତାଧିକାରୀଙ୍କୁ ଭତ୍ତା ମିଳୁନଥିବା ଅଭିଯୋଗ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ମହଖଣ୍ଡ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ କଦଲିପାଲି ଗାଁର ବିଧବା ବୃଦ୍ଧ ବୃଦ୍ଧା ଏଯାଏଁ ୪ରୁ ୫ ମାସର ଭତ୍ତା ପାଇବାରୁ ବଞ୍ଚିତ ଥିବା ଅଭିଯୋଗ ହୋଇଛି । ଅଭିଯୋଗ ଅନୁସାରେ ହିତାଧିକାରୀମାନେ ସରପଞ୍ଚଙ୍କୁ ଗୁହାରି କରିବାରୁ ମୁଁ
Read More...

ବିଶ୍ୱ ହୃଦୟ ଦିବସ ଅବସରରେ ଜନ ସାଧାରଣଙ୍କୁ ସଚେତନତା ବାର୍ତ୍ତା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବିଶ୍ୱ ହୃଦୟ ଦିବସ ଅବସରରେ ଜନ ସାଧାରଣଙ୍କୁ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସଚେତନତା ବାର୍ତ୍ତା ପ୍ରଦାନ କରାଯାଇଛି । ବିଭାଗ ପକ୍ଷରୁ କୁହାଯାଇଛି ଯେ, ହୃଦ‌ରୋଗର କାରଣଗୁଡ଼ିକ ପ୍ରତି ସଚେତନ ରହିବା ସହିତ ସନ୍ତୁଳିତ ଆହାର, ନିୟମିତ ଯୋଗାଭ୍ୟାସ ତଥା
Read More...

ନୀଳକଣ୍ଠପୁରରୁ ସଂଗୃହୀତ ହୋଇଛି ପବିତ୍ର ମାଟି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭାରତୀୟ ସ୍ୱାଧୀନତା ଆନ୍ଦୋଳନର ସର୍ବ କନିଷ୍ଠ ଶହୀଦ ବିପ୍ଲବୀ ବାଜି ରାଉତଙ୍କ ଜନ୍ମସ୍ଥାନ ଢେଙ୍କାନାଳର ନୀଳକଣ୍ଠପୁରରୁ ସଂଗୃହୀତ ହୋଇଛି ପବିତ୍ର ମାଟି । ଭାରତମାତାଙ୍କ ଏହି ପ୍ରେରଣାଦାୟୀ ସାଧକଙ୍କ ଜନ୍ମସ୍ଥାନର ପବିତ୍ର ମାଟି ଗାନ୍ଧୀ ଜୟନ୍ତୀ ଅବସରରେ ଏକ
Read More...