ଫୁଲବାଣୀ ସ୍ୱେଚ୍ଛାସେବୀ ମହାସଂଘର ଯୋଜନା ଓ ସମନ୍ୱୟ ବୈଠକ ଅନୁଷ୍ଠିତ
ଫୁଲବାଣୀ : ଫୁଲବାଣୀ ସ୍ୱେଚ୍ଛାସେବୀ ମହାସଂଘର କାର୍ଯ୍ୟକାରିଣୀ ଓ ସମନ୍ୱୟ ବୈଠକ ରାମ ଚନ୍ଦ୍ର ଦାସଙ୍କ ଅଧ୍ୟକ୍ଷତାରେ ମୁଣ୍ଡିଗଡ଼ ଠାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଆଗାମୀ ତିନି ବର୍ଷ ପାଇଁ ମହାସଂଘର ଯୋଜନା ପ୍ରସ୍ତୁତି ସହିତ ଏହାର ସୁଦୃଢିକରଣ ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲା ।!-->…
Read More...
Read More...